-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଘରୋଇ ବସ କର୍ମଚାରୀ ମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ ଦାବି

19-Jun-2021



 ସମ୍ବଲପୁର,(ସଂଜୀବପାଣିଗ୍ରାହୀଙ୍କରିପୋର୍ଟ): କରୋନା ମହାମାରୀ ଯୋଗୁଁ ବସ ସେବା ବ୍ୟାହତ ହେବା ସହିତ ବସ ଚାଳକ, କଣ୍ଡକ୍ଟର ଓ ଶ୍ରମିକମାନଙ୍କ ରୋଜଗାର ବାଟ ବନ୍ଦ ହୋଇଛି I ତେଣୁ, ବସ କର୍ମଚାରୀ ସଂଘ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କୁ ଜ଼ିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଛି। ସେଥିରେ କୁହାଯାଇଛି ଯେ କରୋନା ମହାମାରୀ ଯୋଗୁଁ ରୋଜଗାର ବନ୍ଦ ହୋଇଯାଇଥିବାରୁ ସେମାନେ ବହୁବିଧ ସମସ୍ୟା ଭୋଗୁଛନ୍ତି । ପରିବାର ଭରଣପୋଷଣରେ ଅସୁବିଧା ହେଉଛି। ଛୁଆପିଲାଙ୍କ ପାଠପଢ଼ା ବ୍ୟାହତ ହୋଇଛି। ତାଲା ବନ୍ଦକୁ ଉଠା ଯାଇଥିଲେ ମଧ୍ୟ ବସ ସେବା ବାତିଲ ରଖାଯାଇଥିବାରୁ ଜୀବନ ଦୁର୍ବିସହହୋଇ ପଡ଼ିଲାଣି। ତେଣୁ ବସ ଚାଳକ, କଣ୍ଟକ୍ଟର ମାନଙ୍କୁ ନିର୍ମାଣ ଶ୍ରମିକର ମାନ୍ୟତା, ବସ ସହାୟକ ମାନଙ୍କୁ ଶ୍ରମିକ ମାନ୍ୟତା, ପରିଚୟ ପତ୍ର ପ୍ରଦାନ, ୬ ମାସର ରାସନ ସାମଗ୍ରୀ ପ୍ରଦାନ, ଛୁଆମାନଙ୍କୁ ମାଗଣା ଶିକ୍ଷା ବ୍ୟବସ୍ଥା, ଆର୍ଥିକ ସହାୟତା ପ୍ରଦାନ କରିବାକୁ ରେଙ୍ଗାଲି ବିଧାୟକ ନାଉରୀ ନାଏକ, ବିଜେପି ଜିଲା ସଭାପତି ଗିରୀଶ ପଟେଲ, ବସ କର୍ମଚାରୀ ସଂଘର ସାଧାରଣ ସମ୍ପାଦକ ସୁବେଶ ମୁଣ୍ଡା, ଉପ ସଭାପତି ଏମଡି ଏକଲାଖ (ସଲିମ), ସହ ସମ୍ପାଦକ ଦେବେନ୍ଦ୍ର ବେହୁରିଆ, ଧର୍ମୁ ପାଢ଼ୀ, ଅମ୍ବର ବୀର ସିଂ,  ପ୍ରଦୀପ ପ୍ରଧାନ, ଚରଣ ରାଉତ, ସନ୍ତୋଷ ସାହୁ, ନୀଳକଣ୍ଠ ପ୍ରଧାନ, ଚତୁର୍ଭୁଜ ସାହୁ, ବିଦ୍ୟାଧର ରାଉତ, ରମେଶ କୁମାର, ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like