-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||     

HOME   ଅପରାଧ

ପାଟଣାଗଡ: ବହୁଚର୍ଚ୍ଚିତ ଚିଟିକା ମାଲରେ ପତିପତ୍ନୀ ନୃଶଂସ ହତ୍ୟା ମାମଲା ର ୩ ଅଭିଯୁକ୍ତ ଦୀର୍ଘ ଦୁଇ ବର୍ଷ ପରେ ଗରିଫ

18-Jun-2021



ପାଟଣାଗଡ(ପ୍ରେରଣା ଖବର ବ୍ୟୁରୋ) -  ବହୁ ଚର୍ଚ୍ଚିତ ଏକ ହତ୍ୟା ମାମଲାରେ ୩ ଅଭିଯୁକ୍ତ ଦୀର୍ଘ ଦୁଇ ବର୍ଷ ପରେ ଗିରଫ ହୋଇଥିବା ପାଟଣାଗଡ଼ ଏସଡିଏମଓ ଜ୍ୟୋତିର୍ମୟ ଭୁକ୍ତା ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଏକ ଲୋମହର୍ଷଣକାରୀ ଘଟଣା ରେ ଗୁଣିଗାରେଡ଼ି ସନ୍ଦେହରେ ଚିଟିକାମାଲ ଗ୍ରାମ  ର ଦୁଇ ପତିପତ୍ନୀ ଚିନ୍ତାମଣି ବରିହା ( ୫୫) ରୁକ୍ମଣୀ ବରିହା (୫୦) ଙ୍କୁ ନୃଶଂସ ହତ୍ୟା କରି ଫିଙ୍ଗି ଦିଆଯାଇଥିଲା ଚିତାଡୁଙ୍ଗୁରୀ ରେ । ଏହି ଘଟଣା ସାରା ରାଜ୍ୟରେ ସେତେବେଳେ ଚହଳ ସୃଷ୍ଟି କରିଥିଲା । ସୁଚନା ଅନୁସାରେ ଗତ ୧୬ ସେପ୍ଟେମ୍ବର ୨୦୧୯ ରେ ଲରମ୍ଭା ଥାନା ଅଧୀନସ୍ଥ ଗୈାଡପାଲି ଗ୍ରାମ ର ଗ୍ରାମରକ୍ଷୀ ସୁରେନ୍ଦ୍ର ମହାନନ୍ଦ ଲରମ୍ଭା ଥାନା ରେ ଏ ସଂକ୍ରାନ୍ତରେ ଅଭିଯୋଗ କରିଥିଲେ  ଏବଂ ୧୮ ସେପ୍ଟେମ୍ବର ୨୦୧୯ ରେ ତତ୍ କାଳୀନ ଲରମ୍ଭା ଥାନା ଆଇଆଇସି ବିନୋଦ ବିହାରୀ ନାୟକ ଏହି ଘଟଣା ରେ ସଂପୃକ୍ତ ଥିବା ଅଭିଯୁକ୍ତ ନାରାୟଣ ବରିହା,ସ୍ଵରୁପା ଘିଭେଲା , ଗୈାରାଙ୍ଗ ପୋଢ , ଏବଂ କୃଷ୍ଣ ବରିହା ଓରଫ ଝାଙ୍କର ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ । ତେବେ ଏହି ଘଟଣା ରେ ଆହୁରି ୩ ଜଣ ଅଭିଯୁକ୍ତ ଙ୍କ ସଂପୃକ୍ତି ଥିବା ଅନୁସନ୍ଧାନ ରୁ ଜଣାପଡିବା ପରେ ଅଭିଯୁକ୍ତ କଲାର ସିଂ ମହାନନ୍ଦ , ଲକ୍ଷ୍ମଣ ମହାନନ୍ଦ ଓ ସତ୍ୟରାଉତ କୁ ଚିଟିକାମାଲ୍ ଗାଁ ରୁ ଗିରଫ କରାଯାଇ ଆଜି କୋର୍ଟ ଚାଲାଣ କରାଯାଇଥିବା ଏସ୍ ଡିପିଓ ଶ୍ରୀ ଭୁକ୍ତା ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026

You Might Also Like