-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜ୍ୟ

ତପୁ ମିଶ୍ରଙ୍କ ଚିକିତ୍ସା ପାଇଁ ଏକ ଲକ୍ଷ ଟଙ୍କା ପ୍ରଦାନ କଲା ସଂସ୍କୃତି ବିଭାଗ

18-Jun-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ) : କିଛି ଦିନ ହେଲା କଣ୍ଠଶିଳ୍ପୀ ତପୁ ମିଶ୍ର କରୋନାରେ ଆ୍ରକାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । ଦିନକୁ ଦିନ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇ ପଡୁଛି । ଏଭଳି ସମୟରେ କଳାକାର କଲ୍ୟାଣ ପାଣ୍ଠିରୁ ୧ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ସଂସ୍କୃତି ବିଭାଗ।

ତାଙ୍କ ଭଉଣୀ ଧ୍ରୁତିଦୀପା ମିଶ୍ର ଗୁରୁବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ତପୁ ଏବେ ଭେଣ୍ଟିଲେଟର ସପୋର୍ଟରେ ରହିଛନ୍ତି। ତାଙ୍କର ଅଧିକ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ନିବେଦନ କରାଯାଇଥିଲା।

“ଗତ ଦୁଇ ଦିନ ଧରି ତାଙ୍କ ଶରୀରେ କୌଣସି ପ୍ରତିକ୍ରିୟା ହେଉନାହିଁ ଏବଂ ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏପରିକି ଫୁସଫୁସ ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଛି” (୭୫%) ବୋଲି ସେ କହିଛନ୍ତି।

  ଉଲ୍ଲେଖଯୋଗ୍ୟ, ତପୁଙ୍କ ପିତା ଗତ ମେ ୧୦ରେ କରୋନା ସଂକ୍ରମଣରେ ମୃତ୍ୟୁ ବରଣ କରିଥିଲେ। ଏହା ପରେ ତପୁଙ୍କର ସାମାନ୍ୟ ଲକ୍ଷଣ ଦେଖାଯିବାରୁ ସେ ହୋମ୍ ଆଇସୋଲେସନରେ ଥିଲେ। ମେ ୩୧ରେ ତାଙ୍କର ଅକ୍ସିଜେନ ସ୍ତର ୪୫କୁ ଖସି ଆସିବାରୁ ସ୍ପର୍ଶ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ପ୍ରାୟ ୧୦ଦିନ ତଳେ ସମ୍ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like