-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||     

HOME   ରାଜ୍ୟ

ମହାବିଦ୍ୟାଳୟ ସ୍ତରୀୟ ବିଭିନ୍ନ ପରୀକ୍ଷା କୁ ନେଇ ସୂଚନା ଦେଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ: ଆଗାମୀ ଜୁଲାଇ, ଅଗଷ୍ଟ ମାସରେ ଅନଲାଇନ ମୋଡ଼ରେ ପରୀକ୍ଷା ହେବ : ଉଚ୍ଚ ଶିକ୍ଷା ମନ୍ତ୍ରୀ

18-Jun-2021



ଭୁବନେଶର (ଶୁଭାଶିଷ ନାୟକ) : ଯୁକ୍ତ ତିନ ଶେଷ ସେମିଷ୍ଟାର ଅବା ଷଷ୍ଠ ସେମିଷ୍ଟାର ପରୀକ୍ଷା ଏବଂ ସ୍ନାତକର ଶେଷ ସେମିଷ୍ଟାର ଅଥବା ଚତୁର୍ଥ ସେମିଷ୍ଟାର ପରୀକ୍ଷା ହେବ | ଆଗାମୀ ଜୁଲାଇ, ଅଗଷ୍ଟ ମାସରେ ଅନଲାଇନ ମୋଡ଼ରେ ପରୀକ୍ଷା ହେବ ବୋଲି  କୁଳପତି ସମ୍ମିଳନୀରେ ନିଷ୍ପତ୍ତି ହୋଇଛି | ପୂର୍ବ ପରୀକ୍ଷା ଆବଶ୍ୟକ ପରୀକ୍ଷା ମଧ୍ୟ ଅନଲାଇନ ମୋଡ଼ରେ ହେବ ଜୁଲାଇ, ଅଗଷ୍ଟରେ ହେବ | ଏହା କେବଳ  ଯୁକ୍ତ ତିନି ଏବଂ ସ୍ନାତକ ଶେଷ ସେମିଷ୍ଟାର ପାଇଁ ଉଦ୍ଧିଷ୍ଟ | ଘରେ ସୁବିଧା ଥିଲେ ନଚେତ ନିକଟସ୍ଥ ଡିଗ୍ରୀ କଲେଜରେ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ସ୍ପଷ୍ଟ କରିଛନ୍ତି l 

ସେହିଭଳି ଯୁକ୍ତ ତିନି ପ୍ରଥମ ଏବଂ ଦ୍ଵିତୀୟ ବର୍ଷର ସେମିଷ୍ଟାର ଗୁଡିକ ଏବଂ ସ୍ନାତକ ପରୀକ୍ଷାର ପ୍ରଥମ ବର୍ଷର ସେମିଷ୍ଟାର ଗୁଡିକ ପରବର୍ତୀ ସମୟରେ ନିଷ୍ପତ୍ତି ନିଆଯିବ |
ଅଗଷ୍ଟ ଓ ସେପ୍ଟେମ୍ବର ମାସରେ ଫଳ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026

You Might Also Like