-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||     

HOME   ଅପରାଧ

କୋରାପୁଟ : ଗଞ୍ଜେଇ ଚୋରା ଚାଲାଣ ବେଳେ ୩ ଦୁର୍ଦାନ୍ତ ଗଞ୍ଜେଇ ମାଫିଆ ଗିରଫ

20-Jun-2021



କୋରାପୁଟ, (ପ୍ରେରଣା ଖବର ବ୍ୟୁରୋ): ଗଞ୍ଜେଇ ଚୋରା ଚାଲାଣ ବେଳେ  ନନ୍ଦପୁର  ପୋଲିସ  ମାଡି ବସିଲା  ୩  ଦୁର୍ଦାନ୍ତ ଗଞ୍ଜେଇ ମଫିଆଙ୍କୁ । ପାଡୁଆ ଅଞ୍ଚଳରୁ ଗଞ୍ଜେଇ ଚୋରା ଚାଲଣ ବେଳେ ନନ୍ଦପୁର ପୋଲିସ ହାତରେ ଧରା ପଡିଛି  ବିପୁଳ ଗଞ୍ଜେଇ । ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ  ଏସପି ଙ୍କ ନିର୍ଦେଶ କ୍ରମେ   ନନ୍ଦପୁରଏସ.ଡ଼ି.ପି.ଓ. ଙ୍କ    ନେତୃତ୍ଵରେ  ନନ୍ଦପୁର ପୋଲିସର ୭ ଜଣିଆ ଟିମ ଗଠନ କରି  ବ୍ଲକ ଅଫିସ  ନିକଟରେ ନାକାବନ୍ଦୀ କରିଥିଲେ । ପାଡୁଆ ଅଞ୍ଚଳରୁ  ଦ୍ରୁତ ଗତିରେ ଆସୁଥିବା କାରକୁ ଅଟକାଇ  ଥିଲା ପୋଲିସ ।   ଗାଡି  ସେଠାରୁ  ବିପରୀତ ଦିଗକୁ ବୁଲାଇ  ଖସି ପଳାଇବାକୁ ଚେଷ୍ଟା କରୁଥିବା ବେଳେ  ପୋଲିସ  ୩  ଦୁର୍ଦାନ୍ତ  ଗଞ୍ଜେଇ ମଫିଆକୁ କାବୁ କରିବା ସଫଳ ହୋଇ ଥିଲା ।    ମୁଖ୍ୟ  ଆସାମୀ  ତଥା ସେହି ଅଞ୍ଚଳର ଦୁର୍ଦାନ୍ତ  ଗଞ୍ଜେଇ ମଫିଆ  ଅଭି ଖିଲ ଅନ୍ଧାରର ସୁଯଗ ନେଇ  ଜଙ୍ଗଲ ଭିତରକୁ  ଖସି ପଳାଇବାରେ  ସକ୍ଷମ  ହୋଇଥିଲା। ୩ ମଫିଆଙ୍କୁ  କାବୁ କରିବା ପରେ କାରକୁ  ଯାଞ୍ଚ କରିବାରୁ କାର ଡିକିରେ ୪ ଟି ବସ୍ତାରେ  ପ୍ରାୟ  ଏକ   କୁଇଣ୍ଟାଲ ଗଞ୍ଜେଇ ଥିବା ଜାଣିବାକୁ ପାଇଥିଲା ପୋଲିସ ।  ଏହାର ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି । ଗିରଫ  ମଫିଆ ମାନେ ପଟାଙ୍ଗୀ  ଅଞ୍ଚଳ  ସାମଏଲ  ଗେଞ୍ଜି ,  ନଦପୁର  ଅଞ୍ଚଳର  ସୁରେନ୍ଦ୍ର  ମାଲି ଏବଂ ଜୟପୁର  ଅଞ୍ଚଳର  ପ୍ରଶାନ୍ତ ଖେମୁଣ୍ଡୁ   ।   ନନ୍ଦପୁର   ଏସ.  ଡ଼ି. ପିଓ .   ସଞ୍ଜୟ ମହାପତ୍ରଙ୍କ   ସୂଚନା  ଅନୁଯାଇ  ଏହି ଦୁର୍ଦାନ୍ତ ଗଞ୍ଜେଇ ମଫିଆ  ମାନେ ଦୀର୍ଘ  ବର୍ଷ  ହେଲା ବେଧଡକ ଏହି ଅଞ୍ଚରୁ  ଗଞ୍ଜେଇ ଚୋରା  ଚାଲାଣ କରି ଆସୁଥିଲେ ।  ଏମାନଙ୍କୁ  ପୋଲିସ ବହୁ ବାର ଧରିବା ପାଇଁ  ଚେଷ୍ଟା କରୁଥିଲେ ମଧ୍ୟ  ଖସି ପଳାଇବାରେ  ସକ୍ଷମ ହେଉଥିଲେ ।  କିନ୍ତୁ ଏହି ଦୁର୍ଦାନ୍ତ ଗଞ୍ଜେଇ ମାଫିଆଙ୍କୁ  ଧରିଥିବାରୁ ନନ୍ଦପୁର ପୋଲିସ ପାଇଁ ବଡ ସଫଳତା ବୋଲି କହିଛନ୍ତି  । ଫେରାର  ହୋଇଯାଇ  ଥିବା ମୁଖ୍ୟ ଅଭିଯୁକ୍ତ  ପୋଲିସ ଖୁବଶିଗ୍ର ଗିରଫ କରିବ ବୋଲି  ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026

You Might Also Like