-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମଞ୍ଜୁଲତା ସାଏଙ୍କୁ ସହଯୋଗର ହାତ ବଢାଇଲା   ଆର୍ଷବିଦ୍ୟା ସେବା ସନ୍ମିଧି

19-Jun-2021



ବଲାଙ୍ଗିର,(ପ୍ରେରଣା ଖବର)- କୋଭିଡ ମହାମାରୀ କାଳରେ ଅନେକ ପରିବାର ଉଜୁଡି ଯାଇଛି । ପରିବାରର ଉପାର୍ଜନକ୍ଷମ ବ୍ୟକ୍ତିଙ୍କୁ ହରାଇ କେକେ ବେସାହାରା ହୋଇଯାଇଛନ୍ତି । ସେମାନଙ୍କ ଜୀବନ ଦୁର୍ବିସହ ହୋଇପଡିଛି । ଏଭଳି ଦାରୁଣ ପରିସ୍ଥିତର ସମ୍ମୁଖୀନ ହେଲେ ମଧ୍ୟ ଜୀବନ ଯୁଦ୍ଧରେ ହାନ ମାନିନାହାନ୍ତି ମଞ୍ଜୁଲତା ସାଏ (୪) । ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଲୋୟର ସୁକତେଲ ବୁଡି ଅଞ୍ଚଳ ଖୁଣ୍ଟପାଲି ଗ୍ରାମର ମଞ୍ଜୁଲତା ଜଣେ ସାଧାରଣ ଗୃହିଣୀ । ହେଲେ କୋଭିଡ୍ ମହାମାରୀ ସମୟରେ ତାଙ୍କ ଉଜୁଡା ସଂସାର ଓ ଜୀବନ ସଂଘର୍ଷ କାହାଣୀ ସ୍ୱାଭିମାନ ଓ ସ୍ୱାବଲମ୍ବନର ଭିନ୍ନ ବାର୍ତ୍ତା ଦେଇଛି । ଏହା ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟୀ ହୋଇଛି । ଖଣ୍ଟପାଲି ଗ୍ରାମର ମଞ୍ଜୁଲତାଙ୍କ ଝିଅ ଚିନୁ (୧୫), ପୁଅ ଚନ୍ଦନ (୧୩), ଶାଶୁ ଫୁଲ (୬୦) ଙ୍କ ନେଇ ପରିବାର । ୨୦୦୯ ମସିହାରେ ମଞ୍ଜୁଲତାଙ୍କ ସ୍ୱାମୀ ରତ୍ନମଣିଙ୍କ ମୃତ୍ୟୁ ଘଟିଥିଲା । ଏହା ପରେ ଶ୍ୱଶୁର ସତ୍ୟାନନ୍ଦ ସାଏ ରାଜମିସ୍ତ୍ରି ଭାବେ କାମ କରି ପରିବାର ଚଳାଇ ଆସୁଥିଲେ । ପରିବାରରେ ସେ ଜଣେ ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି । ଗତ ମେ ୬ ତାରିଖରେ ଜ୍ୱରରେ ଆକ୍ରାନ୍ତ ହେବା ପରେ ତାଙ୍କର ମୃତ୍ୟୁ ହୋଇଗଲା । ଶେଷ ଉପାର୍ଜନକ୍ଷମ ବ୍ୟକ୍ତିଙ୍କୁ ହରାଇବା ପରେ ପରିବାର ସଦସ୍ୟମାନେ ଭାଙ୍ଗି ପଡିଲେ । ମଞ୍ଜୁଲତାଙ୍କ ଝିଅ ଚିନୁ ଏବେ ମାଟ୍ରିକ ଓ ପୁଅ ଚନ୍ଦନ ଅଷ୍ଟମ ଶ୍ରେଣୀରେ ପଢୁଛନ୍ତି । ଘରେ ବୃଦ୍ଧା ଶାଶୁମା । ଏହି ଗରିବ ପରିବାର ଚଳାଇବାକୁ ଅର୍ଥନାହିଁ । ଏଭଳି ପରିସ୍ଥିତିରେ ଭାଙ୍ଗିନ ପଡି ସିଲାଇ ବିଦ୍ୟା ଜାଣିଥିବାରୁ ମଞ୍ଜୁତା ପରିବାର ଚଳାଇବା ପାଇଁ ଅଗଭର ହେଲେ । କରୋନା ମହାମାରୀ କାଳରେ ସ୍ୱାଭିମାନୀ ମଞ୍ଜୁଲତା ଘରେ ସିଞ୍ଚିତ ଅର୍ଥରେ ଏକ ପୁରୁଣା ସିଲାଇ ମେଶିନ କିଣିବାକୁ ଉଦ୍ୟମ କଲେ । ତାଙ୍କ ସଂଘର୍ଷ କଥା ଜାଣିବାକୁ ପାଇ ବଲାଙ୍ଗିର ଆଧ୍ୟାତ୍ମିକ ଅନୁଷ୍ଠାନ ଆର୍ଷବିଦ୍ୟା ସେବା ସନ୍ମିଧିର ରାଜ୍ୟ ଆବାହକ ବ୍ରଜ ଭୂଷଣ ଦାଶ ଓ ପ୍ରେସ କ୍ଲବ ସଭାପତି ଅରୁଣ କୁମାର ମିଶ୍ର, ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା, ବୀରେନ୍ଦ୍ର ଝାଙ୍କର, ଦିଲିପ ସାହୁ ଓ ପ୍ରଶାନ୍ତ ମହାକୁର ।   ମଞ୍ଜୁଲତାଙ୍କ ପାଇଁ ଏକ ନୁଆ ସିଲେଇ ମେଶିନ କିଣିକରି ଦେଇଛନ୍ତି । ପରିସ୍ତିତି ଆଗରେ ଭାଙ୍ଗି ନ ପଡି ଉକ୍ତ ସିଲେଇ ମେଶିନରେ ପରିବାର ଚଳାଇବାକୁ ଉଦ୍ୟମ ଆରମ୍ଭ କରିଛନ୍ତି ମଞ୍ଜୁଲତା । ଝିଅ ଚିନୁ ଓ ପୁଅ ଚନ୍ଦନକୁ ଭଲ ମଣିଷ କରି ଗଢିବାର ସଂକଳ୍ପ ନେଇଛନ୍ତି । ଶାଶୁମା’ଙ୍କ ସେବା ଯତ୍ନ କରି ପରିବାର ସମ୍ଭାଳୁଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like