-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସୁବର୍ଣ୍ଣପୁରରେ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥାର ଉଦଘାଟନ

19-Jun-2021



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ): ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ କରକମଳରେ ସୁବର୍ଣ୍ଣପୁର  ଜିଲ୍ଲାର ସ୍ୱାସ୍ଥ୍ୟ ସେବାର ଭିତ୍ତିଭୂମିର ବିକାଶ ନିମନ୍ତେ  ଆଭାସୀ ଜରିଆରେ ତରଳ ମେଡିକାଲ ଅକ୍ସିଜେନ(LMO-6KL) ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥାରର ଶିଳାନ୍ୟାସ ଓ ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନ (833 LPM) ର ଉତ୍ପାଦିକରଣ ଏବଂ ବଣ୍ଟନ ବ୍ୟବସ୍ଥା (PSA)ର ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l  କୋଭିଡ କଟକଣାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ  ଜିଲ୍ଲାପାଳ ମୋନୀସା ବାନାର୍ଜୀ ଅଧ୍ୟକ୍ଷତା କରିଥିଲେ l ସୁବର୍ଣ୍ଣପୁର  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ  ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ରାଜ୍ୟ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗ ଦେଇଥିବା ବେଳେ ବଲାଙ୍ଗୀର ସାଂସଦ ସଂଗୀତା କୁମାରୀ ସିଂହଦେଓ, ଏ ଡ଼ି ଏମ ସୂର୍ଯ୍ୟ ନାରାୟଣ ଦାଶ, ପି ଡ଼ି ଡି ଆ ର ଡ଼ି ଏ ଡୋଳାମଣି ପଟେଲ ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗ ଦେଇ ଥିଲେ l  ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସଭା ସଂଯୋଜନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
  ଜିଲ୍ଲା  
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026
  ଜିଲ୍ଲା  
ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   19-Apr-2026

You Might Also Like