-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ଜିଲ୍ଲା

ନାରାୟଣ ପୃଷେଠ୍‌ଙ୍କ ୭୮ତମ ଜୟନ୍ତୀରେ ଭର୍ଚ୍ଚୁଆଲ ସ୍ମାରକୀ ବକ୍ତୃତା,   ସୁଲେଖକ ସହ ପ୍ରଫେସର ପୃଷେଠ୍ ଥିଲେ ସୁମଣିଷ  

20-Jun-2021



ବଲାଙ୍ଗୀର(ପ୍ରେରଣା ଖବର): ବିଶିଷ୍ଟ ଶିକ୍ଷାବିତ୍‌, ପ୍ରାବନ୍ଧିକ, ସ୍ତମ୍ଭକାର ତଥା ସମ୍ପାଦକ ପ୍ରଫେସର ନାରାୟଣ ପୃଷେଠ୍‌ଙ୍କ ରବିବାର ୭୮ତମ ଜୟନ୍ତୀ ଅବସରରେ ଏକ ଭର୍ଚ୍ଚୁଆଲ ସ୍ମାରକୀ ବକ୍ତୃତା ଅନୁଷ୍ଠିତ ହୋଇଛି । ପ୍ରଫେସର ନାରାୟଣ ପୃଷେଠ୍ ସ୍ମୃତି କମିଟି ପକ୍ଷରୁ ସଭାପତି ସନ୍ଦୀପ କୁମାର କୁଅଁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଆଲୋଚକ ଭାବେ ପୂର୍ବତନ ଲୋକସଭା ଏମପି ତଥା ବିଶେଷ ଖବରର ସମ୍ପାଦକ ମହାମେଘବାହନ ଐର ଖାରବେଳ ସ୍ୱାଇଁ ଯୋଗଦାନ କରି ସ୍ମାରକୀ ବକ୍ତୃତା ପ୍ରଦାନ କରିଥିଲେ । ମୋର ବିଜ୍ଞବନ୍ଧୁ ନାରାୟଣ ପୃଷେଠ୍ ବିଷୟରେ ଆଲୋଚନା କରି ଜଣେ ମଣିଷ ଭାବେ ସେ ବହୁ ସମ୍ମାନର

ଅଧିକାରୀ ଥିଲେ ବୋଲି କହିଥିଲେ । ସମାଜରେ ବହୁ ଉଚ୍ଚକୋଟୀର ଲେଖକ, ସାହିତ୍ୟିକ ଅଛନ୍ତି, ମାତ୍ର ସେମାନଙ୍କ ମଧ୍ୟରୁ ବହୁ କମ୍ ଏଭଳି ସାହିତ୍ୟିକ ଅଛନ୍ତି ଯେଉଁମାନେ ଭଲ ମଣିଷ । ମାତ୍ର ପ୍ରଫେସର ନାରାୟଣ ପୃଷେଠ୍ ଉଭୟ ସୁଲେଖକ ଓ ସୁମଣିଷ ଥିଲେ ବୋଲି ଆଲୋଚକ ସ୍ୱାଇଁ କହିଥିଲେ । ସମାଜରେ ଦୁଇ ପ୍ରକାରର ଦୁର୍ନୀତି ରହିଛି ଗୋଟିଏ ଶାରୀରିକ ଓ ଅନ୍ୟଟି ବୌଦ୍ଧିକ ଦୁର୍ନୀତି । ଶାରୀରିକ ଦୁର୍ନୀତି ଅପେକ୍ଷା ବୌଦ୍ଧିକ ଦୁର୍ନୀତି ମାରାତ୍ମକ ବୋଲି କହି ସମାଜର ଅଧୋଗତିରେ ବୌଦ୍ଧିକ ଦୁର୍ନୀତି ବାଧକ ବୋଲି କହିଥିଲେ । ତାଙ୍କ ବକ୍ତବ୍ୟରେ ପ୍ରଫେସର ପୃଷେଠ୍‌ଙ୍କୁ ସେ ଓଡିଶାର ଜଣେ ଯଶସ୍ୱୀ ବାଗ୍ମୀ ବୋଲି କହିବା ସହ ବହୁ ସ୍ମୃତି ଓ ଅନୁଭୂତି ବାଣ୍ଟିଥିଲେ । ଏହି ଅବସରରେ ପ୍ରଫେସର ପୃଷେଠ୍‌ଙ୍କ ପ୍ରବନ୍ଧ ସଙ୍କଳନ

କେତେ ଦୃଷ୍ଟି କେତେ ଦିଗନ୍ତକୁ ପୂର୍ବତନ ଏମପି ସ୍ୱାଇଁ ଭର୍ଚ୍ଚୁଆଲ ଉନ୍ମୋଚନ କରିଥିଲେ । ସଭାରେ ଅନ୍ୟମାନଙ୍କ ମଧ୍ୟରେ ଆଇଆଇପିଏର ଆସିଷ୍ଟାଣ୍ଡ ପ୍ରଫେସର ଡ. ସୁଜିତ କୁମାର ପୃଷେଠ୍‌, ଶିଳ୍ପୀ ଓ ସ୍ଥପତି ଅନ୍ତର୍ଯାମୀ ମେହେର, ଶିକ୍ଷାବିତ୍ ଟେକଚାନ୍ଦ ଦୁଆନ୍ ଓ ପ୍ରଦୀପ କୁମାର ହୋତା ବକ୍ତବ୍ୟ ରଖିଥିଲେ । ପ୍ରାରମ୍ଭରେ ବୀରେନ୍ଦ୍ର କୁମାର ଝାଙ୍କର ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଅନ୍‌ଲାଇନ୍ କାର୍ଯ୍ୟକ୍ରମ ପରିଚାଳନାରେ ଦିଲ୍ଲୀର ପ୍ରତ୍ୟୁଷ ପ୍ରଭାକର ବୈଷୟିକ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ବୁଦ୍ଧିଜୀବୀ, ଗବେଷକ, ଅଧ୍ୟାପକ, ସାହିତ୍ୟିକ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like