-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଦେଶ ବିଦେଶ

ପ୍ରଧାନମନ୍ତ୍ରୀଙ୍କ ମାସିକ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ ର ୭୦ ତମ ଅଧ୍ୟାୟ । ଦଶହରା, ଲୋକାଲ ଫର ଭୋକାଲ, କରୋନା ଓ ସଦ୍ଧାର ପଟେଲଙ୍କୁ ନେଇ କହିଲେ ଏମିତି କଥା!

25-Oct-2020



ନୂଆଦିଲ୍ଲୀ, (ପ୍ରେରଣା ଖବର)- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମାସିକ କାର୍ଯ୍ୟକ୍ରମ ମନ୍ କି ବାତ୍ ର ୭୦ ତମ ଅଧ୍ୟାୟରେ ଦେଶବାସୀଙ୍କୁ ସମ୍ବୋଦ୍ଧିତ କରିଛନ୍ତି । ପ୍ରଥମେ ସେ ଦଶହରା ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଦେବା ସହ ସମସ୍ତଙ୍କର ମଙ୍ଗଳ କାମନା କରିଛନ୍ତି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସେ ଦେଶବାସୀଙ୍କୁ ଦଶହରା ଅବସରରେ ଦେଶର ସୈନିକ ମାନଙ୍କ ପାଇଁ ଗୋଟିଏ ଗୋଟିଏ ଦ୍ୱୀପ ଜାଳିବାକୁ ଅନୁରୋଧ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି କି ଲକ୍ ଡାଉନ ସମୟରେ ସମାଜରେ ଥିବା ପଛୁଆବର୍ଗର ଲୋକଙ୍କ ପାଖରେ ଆମକୁ ପହଂଚିବାର ଅଛି!! ଯେଉଁମାନେ କି ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ଆମ ସହିତ ରହିଛନ୍ତି । ଏହି ପାର୍ବଣ ଅବସରରେ ଆମ ଖୁସି ସହିତ ସେମାନଙ୍କୁ ବି ସାମିଲ କରିବାକୁ ପ୍ରଧାନମନ୍ତ୍ରୀ ଅନୁରୋଧ କରିଛନ୍ତି । ଯେତେବେଳେ ଆମେ ପର୍ବ ପର୍ବାଣୀର କଥା କହୁଛୁ ବା ପର୍ବ ପାଇଁ ପ୍ରସ୍ତୁତ ହେଉଛୁ ସେତେବେଳେ ଆମେ ବଜାରକୁ ଯିବା କଥା ଚିନ୍ତା କରୁଛୁ । ମୋଦି କହିଛନ୍ତି କି ଯେତେବେଳେ ଆପଣ ମାନେ ବଜାର ଯାଉଛନ୍ତି କିଛି କିଣା କିଣି କରିବାକୁ ସେତେବେଳେ ଲୋକଲା ବା ସ୍ଥାନୀୟ ଉତ୍ପାଦ କିଣିବାକୁ ଚେଷ୍ଟା କରନ୍ତୁ । ଦଶହରା ସମୟରେ ଭିଡ୍ ନକରିବାକୁ , ବାୟୁ ପ୍ରଦୁର୍ଷଣ ପ୍ରତି ସର୍ତ୍ତକ ରହିବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେବା ସହ ସାମାଜିକ ଦୂରତା ପ୍ରତି ନଜର ରଖିବାକୁ ସେ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି!! 

ଅନ୍ୟପଟେ ମୋଦିଙ୍କ ସ୍ଲୋଗାନ ‘ଲୋକାଲ ଫର ଭୋକାଲ’ ର କଥା କହିବାକୁ ଯାଇ ସେ ଖଦୀ ଉଦ୍ୟୋଗ ଉପରେ ଫୋକସ୍ କରିଛନ୍ତି । ଏନେଇ ସେ କହିଥିଲେ କି ଖଦୀ ଭାରତୀୟ ପରମ୍ପରାର ଏକ ଗୌରବ ବସ୍ତ୍ର । ଏହାକୁ ବ୍ୟବହାର କରିବାକୁ ସେ ସବୁ ନାଗରିକଙ୍କୁ ଅନୁରୋଧ କରିବା ସହ ଦିଲ୍ଲୀର କର୍ଣ୍ଣଟ ପ୍ଲେସ୍ ନିକଟରେ ଥିବା ଖଦି ଷ୍ଟୋର ବାବଦରେ କହିଥିଲେ ସେ କହିଥିଲେ କି ଗାନ୍ଧୀ ଜୟନ୍ତୀରେ ଗୋଟିଏ ଷ୍ଟୋରରୁ ୧ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଖଦୀ ବିକ୍ରି ହୋଇଥିଲା । ଅନ୍ୟପଟେ କରୋନା କାଳରେ ଖଦି କପଡାରେ ପ୍ରସ୍ତୁତ କରାଯାଉଥିବା ମାକ୍ସର ବଜାର ଡିମାଣ୍ଡ ଅଧିକ ରହିଛି!! ମନ୍ କି ବାତ୍ ରେ ପ୍ରଧାନମନ୍ତ୍ରୀ କହିଛନ୍ତି କି ଯେତେବେଳେ ଆମେ ଆମର ଜିନିଷକୁ ନେଇ ଗର୍ବ କରିଥାଉ ସେତେବେଳେ ମାର୍କେଟରେ ତାର କାରବାର ବଢିଥାଏ । ଯେଭଳି ଆମର ଯୋଗ । ଏହା ପୁରା ଦୁନିଆକୁ ଆକର୍ଶିତ କରିଛି । ଆମର କିଛି ଖେଳ ବି ଦୁନିଆକୁ ଆକର୍ଶିତ କରିଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସରଦ୍ଦାର ପଟେଲଙ୍କୁ ବି ମନେ ପକାଇଛନ୍ତି । ସେ କହିଛନ୍ତି କି କିଛିଦିନ ପରେ ସର୍ଦ୍ଦାର ପଟେଲଙ୍କର ଜନ୍ମ ଜୟନ୍ତୀ । ୩୧ ଅକ୍ଟୋବରକୁ ଦେଶବାସୀ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରିବାକୁ ସେ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ଅନ୍ୟପଟେ ସଦ୍ଧାର ପଟେଲ ତାଙ୍କ ଜୀବନ କାଳରେ କେବଳ ଦେଶକୁ ଏକଜୁଟ୍ କରିବାକୁ ଚେଷ୍ଟା କରିଛନ୍ତି । ଏହାସହ ବିଭିଦତା ଭିତରେ ଦେଶକୁ ଏକଜୁଟ୍ କରିବାକୁ ତାଙ୍କର ପ୍ରୟାସ ଦେଶ ମନେରଖିବ!!*


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like