-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜାତୀୟ ଶିକ୍ଷାନୀତି ୨୦୨୦ ଉପରେ ଜୋନାଲ ସ୍ତରୀୟ ଅନ୍‌ଲାଇନ କନ୍‌ଭେନସନ  

25-Oct-2020



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର): ଆଜି ଏଆଇଡିଏସ୍‌ଓ ତରଫରୁ ଜାତୀୟ ଶିକ୍ଷାନୀତି ୨୦୨୦ ଉପରେ ବଲାଙ୍ଗିର-ସୋନପୁର-ବୌଦ୍ଧ-କଳାହାଣ୍ଡି-ନୁଆଁପଡା-ବରଗଡ-ସମ୍ବଲପୁର ଜୋନାଲ ସ୍ତରୀୟ ଅନ୍‌ଲାଇନ କନ୍‌ଭେନସନ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସଂପାଦକ ମଣ୍ଡଳି ସଭ୍ୟ ସୁନିଲ ଭୋଇ ଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥିଲେ ଜିଲ୍ଲା ସଭାପତି ରାଜେନ୍ଦ୍ର ରଣା । ଏହି କନ୍‌ଭେନସନରେ ମୁଖ୍ୟ ଅତିଥି ଭାବରେ ଅଧ୍ୟାପକ ତଥା ସ୍ତମ୍ଭକାର କିଶୋର ମେହେର ଏବଂ ମୁଖ୍ୟବକ୍ତା ଭାବେ ଏଆଇଡିଏସ୍‌ଓର ରାଜ୍ୟ ଉପ-ସଭାପତି କମ୍ରେଡ୍ ସିଦ୍ଧାର୍ଥ ରଥ ଯୋଗ ଦେଇଥିଲେ । ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରୁ ଖିସିରାମ ସୁନା, ସୋନପୁର ରୁ ରିସର୍ଚ ସ୍କୋଲାର ମନମୋହନ ତ୍ରିପାଠି, କଳାହାଣ୍ଡିରୁ ମହେଶ୍ୱର ନାଏକ, ନୂଆଁପଡାରୁ ସରୋଜ ପ୍ରଧାନ, ବୌଦ୍ଧରୁ ସିଦ୍ଧାର୍ଥ ନାୟକ, ବରଗଡରୁ ଇଶାରାଣୀ ପଣ୍ଡା, ସମ୍ବଲପୁରରୁ ପମିତା ସାହୁ ଏବଂ ଭୀମଭୋଇ ମେଡିକାଲ କଲେଜରୁ ଅନିମେଶ ଦାଶ ପ୍ରଭୃତି ତାଙ୍କ ବକ୍ତବ୍ୟରେ କହିଥିଲେ ଜାତୀୟ ଶିକ୍ଷାନିତୀ ୨୦୨୦ ଲାଗୁ ହେଲେ ବୈଜ୍ଞାନିକ, ଗଣତାନ୍ତ୍ରିକ, ଧର୍ମନିରପେକ୍ଷ ଏବଂ ସାର୍ବଜନୀନ ଶିିକ୍ଷା ବାଧାପ୍ରାପ୍ତ ହେବ । ଏହି ଜାତୀୟ ଶିକ୍ଷାନୀତି ଶିକ୍ଷାର ସମ୍ପୁର୍ଣ୍ଣ ଘରୋଇକରଣ, ବୈବସାୟିକ କରଣ, କେନ୍ଦ୍ରୀକରଣ, ସାମ୍ପ୍ରଦାୟିକ କରଣ ଓ ଧନ୍ଦାଭିମୁଖିକରଣ କରିବା ସହ ଶିକ୍ଷାର ମୂଳ ନିର୍ଯ୍ୟାସକୁ ଧ୍ୱଂସ କରିବ ତେଣୁ ଏହା ବିରୁଦ୍ଧରେ ଦୃଢ ଆନ୍ଦୋଳନ ଗଢି ତୋଳିବା ପାଇଁ ସଂଗଠନ ତରଫରୁ ଆହ୍ୱାନ କରାଯାଇଛି । ଏହି କନ୍‌ଭେନସନରେ ୧୦୦ ରୁ ଉର୍ଦ୍ଧ୍ୱ ଛାତ୍ର ଛାତ୍ରୀ, ଶିକ୍ଷକ, ବୁଦ୍ଧିଜିବୀ ଯୋଗଦେଇଥିଲେ । ଶେଷରେ ଜିଲ୍ଲା ସଂପାଦକ ମଧୁସୁଦନ ବାଗ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like