-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||     

HOME   ଅପରାଧ

ରକ୍ଷକ ଯଦି ଭକ୍ଷକ ସାଜେ... ବାଦିବାହାଲ ପୋଷ୍ଟ ଅଫିସରେ ପୋଷ୍ଟ ମାଷ୍ଟରଙ୍କ ଦ୍ଵାରା ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ

19-Jun-2021



ଲୋଇସିଂହା, (ବିନୋଦ କୁମାର ଦୀପ ): ଲୋଇସିଂହା ବ୍ଲକ ବାଦିବାହାଲ ପଂଚାୟତରେ ସରକାରୀ ସ୍ତରରେ ଏକ ଆର୍ଥିକ ଅନିମିୟତତା ଓ ଟଙ୍କା ଆତ୍ମସାତର ଘଟଣା ପଦା ରେ ପଡିଛି l ବାଦିବାହାଲ ପୋଷ୍ଟ ଅଫିସ ରୁ ଆସିଛି ଏପରି ଏକ  ଦୁର୍ନୀତିର ଖବର l ଅନୁସନ୍ଧାନରୁ ଜଣାପଡିଛି ଯେ, ବାଦିବାହାଲ ପଂଚାୟତ ସହ ଆଖପାଖ ଅଂଚଳର ବହୁ ଲୋକ ବାଦିବାହାଲ ପୋଷ୍ଟ ଅଫିସରେ ଖାତାଖୋଲି ନିଜ ପରିବାର ତଥା ଭବିଷ୍ୟତ ଲାଗି ଅର୍ଥ ସଞ୍ଚୟ କରିଥିଲେ l ପୋଷ୍ଟ ଅଫିସ ଉପରେ ଭରଷା ରଖି ଏହି ଗରିବ ଓ ମଧ୍ୟବିତ୍ତ ଶ୍ରେଣୀର ଲୋକମାନେ ନିଜ ସଞ୍ଚୟ ଦୁଇ ପଇସା  ଜମା କରିଛନ୍ତି l  ହେଲେ ଜଣେ ରକ୍ଷକ ଯଦି ଭକ୍ଷକ ସାଜେ ତାହେଲେ କହିବା କାହାକୁ  ? ଏଭଳି ଦୁର୍ନୀତି ଘଟାଇଛନ୍ତି ଖୋଦ ସରକାରଙ୍କର କାର୍ଯ୍ୟରତ ବାଦିବାହାଲ ପୋଷ୍ଟମାଷ୍ଟର ମାଧବ ଚନ୍ଦ୍ର ବାରିକ l ବାଦିବାହାଲରେ ଶ୍ରୀ ବାରିକ ଦୀର୍ଘ ୬ ବର୍ଷ ହେଲା କାର୍ଯ୍ୟ କରିଆସୁଛନ୍ତି ହେଲେ  ଦୀର୍ଘ ବର୍ଷର କଳା କାର଼୍ନlମାର ବର୍ତମାନ ପର୍ଦ୍ଦାଫାସ  ହୋଇଛି l ଏସ. ବି, ଆର. ଡି ଖାତା ହେଉ କି ସୁକନ୍ୟା ଯୋଜନା ହେଉ, ଏହି ମହାଶୟ ଲୋକଙ୍କ ହାରାହାରି  ଦୁଇ ରୁ ଅଢେଇ କୋଟି ଟଙ୍କା ଆତ୍ମସାତ କରିଥିବା  ଜମାକାରୀ ଅଭିଯୋଗ କରିଛନ୍ତି l  ଘଟଣା ପ୍ରଘଟ ହେବାପରେ  ଆର୍ଥିକ ଅନିୟମିତତା ଘଟଣାରେ ସମ୍ପୃକ୍ତ ମାଧବଚନ୍ଦ୍ର ବାରିକକୁ ଲୋଇସିଂହା ଥାନାକୁ ଅଣାଯାଇ ପଚରାଉଚରା ଚଳାଇଛନ୍ତି ଥାନାଧିକାରୀ l ତଦନ୍ତ ଓ ପଚରାଉଚରା ପରେ ସମସ୍ତ ଘଟଣାର ସତ୍ୟାସତ୍ୟ ଜଣାପଡିବ ଏବଂ ଦୋଷୀ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନା ଅଧିକାରୀ କହିଛନ୍ତି l  ବାକି ରହିଲା ଲୋକଙ୍କ ପଇସା କେମିତି ଫେରସ୍ତ ହେବ, ଜମାକାରୀ ମାନେ ସୁରକ୍ଷିତ ଭବରେ କେମିତି ପଇସା ଜମା ରଖି ପାରିବ ତାହା ଲୋକଙ୍କ ମନରେ ପ୍ରଶ୍ନବାଚୀ ସ୍ରୁଷ୍ଟି ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026

You Might Also Like