-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

ଉପକୂଳ ଓଡିଶାର ପ୍ରଥମ ସେରୋ ସର୍ଭେ: କୃତଜ୍ଞତା ଜଣାଇଲେ ସତୀଶ ବିଶ୍ୱାଳ

18-Jun-2021



ଯାଜପୁର,(ପ୍ରେରଣା ଖବର ବ୍ୟୁରୋ) ଦିନକୁ ଦିନ ଯାଜପୁର ଜିଲ୍ଲାରେ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ବିଭିନ୍ନ କାରଣରୁ ଲୋକେ ଗ୍ରାମାଂଚଳରେ କରୋନା ପରୀକ୍ଷା କରୁ ନାହାନ୍ତି । ଫଳରେ ରୋଗ ଶେଷ ଅବସ୍ଥାରେ ପହଂଚିବା ପରେ ପରିସ୍ଥିତି ଅଣାୟତ ହେଉଛି । କରୋନା ରୋଗୀ ରୋଗ ଚିହ୍ନଟ କରି ହୋମ କ୍ୱାରେଂଟାଇନରେ ରହୁ ନଥିବାରୁ ସେମାନେ ମଧ୍ୟ ସୁପର ସ୍ପ୍ରେଡର ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ବି.ଜେ.ଡି ନେତା ତଥା ବରିଷ୍ଠ ସାମ୍ବାଦିକ ସତୀଶ ବିଶ୍ୱାଳଙ୍କ ଅନୁରୋଧ କ୍ରମେ ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଭୁବନପୁର ଗାଁରେ ଉପକୂଳ ଓଡିଶାର ପ୍ରଥମ ସେରୋସର୍ଭେ ଶୁକ୍ରବାର କରାଯାଇଛି । ଏଥିପାଇଁ ସତୀଶ ମୁଖ୍ୟମନ୍ତ୍ରୀ ଏବଂ ଯାଜପୁର ଜିଲ୍ଲାପାଳଙ୍କୁ ଗଭୀର କୃତଜ୍ଞତା ଜଣାଇଛନ୍ତି । 
ଭୁବନପୁର ଏବଂ ଏହା ନିକଟ କୁକୁଡାଖାଳେଇ ଗାଁରେ ବହୁ ଲୋକ ଜ୍ୱରରେ ଆକ୍ରାନ୍ତ ହୋଇଛନ୍ତି । ଭୁବନପୁରରେ ପ୍ରାୟ ୭ ଜଣ କରୋନା ରୋଗୀ ପୂର୍ବରୁ ଚିହ୍ନଟ ହୋଇଛନ୍ତି । ହେଲେ ଅନେକ ରୋଗୀ ପରୀକ୍ଷା କରୁ ନଥିବାରୁ ସେମାନଙ୍କ ରୋଗ ଚିହ୍ନଟ ହୋଇ ପାରୁନାହିଁ । ସେହିପରି କୁକୁଡାଖାଳିରେ  ଦୁଇଜଣଙ୍କ ମୃତ୍ୟ ହୋଇଥିଲେ ମଧ୍ୟ ସେମାନେ ପରୀକ୍ଷା କରି ନଥିଲେ । ଧର୍ମଶାଳାର ଅନେକ ଗାଁରେ ଏଭଳି ଦୁରାବସ୍ଥା ନେଇ ସତୀଶ ବିଶ୍ୱାଳ ଗୁରୁବାର ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ସଚିବ, ଯାଜପୁର ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ ସହ ବିଭିନ୍ନ ବିଭାଗୀୟ ଉଚ୍ଚ ଅଧିକାରୀଙ୍କ ସହ ଏହି ବିଷୟରେ ଆଲୋଚନା କରିଥିଲେ । ଏଥିନେଇ ତତକ୍ଷଣାତ ସରକାରଙ୍କ ତରଫରୁ ସେରୋ ସର୍ଭେ ପାଇଁ ନିଷ୍ପତି ନିଆଯାଇ ପରଦିନ ଶୁକ୍ରବାରରେ ଏହି ସର୍ଭେ ସହ ଗାଁରେ କରୋନା ପରୀକ୍ଷା ପାଇଁ କ୍ୟାମ୍ପ ପକା ଯାଇଥିଲା । ଏହି ସର୍ଭେ ଏବଂ କ୍ୟାମ୍ପରେ ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଡାକ୍ତର ସୁଧୀର କୁମାର ସାହୁ, ହରିଦାସପୁର ଡାକ୍ତର ଅଜିତ କୁମାର ନାୟକ, ଆୟୁସ ମେଡିକାଲ ଅଫିସର ବିସ୍ମିତା ମହାରଣା, ଆୟୁସ ଡାକ୍ତର ସଂଜୟ କୁମାର ଓଝା, ବ୍ଲକ ପ୍ରୋଗାମିଂ ଅଧିକାରୀ ବିଜୟ ବେହେରା, ଏ.ଏନ.ଏମ ମଧୁସ୍ମିତା

ମଙ୍ଗରାଜ, କୋଭିଡ ଫର୍ମାସିଷ୍ଟ ମନୀଷା ସ୍ୱାଇଁଙ୍କ ସହ ପରୀକ୍ଷା ବିଷେଷଜ୍ଞ ଏବଂ ଅଙ୍ଗନବାଡିର କର୍ମଚାରୀମାନେ ଯୋଗ ଦେଇଥିଲେ । ବିଭାଗୀୟ କର୍ମଚାରୀମାନେ ଗାଁରେ ଘର ଘର ବୁଲି ସର୍ଭେ କରିଥିଲେ । ତେବେ ଏହାପରେ ବି ଅନେକ ଲୋକ ପରୀକ୍ଷା ପାଇଁ ଆସି ନଥିଲେ । ଏପରିକି ଜ୍ୱର ହୋଇଥିବା ଅନେକ ଲୋକ ମଧ୍ୟ ପରୀକ୍ଷା ପାଇଁ ଆସି ନଥିଲେ । ଏହି ପରୀକ୍ଷାରେ ୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିନେଇ ସତୀଶ କହିଛନ୍ତି ଯେ, ଲୋକଙ୍କ ନିକଟରେ ସରକାରୀ ସେବା, ସୁବିଧା ଏବଂ ପ୍ରଶାସନ ପହଂଚିବା ନବୀନ ପଟ୍ଟନାୟକଙ୍କ ସରକାରଙ୍କ ମୂଳ ଲକ୍ଷ । ଏଭଳି ଆପଦକାଳୀନ ପରିସ୍ଥିତିରେ ମଧ୍ୟ ସରକାର ଏହି ଲକ୍ଷର ସଫଳ ରୂପାୟନ ସଫଳ ଉଦ୍ୟମ କରୁଛନ୍ତି । ଧର୍ମଶାଳାରେ ଥିବା ଏଭଳି ଗାଁ ଗୁଡିକରେ ତୁରନ୍ତ ଏଭଳି ସଚେତନତା କରାଯିବା ସହ ଗାଁରେ ସାନିଟାଇଜ କରାଯିବାକୁ ସତୀଶ ଅନୁରୋଧ କରିଛନ୍ତି ।
 


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like