-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||     

HOME   ଜିଲ୍ଲା

ପ୍ରେମିକର ଘରସାମ୍ନାରେ ପ୍ରେମିକାର ଧାରଣା: କିରୋସିନି ବୋତଲ ରଖି ଆତ୍ମହତ୍ୟା ଧମକ

19-Jun-2021



ଆଗଲପୁର, (ଦେବାଶିଷ ପଧାନ): ବଲାଙ୍ଗୀର ସହରରେ ପ୍ରେମିକ ପ୍ରେମିକାର ମାମୁଘରର ୩ ଜଣ ଲୋକଙ୍କୁ ବନ୍ଧୁକ ମୁନରେ ବନ୍ଧକ ରଖିବାର ୫ଦିନ ନ ପୂରୁଣୁ ଆଉଏକ ଚାଞ୍ଚଲ୍ୟ କର ଘଟଣା ଦେଖିବାକୁ ମିଳିଛି ଲୋଇସିଂହା ଥାନା ଆଗଲପୁର ବ୍ଲକ ଉପରବାହାଲ ପଞ୍ଚାୟତର କଲାସହର ଗ୍ରାମରେ l କଲାସହର ଗ୍ରାମର ପିଣ୍ଟୁ ଚନ୍ଦନ ଓ ପ୍ରୋମଦିନୀ ନାଗଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଡ଼ିଉଠିଥିଲା l ଗତ ୮ ମାସ ତଳେ  ଉଭୟ ପ୍ରେମୀ ଯୁଗଳ ଗାଁରୁ ଫେରାର ହୋଇଯାଇଥିଲେ l ୮ ମାସ ଧରି ଉଭୟ ଅନୁଗୁଳ ଓ ବେଳପାହାଡରେ ରହିଆସୁଥିଲେ ହେଲେ କିଛିଦିନ ତଳେ ପ୍ରେମିକାକୁ ଛାଡିଦେଇ ପ୍ରେମିକ କୁଆଡେ ଫେରାର ହୋଇଯାଛନ୍ତି l ପୀଡିତା ମହିଳା ସାଲେଭଟା ଫାଣ୍ଡିରୁ ଆରମ୍ଭ କରି ଲୋଇସିଂହା ଥାନା ଓ ବଲାଙ୍ଗୀରକୁ ବାରମ୍ବାର ଦୌଡି ନିରାଶ ହେବାପରେ ମହିଳା କମିଶନର ଓ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ମାଧ୍ୟମରେ ଜଣାଇଛନ୍ତି ହେଲେ ବିଡମ୍ବନା ବିଷୟ ଯେ, ଆଜି ପର୍ଯ୍ୟନ୍ତ ଚିଠିର ଉତ୍ତର ମିଳିଲା ନାହିଁ ବୋଲି କ୍ଷୋଭର ସହ ପୀଡିତା କହିଛନ୍ତି lପୀଡିତା ପୋଲିସଠାରୁ କୌଣସି ନ୍ୟାୟ ନ ପାଇବାରୁ ପ୍ରେମିକର ଘରସାମ୍ନାରେ କିରୋସିନି ଧରି ଆତ୍ମହତ୍ୟା କରିବା ପାଇଁ ଚେତାବନୀ ଦେଇ ଧାରଣା ଦେଇଥିଲେ l ମଣ୍ଟୁ ଚନ୍ଦନକୁ ଘରଲୋକେ କେଉଁଠି ଲୁଚାଇଛନ୍ତି ତାଙ୍କୁ ପ୍ରଥମେ ଅଣାଯାଉ ଓ ସ୍ତ୍ରୀର ମର୍ଯ୍ୟାଦା ଦେଉ ବୋଲି ପୀଡିତା ମହିଳା ଜିଦ୍ ଧରିଛନ୍ତି ଘଟନା ସଂକ୍ରାନ୍ତରେ ସାଲେଭଟା ପୋଲିସକୁ ଫୋନ ଯୋଗେ ଯୋଗାଯୋଗ କରିବାରୁ ତଦନ୍ତ ଚାଲିଛି ଓ ଅଭିଯୁକ୍ତ ଫେରାର ଅଛି ବୋଲି କହିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026

You Might Also Like