-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଆଜି ୧୯ତାରିଖ ଠାରୁ ୨୨ତାରିଖ ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲାର ୧୫ ଗୋଟି ସ୍ଥାନରେ ୪୫ ରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କୁ ଟୀକାକରଣ

19-Jun-2021



ସୁବର୍ଣ୍ଣପୁର, ବିନିକା (ପ୍ରେରଣା ଖବର) : ୧୯ ତାରିଖ ଠାରୁ ୨୨ତାରିଖ ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲାର ୧୫ ଗୋଟି ସ୍ଥାନରେ ୪୫ ରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କୁ ଟୀକାକରଣa: ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ  ତରଫରୁ ଜିଲ୍ଲାରେ କେବଳ  ଦ୍ଵିତୀୟ ଡୋଜ ନେବାକୁ ଥିବା ୪୫ ବର୍ଷ ଓ ତଦୁର୍ଧ୍ୱ ବୟସ୍କ  ଯେଉଁମାନଙ୍କ ପ୍ରଥମ ଡୋଜ ଟୀକା ନେବାର ୮୪ଦିନ ସମ୍ପୂର୍ଣ୍ଣ ହୋଇ ସାରିଥିବ ସେହି ହିତାଧିକାରୀଙ୍କୁ ଜୁନ୍  ୧୯  ରୁ  ୨୨ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ବ୍ୟବସ୍ଥିତ ବିଭିନ୍ନ ୧୫ ଗୋଟି ଟୀକାକରଣ କେନ୍ଦ୍ର ଯଥା ବିଭିନ୍ନ ବ୍ଲକ ଅନ୍ତର୍ଗତ ୧୪ ଟୀକାକରଣ କେନ୍ଦ୍ର ସହ ଜିଲ୍ଳା ମୁଖ୍ୟ  ଚିକିତ୍ସାଳୟ ର ଚକ୍ଷୁ ଚିକିତ୍ସାକେନ୍ଦ୍ର ରେ ବ୍ୟବସ୍ଥିତ ଗୋଟିଏ   ଟୀକାକେନ୍ଦ୍ରରେ ଟୀକାପ୍ରଦାନ କରାଯିବ  l 

ଏହି ପରିପ୍ରେକ୍ଷୀରେ ଜୁନ୍ ୧୯ ତାରିଖରେ ବୀରମହାରାଜପୁର ବ୍ଲକର ୧ଟି କେନ୍ଦ୍ର, ବିନିକା ବ୍ଲକର ୨ଟି କେନ୍ଦ୍ର, ଡୁଙ୍ଗୁରିପାଲି ବ୍ଲକ ର ଗୋଟିଏ କେନ୍ଦ୍ର ଓ ତରଭା ବ୍ଲକର ୨ଟି କେନ୍ଦ୍ର, ରେ ଟୀକାକରଣ କରାଯିବ l ପୁନଶ୍ଚ ଜୁନ୍ ୨୧ ତାରିଖରେ  ୮ଟି ବ୍ୟବସ୍ଥିତ ଟୀକାକରଣ କେନ୍ଦ୍ର ଯଥା- ବିନିକା  ବ୍ଲକ ର-୩ଟି କେନ୍ଦ୍ର,ତରଭା ବ୍ଲକ ର-୨ଟିକେନ୍ଦ୍ର, ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ-୩ଟିକେନ୍ଦ୍ରରେ ଟୀକାକରଣ ଚାଲୁରହିବ l 

ସେହିପରି  ଜୁନ୍ ୧୯, ୨୧  ଓ  ତା ୨୨ ତାରିଖରେ ରେ  ଜିଲ୍ଳା ମୁଖ୍ୟ ଚିକିତ୍ସାଳୟ ର ଚକ୍ଷୁ ଚିକିତ୍ସାକେନ୍ଦ୍ର ଠାରେ ବ୍ୟବସ୍ଥିତ ଟୀକାକରଣ କେନ୍ଦ୍ର ରେ  ଟୀକାକରଣ  ଚାଲୁରହିବ l
ଉକ୍ତ ଦିନ ଗୁଡିକରେ ଟୀକା ର ତତ୍କାଳ ମହଜୁଦ କୁ ଦୃଷ୍ଟିରେ ରଖି ସକାଳ ୮ ଘଣ୍ଟା ରୁ ୯ ଘଣ୍ଟା ମଧ୍ୟରେ ୪୫ ବର୍ଷରୁ ଉର୍ଦ୍ଧ ଙ୍କୁ ପ୍ରଥମ ଡୋଜ ଟୀକାକରଣ ପାଇଁ  ଓ ଯୋଗ୍ୟ ହିତାଧିକାରୀଙ୍କୁ ଦ୍ଵିତୀୟ ଡୋଜ ଟୀକାକରଣ ନିମନ୍ତେ ଟୀକାକେନ୍ଦ୍ର ଠାରେ ବ୍ୟକ୍ତିଗତ ଟୋକନ ପ୍ରଦାନ କରାଯିବ, ଯେଉଁମାନେ ଟୋକନସଂଗ୍ରହ କରିଥିବେ ସେମାନେ  ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ l ବିନା କୌଣସି ସୂଚନା ରେ ଟୀକାକେନ୍ଦ୍ର କୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ର ରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଉଛି l ଏହି ଟୀକାକରଣ ସକାଳ ୦୮ ରୁ ଅପରାହ୍ନ ୧୨ ଘଂ ଓ ଅପରାହ୍ନ ୦୩ ରୁ ସନ୍ଧ୍ୟା ୦୬ ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ l  


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like