-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କଣ୍ଟାପଡା ବିଦ୍ୟାଳୟ ରେ ଚାଉଳ ବଣ୍ଟନକୁ ନେଇ ଉତ୍ତେଜନା. ବି ଇ ଓ ଓ ପ୍ରଧାନ ଶିକ୍ଷୟତ୍ରୀ ଅଟକ

19-Jun-2021



ବେଗୁନିଆପଡା( ଉମା ମହାରଣା )-ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ମର୍ଦକୋଟ ପଞ୍ଚାୟତର କଣ୍ଟାପଡା ପ୍ରାଥମିକ ବିଦ୍ୟାଳୟରେ ଗତକାଲି ପ୍ରଥମ ନିଷ୍ପତ୍ତି ପ୍ରକାରେ ଛାତ୍ର ଛାତ୍ରୀଙ୍କୁ ଚାଉଳ ବଣ୍ଟନ ନ ହେବାରୁ ଅଭିଭାବକ ମାନଙ୍କ ମଧ୍ୟରେ ଉତ୍ତେଜନା ସୃଷ୍ଟି ହେବା ସହ ବି ଇ ଓ ଓ ଏ ବି ଇ ଓ ପ୍ରଧାନ ଶିକ୍ଷୟତ୍ରୀ ଙ୍କୁ ଦୀର୍ଘ ସମୟ ଧରି ଅଟକ ରଖି ଥିଲେ । ଘଟଣା ରୁ ପ୍ରକାଶ ଗତ ଜୁନ ୨ ତାରିଖ ଦିନ ଏହି ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରି ଜ୍ୟୋସ୍ନାମୟୀ ଦାସ ଅଭିଭାବକଙ୍କୁ ଚାଉଳ ଦେଉଥିବା ସମୟରେ ଚାଉଳ କମ ଦେଉଥିବା ଅଭିଯୋଗ କରିଥିଲେ । ଠିକ ଓଜନ କରି ଚାଉଳ ନ ଦେଲେ ଆମେ ଚାଉଳ ନେବୁ ନାହିଁ ବୋଲି ଅଭିଭାବକ କହି ଧାରଣାରେ ବସିବା ସହ ଉପରିସ୍ଥ କର୍ମଚାରୀ ଙ୍କୁ ଜଣାଇ ଥିଲେ । ଚାଉଳ ଯୋଗାଣ ବସ୍ତାରେ କମ ହେଉଛି ବୋଲି ପ୍ରଧାନ ଶିକ୍ଷୟିତ୍ରୀ କହିବା ସହ ସମସ୍ତଙ୍କ ଆଗରେ ଓଜନ କରିବା ପରେ ବସ୍ତାରେ ୪/୫ କିଗ୍ରା ଲେଖାଏଁ କମ ରହିବା ଜଣାପଡିଥିଲା।ଆଜି ଚାଉଳ ବଣ୍ଟନ ସମୟରେ କମ ପରିମାଣର ଚାଉଳ ବଣ୍ଟନ କରିବା ପରେ ଉତ୍ତେଜନା ସୃଷ୍ଟି ହେବା ପରେ ଖବର ପାଇ ସି ଆର ସି ସି ରବି ନାରାୟଣ ଶତପଥୀ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ଠିକ ଭାବରେ ଓଜନ କରି ସମସ୍ତଙ୍କୁ ଠିକ ଭାବରେ ଦେବା ସହ ଆସନ୍ତା ସାପ୍ତାହରେ ପରିଚାଳନା କମିଟି ବୈଠକ କରି ଅନ୍ୟାନ୍ୟ ବିଷୟ ଆଲୋଚନା କରିବାପାଇଁ ନିଷ୍ପତ୍ତି ପରେ ଅଭିଭାବକ ଧାରଣା ସ୍ଥଳ ରୁ ଉଠିଥିଲେ । ତେବେ ଏତେ ଦିନ ବିତି ଯାଇଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଶୁକ୍ରବାର ଦିନ ବିଦ୍ୟାଳୟ କୁ ଯାଇ ପ୍ରଧାନ ଶିକ୍ଷୟତ୍ରୀ ଙ୍କୁ ପଚାରି ଥିଲେ । ଶିକ୍ଷୟତ୍ରୀ ଙ୍କ ଠାରୁ କୌଣସି ସନ୍ତୋସଜନକ ଉତ୍ତର ନ୍ ପାଇବାରୁ ବି ଇ ଓ ଙ୍କୁ ଜଣାଇ ଥିଲେ। ଖବର ପାଇ ବି ଇଓ କମଳ କାନ୍ତ ସାହୁ, ଓ ସି ଆର ସି ସି ରବି ନାରାୟଣ ଶତପଥୀ ,ଏ ବି ଇ ଓ ସୁଷମା ଶବରଘଟଣା ସ୍ଥଳରେ ପହଞ୍ଚି ଥିଲେ । ଉତ୍ୟକ୍ତ ଅଭିଭାବକ ଏମାନଙ୍କୁ ଦୀର୍ଘ ସମୟ ଧରି ଅଟକ ରଖି ଆଲୋଚନା କରିଥିଲେ । ଆଦୌ ନେଇ ନଥିବା ପିଲାଙ୍କୁ ୭ କେଜି ଓ କମ ନେଇଥିବା ପିଲାଙ୍କୁ ସଠିକ ଚାଉଳ ପିଲାଙ୍କୁ ଦେବା ସହ ଉକ୍ତ ଶିକ୍ଷୟତ୍ରୀ ଙ୍କୁ ବଦଳି ପାଇଁ ପଦକ୍ଷେପ ନେବା ପାଇଁ ପ୍ରତିଶୃତି ଦେବା ପରେ ଘଟଣା ସମାଧାନ ହୋଇ ଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like