-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||     

HOME   ଜିଲ୍ଲା

ଗାଡୁମୁଣ୍ଡା ପତ୍ର ଫଡିରେ ଗତ ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ମୃତ , ଦୁଇ ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

20-Jun-2021



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ଶନିବାର ବିଳମ୍ବିତ ରାତିରେ ରେଢାଖୋଲ ରେଞ୍ଜ ଅଧିନସ୍ଥ ଲୁହାପଙ୍କ ପଂଚାୟତର ଗାଡୁମୁଣ୍ଡା ଗ୍ରାମ ପତ୍ର ଫଡିରେ ହାତୀ ଆକ୍ରମଣରେ ଜଣେ ପତ୍ର ବନ୍ଧାଳିର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇ ବୁର୍ଲା ରେ ଚିକିତ୍ସିତ ହେଉଥିବା ଖବର ହସ୍ତଗତ ହୋଇଛି।
ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ରେଢାଖୋଲ ରେଞ ଅଧିନସ୍ଥ ଲୁହାପଙ୍କ ଗ୍ରାମରେ ଗତକାଲି ରାତି ପ୍ରାୟ ୧୧ଟାରେ ବନବିଭାଗର କର୍ମଚାରୀମାନେ ହାତୀ ଘଉଡାଉଥିଲେ। ଗାଡୁମୁଣ୍ଡା ପତ୍ରଫଡିରେ ପ୍ରାୟ ୧୩ ଜଣ ପତ୍ର ବନ୍ଧାଳି କେନ୍ଦୁପତ୍ର ବନ୍ଧା କାମରେ ନିୟୋଜିତ ଥିଲେ। ସେମାନେ ରାତିରେ ଖାଇ ପିଇ ନିଘୋଡ ନିଦ୍ରାରେ ଶୋଇ ପଡିଥିଲେ। ସେଇ ସମୟରେ ଗାଡୁମୁଣ୍ଡା ପତ୍ର ଫଡିରେ ଦନ୍ତା ହାତୀଟି ପତ୍ର ବନ୍ଧାଳି ଅନୁଗୋଳ ଜିଲ୍ଲା ବାମୁର ଥାନା ବାଦିବାହାଳ ଗ୍ରାମର ବିମ୍ବାଧର ନାଏକ (୫୦)କୁ ଶୋଇ ଥିବା ଅବସ୍ଥାରେ ଶୁଣ୍ଡରେ ଟାଣିଆଣି ଦଳି ଦେଇଥିଲା। ଘଟଣା ସ୍ଥଳରେ ହିଁ ବିମ୍ବାଧରଙ୍କ ମୃତ୍ୟୁ ହୋଇଯାଇଥିଲା। ଅନ୍ୟ ୨ ଜଣ ପତ୍ର ବନ୍ଧାଳି ପବିତ୍ର

ଦେହୁରୀ(୫୩), ବିନାୟକ ନାଏକ(୫୦)କୁ ମଧ୍ୟ ହାତୀଟି ଆକ୍ରମଣ କରିଥିଲା। ଅନ୍ୟମାନେ ଜୀବନକୁ ବଂଚାଇ ପ୍ରାଣ ବିକଳରେ ଦୈାଡି ପଳାଇଥିଲେ।

ଖବର ପାଇ ଗ୍ରାମବାସୀ ଓ ବନବିଭାଗ ଘଟଣା ସ୍ଥଳକୁ ତୁରନ୍ତ ଯାଇ ସେମାନଙ୍କୁ ଉଦ୍ଧାର କରି ସଙ୍ଗେ ସଙ୍ଗେ ବୁର୍ଲା ଡାକ୍ତରଖାନାକୁ ପଠାଇଥିଲେ। କେନ୍ଦୁପତ୍ର ବିଭାଗ କର୍ମଚାରୀ ସେମାନଙ୍କୁ ପତ୍ର ବନ୍ଧା କାର୍ଯ୍ୟରେ ନିୟୋଜିତ କରିଥିଲେ ମଧ୍ୟ ସେଠାରେ ଦେଖିବାକୁ ମିଳି ନ ଥିଲା। ପୂର୍ବରୁ ବନବିଭାଗ ସେଇ ଫଡିରେ ରାତିରେ ପତ୍ର ବନ୍ଧାଳିମାନେ ନ ରହିବାକୁ ମନା କରିଥିଲେ ମଧ୍ୟ ସେମାନେ ମାନି ନ ଥିଲେ ବୋଲି ବନବିଭାଗର ଜନୈକ କର୍ମଚାରୀ ଆମ ପ୍ରତିନିଧିଙ୍କ ଠାରେ ପ୍ରକାଶ କରିଛନ୍ତି।

ଘଟଣା ସ୍ଥଳରେ ରେଢାଖୋଲ ରେଞ୍ଜ ଅଧିକାରୀ ମୈତ୍ରୀମଞିତ ବିଶ୍ୱାଳଙ୍କ ସମେତ ବନ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ। ସରକାରଙ୍କ ତରଫରୁ ଦିଆଯାଉଥିବା ସହଯୋଗ ରାଶି ମୃତକଙ୍କ ପରିବାରକୁ ଖୁବ୍ ଶିଘ୍ର ଦିଆଯିବ ବୋଲି ବନବିଭାଗ ପ୍ରକାଶ କରିଛି। ସେଇ ଦନ୍ତାହାତୀଟି ରେଢାଖୋଲ ଓ ନାକଟିଦେଉଳ ଅଂଚଳରେ ଆତଙ୍କ ଚଳାଇଥିଲେ ମଧ୍ୟ ବନ ବିଭାଗ ତାକୁ ଟ୍ରାଙ୍କୁଲାଇଜର ଦେଇ ନିଜ ଆୟତକୁ ଆଣିବାରେ ବିଫଳ ହୋଇଛି ଯା’ ଫଳରେ ବହୁ ଜଣଙ୍କର ଜୀବନ ଯାଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026

You Might Also Like