-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||     

HOME   ରାଜ୍ୟ

ବିଭିନ୍ନ ଦେଶରେ ତୃତୀୟ ଲହର ଆସିବାର ଦେଖା ଯାଉଛି । ଆମର ବି ଆସିପାରେ : ଜନ ସ୍ଵାସ୍ଥ୍ୟ ନିର୍ଦେଶକ

21-Jun-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) :ବିଭିନ୍ନ ଦେଶରେ ତୃତୀୟ ଲହର ଆସିବାର ଦେଖା ଯାଉଛି । ଆମର ବି ଆସିପାରେ । ସେଥିପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ହେଲେ ଆସ୍ୱସ୍ତି କର କଲା ଭଳି ଖବର ହେଉଛି ଦ୍ୱିତୀୟ ଲହର ଅପେକ୍ଷା ତୃତୀୟ ଲହରର ପ୍ରଭାବ କମ ରହୁଛି । ତଥାପି ଆମକୁ ତୃତୀୟ ଲହର ଆସିବା ପୂର୍ବରୁ ଟୀକା କରଣ ଜୋରଦାର କରିବାକୁ ପଡିବ ବୋଲି ରାଜ୍ୟବାସୀ ଙ୍କୁ ପରାମର୍ଶ ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର l। କେନ୍ଦ୍ର ସରକାର ଯେତେ ଟୀକା ଦେବେ ସେହି ଅନୁସାରେ ଆମେ ଟୀକା କରଣ କରିବୁ । ଟୀକା କରଣ ନେଇ ଆମର ସମ୍ପୂର୍ଣ୍ଣ ବ୍ୟବସ୍ଥା ରହିଛି ଓ ଆମେ ବି ପ୍ରସ୍ତୁତ ହୋଇ ରହିଛୁ  ବୋଲି ଶ୍ରୀ ମିଶ୍ର କହିଛନ୍ତି । 

ଷ୍ଟେରଏଡ଼ ବ୍ୟବହାର ନେଇ କେନ୍ଦ୍ର ସରକାରଙ୍କ ନୂଆ ଗାଇଡ଼ ଲାଇନ ଉପରେ ପ୍ରତିକ୍ରିୟା

କେନ୍ଦ୍ର ସରକାରଙ୍କ ଯେଉଁ ନୂଆ ଗାଇଡ଼ ଲାଇନ ଆସିଛି ସେହି ଅନୁଯାୟୀ ଷ୍ଟେରଏଡ଼ ବ୍ୟବହାର ହେବ । ଆମର ବି ଯେଉଁମାନଙ୍କ ଅକ୍ସିଜେନ ରିକ୍ୟୁରମେଣ୍ଟ ରହୁଛି ସେହି ମାନଙ୍କ କ୍ଷେତ୍ରରେ ଷ୍ଟେରଏଡ଼ ବ୍ୟବହାର ହେଉଛି । ଅକ୍ସଫୋର୍ଡ ଷ୍ଟଡ଼ି ବି ଏହି ସମାନ କଥା କହୁଛି । ଷ୍ଟେରଏଡ଼ ବ୍ୟବହାରର ଭଲ ପ୍ରଭାବ ରହିଛି ଓ ଖରାପ ପ୍ରଭାବ ବି ରହିଛି । ପୂର୍ବରୁ ଏହାକୁ ମଧ୍ୟ ବ୍ୟବହାର କରାଯାଉଥିଲା ଏହା ନୂଆ ନୁହେଁ । ମାତ୍ର ବର୍ତ୍ତମାନ କୋଭିଡରେ ଏହାର ଆବଶ୍ୟକତା କେବଳ ଯେଉଁମାନେ ମଧ୍ୟମରୁ ଗୁରୁତର ପେସେଣ୍ଟ ମାନଙ୍କ କ୍ଷେତ୍ରରେ ରହିଛି  ବୋଲି ଜନ ସ୍ଵାସ୍ଥ୍ୟ ନିର୍ଦେଶକ ନିରଞ୍ଜନ  କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026

You Might Also Like