-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ରେ ଆଜି 80 କରୋନା ସଂକ୍ରମିତ ଚିହ୍ନଟ, ବଲାଙ୍ଗିର ସହର ରୁ 5

25-Oct-2020



ବଲାଙ୍ଗିର, (ରିତୁ ରାଜ ସିଂହ) : ବଲାଙ୍ଗିର ଜିଲ୍ଲାରେ ଆଜି ୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ସହରରୁ ୫ ଜଣ ସଂକ୍ରମିତ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
(୧)..ବଲାଙ୍ଗିର ସହରର ୱାର୍ଡ ନଂ.୧, ୨, ୭, ୧୦ ଓ ୧୯ରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ..
(୨)..ଆଗଲପୁର ବ୍ଳକ୍‌ ଆଗଲପୁର ଗ୍ରା.ପ.ରୁ-୧, ଭରସୁଜା ଗ୍ରା.ପ.ରୁ-୨
(୩)..ବଙ୍ଗୋମୁଣ୍ଡା ବ୍ଲକ୍‌ ବଙ୍ଗୋମୁଣ୍ଡା ଗ୍ରା.ପ.ରୁ-୧, ଗନ୍ଧର୍ଲା ଗ୍ରା.ପ.ରୁ-୧, କୁରସୁଡ଼ ଗ୍ରା.ପ.ରୁ-୨ ଓ ସିନ୍ଧେକେଲା ଗ୍ରା.ପ.ରୁ-୪ ଜଣ
(୪)..ବେଲପଡ଼ା ବ୍ଲକ ବେଲପଡ଼ା ଗ୍ରା.ପ.ରୁ-୨, ନୁନହାଡ଼ ଗ୍ରା.ପ.ରୁ-୪, ସରମୁହାଣ ଗ୍ରା.ପ.ରୁ-୧
(୫)..ଦେଓଗାଁ ବ୍ଲକ୍‌ ଦେଓଗାଁ ଗ୍ରା.ପ.ରୁ-୧, କୁଲ୍‌ତାପଡ଼ା ଗ୍ରା.ପ.ରୁ-୧ ଓ ବନ୍ଧପଡ଼ା ଗ୍ରା.ପ.ରୁ-୨
(୬)..ତୁଷୁରା ଏନ୍‌ଏସି ୱାର୍ଡ ନଂ.୬ରୁ-୩ ଓ ୫ରୁ-୧
(୭)..କଣ୍ଟାବାଂଜି ଏନ୍‌ଏସି ୱାର୍ଡ ନଂ. ୬ରୁ-୩, ୫ରୁ-୮, ୨ରୁ-୧, ୩ରୁ-୧, ୪ରୁ-୧ ଓ ୧୦ରୁ-୧
(୮)..ଖପ୍ରାଖୋଲ ବ୍ଲକ୍‌ କରୁଆଁଝର ଗ୍ରା.ପ.ରୁ-୨, ଖପ୍ରାଖୋଲ ଗ୍ରା.ପ.ରୁ-୨, ଲାଠୋର ଗ୍ରା.ପ.ରୁ-୨ ଓ ଓଡ଼ିଆପାଲି ଗ୍ରା.ପ.ରୁ-୧
(୯)..ଲୋଇସିଂହା ବ୍ଲକ୍‌ ବାଦିବାହାଲ ଗ୍ରା.ପ.ରୁ-୧
(୧୦)..ମୁରିବାହାଲ ବ୍ଲକ୍‌ ମୁରିବାହାଲ ଗ୍ରା.ପ.ରୁ-୧, ଡଙ୍ଗରପଡ଼ା ଗ୍ରା.ପ.ରୁ-୧
(୧୧)..ପାଟଣାଗଡ଼ ବ୍ଲକ୍‌ ବନାଇମୁଣ୍ଡା ଗ୍ରା.ପ.ରୁ-୩, କେନ୍ଦୁମୁଣ୍ଡି ଗ୍ରା.ପ.ରୁ-୧, ଖୁଣ୍ଟସମଲେଇ ଗ୍ରା.ପ.ରୁ-୨ ଓ ତେଣ୍ଡାପଦର ଗ୍ରା.ପ.ରୁ-୧
(୧୨)..ପାଟଣାଗଡ଼ ଏନ୍‌ଏସି ୱାର୍ଡ ନଂ. ୧ରୁ-୧ ଓ ୧୧ରୁ-୧
(୧୩)..ପୁଇଁନ୍ତଲା ବ୍ଲକ୍‌ ଗଇଁନ୍ତଲା ଗ୍ରା.ପ.ରୁ-୧
(୧୪)..ସଇଁନ୍ତଲା ବ୍ଲକ୍‌ ଭଦ୍ରା ଗ୍ରା.ପ.ରୁ-୧, ବିବିନା ଗ୍ରା.ପ.ରୁ-୧, ଡେଙ୍ଗ୍‌ ଗ୍ରା.ପ.ରୁ-୫, ଗଣ୍ଡପତ୍ରାପାଲି ଗ୍ରା.ପ.ରୁ-୪ ଓ କଅଁସର ଗ୍ରା.ପ.ରୁ-୧
(୧୫)..ଟିଟିଲାଗଡ଼ ବ୍ଲକ୍‌ ବାନ୍ଧୁପଲା ଗ୍ରା.ପ.ରୁ-୧
(୧୬)..ଟିଟିଲାଗଡ଼ ସହରର ୱାର୍ଡ ନଂ. ୮ରୁ-୧
(୧୭)..ତୁରେକେଲା ବ୍ଲକ୍‌ ତୁରେକେଲା ଗ୍ରା.ପ.ରୁ-୧, ଚାଉଲଶୁଖା ଗ୍ରା.ପ.ରୁ-୩ ଜଣ 
ତେବେ ବଲାଙ୍ଗିର ଜିଲ୍ଲାରେ ସମୁଦାୟ ୬୩୬୦ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୬୪୬ ଜଣ ସୁସ୍ଥ ହୋଇଛନ୍ତି । ଜିଲ୍ଲାରେ ୬୮୪ ଜଣ ଏକ୍‌ଟିଭ୍ ଅଛନ୍ତି..


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like