-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜିବନ ବୀମା ଅଭିକର୍ତ୍ତା ସଂଗଠନ ପକ୍ଷରୁ ପରିବେଶ ସୁରକ୍ଷା ଅଭିଯାନ

19-Jun-2021




ବଲାଙ୍ଗିର,(ପ୍ରେରଣା ଖବର)- ଜୀବନ ବୀମା ଅଭିକର୍ତ୍ତା ସଂଗଠନ ବଲାଙ୍ଗିର ଶାଖା ଏବଂ ଅଭିନନ୍ଦନ ସ୍ୱଚ୍ଛସେବା ସଂଘ ପକ୍ଷରୁ ମିଳିତ ଭାବେ ପ୍ଲାଷ୍ଟିକ ଓ ପଲିଥିନ ରହିତ ପରିବେଶ ନିର୍ମାଣ ଦିଗରେ ଏକ ଅଭିନବ ପ୍ରୟାସ ଆରମ୍ଭ କରାଯାଇଛି । ଏହି ପରିପ୍ରେକ୍ଷିରେ ଆଜି ଉଭୟ ସଂଗଠନ ପକ୍ଷରୁ ସ୍ଥାନୀୟ ଜୀବନ ବୀମା କାର୍ଯ୍ୟାଳୟ ସମ୍ମୁଖରେ ଥିବା ଅପରିଷ୍କାର ଓ ପରିତ୍ୟକ୍ତ ସ୍ଥାନରୁ ପ୍ଲାଷ୍ଟିକ, ପଲିଥିନ ତଥା ବିଭିନ୍ନ ବର୍ଜ୍ୟବସ୍ତୁ ଅବସାରଣ କରାଯାଇ ଅଭିଯାନର ଶୁଭାରମ୍ଭ କରାଯାଇଥିଲା । ଅଭିକର୍ତ୍ତା ସଂଗଠନର ସଭାପତି ଅସୀମ ପଟ୍ଟନାୟକ ଏବଂ ଅଭିନନ୍ଦନ ସ୍ୱଚ୍ଛ ସେବା ସଂଘର ଅଧ୍ୟକ୍ଷ ତଥା ପରିବେଶ ପ୍ରେମୀ ଡା. ମନୋମହନ ବାଗଙ୍କ ନେତୃତ୍ୱରେ ଜିବନବୀମା ନିଗମର ବରିଷ୍ଠ ଶାଖା ପ୍ରବନ୍ଧକ ପାର୍ଥ ସାରଥି ବୋଷ,   ଅଭିକର୍ତ୍ତା

ସଂଗଠନର କାର୍ଯ୍ୟକାରୀ ସଭାପତି ରାମ ପ୍ରସାଦ ମିଶ୍ର, କୋଷାଧ୍ୟକ୍ଷ ସାଧୁରାମ ପୃଷ୍ଟି, ସୁରେନ୍ଦ୍ର ଅଶ୍ୱପାଳ, ଜୟମଙ୍ଗଲ ବିଶ୍ୱାଲ, ନିଳାଞ୍ଚଳ ବାଗ, ବିଶ୍ୱ ମୋହନ ଜେନା, ଚିତ୍ତ ରଂଜନ ବରାଡ, ଉମେଶ ପଧାନ, ଭୁବନନନ୍ଦ ସୁନା ପ୍ରମୁଖ ଏହି ଅଭିଯାନରେ ଅଂଶଗ୍ରହଣ କରିଥିଲେ । ପରବର୍ତ୍ତି ପର୍ଯ୍ୟାୟରେ ଏହି ସ୍ଥାନର ପାରିପାର୍ଶିକ ବିକାଶ ସହିତ ସୌନ୍ଦର୍ଯ୍ୟକରଣ କରାଯିବ ବୋଲି ଅଭିକର୍ତ୍ତା ସଂଗଠନ ପକ୍ଷରୁ ଘୋଷଣା କରାଯାଇଥିଲା । ଏଥି ସହିତ ପଲିଥିନ ବ୍ୟବହାରକୁ ନିରୁତ୍ସାହିତ ଓ ଅବ୍ୟବହୃତ ପ୍ଲାଷ୍ଟିକ ସାମଗ୍ରୀର ପୁନଃ ପ୍ରକ୍ରିୟାକରଣ ଉପରେ ବ୍ୟାପକ ଜନସଚେନତା ସୃଷ୍ଟି ଦିଗରେ ଉଦ୍ୟମ କରାଯିବ ବୋଲି ଶ୍ରୀ ପଟ୍ଟନାୟକ ପ୍ରକାଶ କରିଥିଲେ ।
    ସୂଚନାଯୋଗ୍ୟ ଯେ କିଛି ବର୍ଷ ପୂର୍ବେ ଜୀବନ ବୀମା କାର୍ଯ୍ୟାଳୟ ସମ୍ମୁଖରେ ଅବୈଧ ଜବରଦଖଲରେ ଥିବା ଉକ୍ତ ସ୍ଥାନକୁ ଅଭିକର୍ତ୍ତା ସଂଗଠନ ପକ୍ଷରୁ ସ୍ଥାନୀୟ ପ୍ରଶାସନର ସହଯୋଗ କ୍ରମେ ଜବରଦଖଲ ମୁକ୍ତ କରାଯାଇ ବୃକ୍ଷରୋପଣ କରାଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like