-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ମହାନଗର

ଗୋ-ହତ୍ୟା ସମ୍ପୂର୍ଣ୍ଣ ବନ୍ଦ ଦାବି

19-Jun-2021



ସମ୍ବଲପୁର,(ସଂଜୀବପାଣିଗ୍ରାହୀଙ୍କରିପୋର୍ଟ): ସମ୍ବଲପୁରରେ ପ୍ରତ୍ୟହ ଶହ ଶହ ସଂଖ୍ୟାରେ ଗୋ ହତ୍ୟା କରାଯାଉଛି । ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନକୁ ଗୋ ମାଂସ ରପ୍ତାନୀ ହେଉଛି । ରାଜ୍ୟରେ ମଧ୍ୟ ଗୋ ମାଫିଆ ମାନେ ସକ୍ରିୟ ଥିବାବେଳେ ପ୍ରତ୍ୟହ ଏହି ନୀରିହ ପ୍ରାଣୀର ଜୀବନ ଯାଉଛି। ହିନ୍ଦୁ ମାନଙ୍କ ଆରାଧ୍ୟ ଗୋ ବଂଶ ଦିନକୁ ଦିନ ଲୋପ ପାଉଥିବା ବେଳେ ରାଜ୍ୟ ସରକାର ଗୋ ହତ୍ୟାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବାକୁ ଗୁରୁବାର ବଜରଙ୍ଗ ଦଳ ଦାବି କରିଛି । ଏଥ୍ ପାଇଁ ଏକ ଦୃଢ଼ ଆଇନ ପାରିତ, ଗୋ ରକ୍ଷକ ମାନଙ୍କ ଉପରେ ଲଗାଯାଇଥିବା ମିଥ୍ୟା ମାମଲା ରଦ୍ଦ, ଗୋ ତସ୍କରୀ ରୋକିବା ପାଇଁ ଜିଲ୍ଲାରେ ସ୍ୱତନ୍ତ୍ର ଟାସ୍କଫୋର୍ସ ଗଠନ, ଗୋ ତସ୍କର ମାନଙ୍କୁ ଚିହ୍ନଟ କରି ରାଜ୍ୟ ସୁରକ୍ଷା ଆଇନ ଅନୁସାରେ ଦଣ୍ଡିତ, ପ୍ରତି ଜିଲ୍ଲାରେ ଗୋଶାଳା ନିର୍ମାଣ, ଗୋ ଅଧାରିତ ଶିଳ୍ପ ପାଇଁ ଆବଶ୍ୟକୀୟ ତାଲିମ ଓ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦେବାକୁ ସମ୍ବଲପୁର ଜିଲ୍ଲା ବଜରଙ୍ଗ ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି।
           ଏହି ଦାବିପତ୍ର ପ୍ରଦାନ ସମୟ ରେ ପ୍ରାନ୍ତ ସଂଯୋଜକ ସୁଧୀର ରଞ୍ଜନ ବହିଦାର, ଦିନେଶ କୁମାର ସାହୁ, ଆଶୁତୋଷ ବେହେରା, ଆଦିତ୍ୟ ପୁରୋହିତ, ରୋହିତ ମୁଣ୍ଡା, ପିଙ୍କୁ ସାହୁ, ଶେଖର ସ୍ବାମୀ, ଅରୁଣ କୁମାର, ଜୟନ୍ତ ମହାପାତ୍ର,  ଦେବାଶିଷ ରାଉତ ପ୍ରମୁଖ ଉପସ୍ଥିତ ଥିଲେ I ଜ଼ିଲ୍ଲାପାଳ ଙ୍କ ଅନୁପସ୍ଥିତି ରେ ସ୍ୱତନ୍ତ୍ର ଭୁ ଅର୍ଜନ ଅଧିକାରୀ ସରୋଜ ମିଶ୍ର ଦାବି ପତ୍ର ଗ୍ରହଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like