-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||     

HOME   ରାଜ୍ୟ

ବାଲିପାଟଣା ପୋଲିସ୍ ର ସଫଳତା: ବ୍ୟାଙ୍କ ଡକାୟତି ଉଦ୍ୟମ ଘଟଣାରେ ଦୁଇ ଡକାୟତ ଗିରଫ

20-Jun-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) ବାଲିପାଟଣା ପୋଲିସ୍ ର ସଫଳତା । ବ୍ୟାଙ୍କ ଡକାୟତି  ଉଦ୍ୟମ ଘଟଣାରେ ଦୁଇ ଜଣ ଡକାୟତଙ୍କୁ ଗିରଫ କରିଛି ପୋଲିସ । ଡକାୟତ ମାନେ ଏକା ଧିକ ଚୋରୀ ଏବଂ ଲୁଟ୍ ଘଟଣା ରେ ସଂପୃକ୍ତ ଅଛନ୍ତି ।  ଡକାୟତ ପିନ୍ଧିଥିବା ଚପଲ ହଁ ଡକାୟତ ମାନଙ୍କୁ ଧରାଇଛି । ବାଲିପାଟଣା ପୋଲିସ୍ ର ସ୍ପେଶାଲ ଟିମ୍ ବନମାଳିପୁର ବଜାରରେ ଚଢାଉ କରି ଏହି ଡକାୟତ ମାନଙ୍କୁ କାବୁ କରିବାରେ ସଫଳ ହୋଇଛନ୍ତି  । ଗିରଫ ଦୁଇ ଡକାୟତ ହେଉଛନ୍ତି ବାଲିପାଟଣା ଥାନା ପତିତପାବନପାଟଣା ଗ୍ରାମର କେଦାର ବେହେରା ଏବଂ ପ୍ରଧାନପାଟଣା ଗ୍ରାମର ଚନ୍ଦନ ଆଚାର୍ଯ୍ୟ | ଲୁଟ୍ ଉଦ୍ୟମ ରେ ବ୍ୟବହୃତ କଟର ମେସିନ୍, ପ୍ଲାସ , ଶାବଳ, ତାର , ଇଲେକ୍ଟ୍ରିକ୍ ବୋର୍ଡ଼, ହାତୁଡ଼ି , ଏକ ନିଆଁ ଲିଭା ଯନ୍ତ୍ର  ଜବତ କରିଛି ପୋଲିସ୍ । ଏହା ସହ ଲୁଟ୍ ସମୟରେ ଅଭିଯୁକ୍ତ ପିନ୍ଧିଥିଲା ଚପଲ ମଧ୍ୟ ଜବତ କରିଛି ପୋଲିସ୍‌ | 

ଗୁରୁବାର ବିଳମ୍ବିତ ରାତ୍ରିରେ ଲକ୍ଷ୍ମୀ ବିଳାସ ବ୍ୟାଙ୍କ ମଝିହରା ଶାଖାରୁ ଡକାୟତି ଉଦ୍ୟମ ହୋଇଥିଲା । ବ୍ୟାଙ୍କ ଷ୍ଟ୍ରଙ୍ଗ ରୁମ୍ ଭାଙ୍ଗିବାକୁ ଡକାୟତ ମାନେ ଚେଷ୍ଟା କରି ବିଫଳ ହୋଇଥିଲେ । ବ୍ୟାଙ୍କ ର ଏକ ସର୍ଭର ମେସିନ୍ ନେଇଯାଇଥିଲେ ।  ଯାହାର ଭିଜୁଆଲ୍ ସିସିଟିଭି ରେ ରେକର୍ଡ ହୋଇଥିଲା । ସିସିଟିଭି ଆଧାର ଅଭିଯୁକ୍ତ ପିନ୍ଧିଥିବା  ଚପଲ ଏହି ଦୁଇ ଅଭିଯୁକ୍ତଙ୍କୁ ଧରାଇଛି । 

ଡକାୟତି ହୋଇଥିବା ସର୍ଭର ମେସିନ କୁ ବନମାଳିପର
 ପ୍ରାଚୀ ନଦୀରେ ଫିଙ୍ଗି ଦେଇଛନ୍ତି , ଯାହା ଏ ପର୍ଯ୍ୟନ୍ତ ମିଳିନାହିଁ । ଡକାୟତି ଉଦ୍ୟମ ରେ ସଂପୃକ୍ତ  ଅନ୍ୟ ତିନିି ଜଣ ଅଭିଯୁକ୍ତ ଙ୍କୁ ଧରିବା ପାଇଁ ପୋଲିସ୍ ଚଢାଉ ଜାରି ରଖିଛି ।
ଲୁଟେରା ମାନଙ୍କୁ ଧରିବା ପାଇଁ ଟିମ୍ ର ନେତୃତ୍ଵ ନେଇଥିଲେ ବରିଷ୍ଠ ପୋଲିସ୍ ଅଧିକାରୀ ସଂଜୀବ୍ ଶତପଥି । ବାଲିପାଟଣା ଥାନା ଅଧିକାରୀ କୃପାସିନ୍ଧୁ ବରାଡ଼ , ଏ ଏସ୍ ଆଇ ହାଡବନ୍ଧୁ ଦାଶ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026

You Might Also Like