-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ରାଜ୍ୟ

ଓଲିଉଡ୍ ର ପ୍ରସିଦ୍ଧ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ

20-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ):ଆଧୁନିକ ଓଡ଼ିଆ ଜଗତ ର ଏକ ଜଣାଶୁଣା ନାଁ ଥିଲେ ତପୁ ମିଶ୍ର । ଭୁବନେଶ୍ୱର ସମ ହସ୍ପିଟାଲ ରେ ଚିକତ୍ସା ଧୀନ ଅବସ୍ଥାରେ ତାଙ୍କର ଦେହାନ୍ତହୋଇଥିବା ସୂଚନା ମିଳିଛି।
କରୋନାରୁ ସୁସ୍ଥ ପରେ ଫୁସଫୁସ ସଂକ୍ରମିତ ଥିଲେ ତପୁ । ଗତକାଲି ରାତି ୧୧ ରେ ତାଙ୍କର ମୁର୍ତ୍ୟୁ ମୃତ୍ୟୁ ହୋଇଛି ।ଆଧୁନିକ ଓଡ଼ିଆ ସଂଗୀତ ଜଗତରେ ଜଣାଶୁଣା ନାଁ ଥିଲେ ତପୁ ମିଶ୍ର । ଦୀର୍ଘ ଦୁଇ ଦଶନ୍ଧି ଧରି ସେ ଓଡ଼ିଆ ଦର୍ଶକ ଓ ଶ୍ରୋତାଙ୍କୁ ଦେଇଛନ୍ତି ବହୁ ହିଟ୍‌ ଗୀତ । । ଜଣେ ଭର୍ସାଟାଇଲ ଫିମେଲ ପ୍ଲେ- ବ୍ୟାକ୍‌ ସିଙ୍ଗର ଭାବେ ସେ ହାତେଇଛନ୍ତି ବହୁ ପ୍ରଶଂସା । ଯେତେବେଳେ ମୁମ୍ବାଇ ଓ କୋଲକାତାରୁ ସିଙ୍ଗରମାନେ ଆସି ଓଡ଼ିଆ ଗୀତ ଗାଉଥିଲେ, ସେତେବେଳେ ତପୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ରଖିଥିଲେ ପାଦ ।ପନ୍ଦର ବର୍ଷ ହୋଇଥିବା ବେଳେ ତପୁ ଆରମ୍ଭ କରିଥିଲେ କ୍ୟାରିଅର୍‌ । କଭର ସଙ୍ଗ୍‌ ହେଉ ଅବା ଷ୍ଟୁଡିଓ ଭର୍ସନ ପ୍ରତିଟି ଗୀତକୁ ସେ ମନ ଦେଇ ଗାଇଥାନ୍ତି । ରଙ୍ଗବତୀ ଗୀତର ଗୁରୁ ପ୍ରଭୁଦତ୍ତ ପ୍ରଧାନ ଓ ଜ୍ଞାନ ରଞ୍ଜନ ମହାପାତ୍ରଙ୍କ ଠାରୁ କ୍ଲାସିକାଲ ଗୀତ ଶିକ୍ଷା କରିଛନ୍ତି ତପୁ ମିଶ୍ର । ଏହାପରେ ବିଶିଷ୍ଟ ଗୀତିକାର, ନିର୍ଦ୍ଦେଶକ ସ୍ୱରୂପ ନାୟକ ତାଙ୍କୁ ଓଲିଉଡ୍‌ରେ ବ୍ରେକ ଦେଇଥିଲେ । ତାଙ୍କ ସହିତ ସେ କୋଲକାତା ଯାଇ ଅନେକ ଡବିଂ କରିଛନ୍ତି । ଫିଲ୍ମ କୁଳନନ୍ଦନରେ ସେ ପ୍ରଥମ ଗୀତ ଗାଇଥିଲେ ।ଏଯୁଗର କୃଷ୍ଣ ସୁଦାମା, ମାତୃଶକ୍ତି, ଯେ ପାଞ୍ଚେ ପରମନ୍ଦ, ଆଇ ଲଭ୍‌ ୟୁ ଓ ଚକୋଲେଟ ଭଳି ବହୁ ଫିଲ୍ମରେ ସେ ହିଟ୍‌ ଗୀତ ଗାଇଛନ୍ତି । ଆଇ ଲଭ୍‌ ୟୁ ଫିଲ୍ମରେ ସେ ପାଇଥିଲେ ଢେରସାରା ପ୍ରଶଂସା ।

ଆରେ ନା  ।  ବଜାନା ବଂଶୀ, ଏହି ଗୀତ ତାଙ୍କୁ ଆଣିଦେଇଥିଲା ପ୍ଲେ-ବ୍ୟାକ୍‌ ସିଙ୍ଗରର ପ୍ରସିଦ୍ଧି । ସେ ସମ୍ବଲପୁରୀ ଭାଷାରେ ଅନେକ ଗୀତ ଗାଇଛନ୍ତି । କିଛି ଗୀତରେ ସେ ନିଜେ ନିର୍ଦ୍ଦେଶନା ବି ଦେଇଛନ୍ତି । ଚାରିଥର ରାଜ୍ୟ ପୁରସ୍କାର ପାଇଛନ୍ତି ତପୁ ମିଶ୍ର ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like