-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ଏନ୍ ସି ସି ଛାତ୍ରଛାତ୍ରୀଙ୍କ ଦ୍ଵାରା ଗୁଗଲ ମିଟ ରେ ବିଶ୍ଵ ଯୋଗ ପ୍ରଶିକ୍ଷଣ ଦିବସ ପାଳିତ: ନିଜେ ସୁସ୍ଥ ରହି ସମାଜକୁ ସୁସ୍ଥ ରଖିବାର ପ୍ରୟାସ କରିବାକୁ ଅଧ୍ୟକ୍ଷଙ୍କ ପରାମର୍ଶ

21-Jun-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ) : ଆଜି ହେଉଛି  ବିଶ୍ଵ ଯୋଗ ଦିବସ l କୋଭିଡ଼ର କଟକଣା ହେତୁ ଛାତ୍ରଛାତ୍ରୀ ମାନେ କୁଆଡ଼େ ନ ଯାଇ ଘରେ ରହି କିପରି ଏ ଯୋଗ ଦିବସକୁ ପାଳନ କରି ପାରିବେ ସେହି ଉଦ୍ଦେଶ୍ୟରେ ଆଜି ଗୁଗଲ ମିଟ୍ ମାଧ୍ୟମରେ ଏକ ସୁନ୍ଦର କାର୍ଯ୍ୟକ୍ରମ ସୁବର୍ଣ୍ଣପୁର ଜିଲ୍ଲାର ଟି ସି ଓ ଆଶିଷ କୁମାର ଅଗ୍ରୱାଲଙ୍କ ଦ୍ଵାରା ପରିଚାଳିତ ହୋଇଥିଲା । ଘରେ ରୁହନ୍ତୁ ଓ ସୁସ୍ଥ ରୁହନ୍ତୁ ତା ସହିତ କେବଳ  ଯୋଗ ଦିବସ ରେ ଯୋଗ ନ କରି  ପ୍ରତ୍ୟେକ  ଦିନ  ନିଜ ଶରୀରର ଯତ୍ନ ପାଇଁ  ଓ ନିଜେ ସୁସ୍ଥ ରହି ଅନ୍ୟଙ୍କୁ ଏ ସମାଜକୁ ସୁସ୍ଥ ରଖିବା ପାଇଁ 

 ଏ ମହତ୍ କାର୍ଯ୍ୟ  ୟୋଗବିଦ୍ୟାକୁ ନିଜେ ଅଭ୍ୟାସ କରି ଅନ୍ୟ କୁ ଶିକ୍ଷା ଦେବାକୁ  ଅନୁଷ୍ଠାନର ମୂଖ୍ୟ କଲେଜର ଅଧ୍ୟକ୍ଷ ରାଜୀବ ଲୋଚନ ଆଚାର୍ଯ୍ୟ ଗୁରୁତ୍ବ ଦେଇ ଛାତ୍ରଛାତ୍ରୀଙ୍କୁ ପରାମର୍ଶ କରିଥିଲେ l  ସେହିପରି ପତଞ୍ଜଳି ରାଜ୍ୟ ଯୁବ କାର୍ଯ୍ୟକାରିଣୀ ସଦସ୍ୟ ତଥା ଯୋଗ ଗୁରୁ  ମନୋଜ କୁମାର ପଣ୍ଡା ସମସ୍ତ ଛାତ୍ରଛାତ୍ରୀଙ୍କ ଯୋଗ ର ଆସନ, ପ୍ରାଣାୟାମ ତଥା ଯୋଗ ଦ୍ଵାରା ଆମେ କିପରି ସୁସ୍ଥ ରହି ପାରିବା ସେ ବିଷୟରେ ଉଲ୍ଲେଖ କରିଥିଲେ । କାର୍ଯ୍ୟକ୍ରମର ମୁଖ୍ୟ ଅତିଥି କମ।ଣ୍ଡିଂ ଅଫିସର ରଂଜନ ଚକ୍ରବର୍ତ୍ତୀ ଆଗାମୀ ଦିନରେ ଯୋଗକୁ ଏନ୍ ସି ସି ର ଏକ ସ୍ବତନ୍ତ୍ର ପାର୍ଟ ଭାବେ ଯୋଡିବା  ସହିତ ଏ ମହାମାରୀ 

ସମୟରେ ୟୋଗର ଉପକାରିତା ସଂପର୍କରେ କହିଥିଲେ । ଏହି କାର୍ଯ୍ୟକ୍ରମରେ ସୋନପୁର  ମହାବିଦ୍ୟାଳୟର ଏନ୍ ସିସି ଛାତ୍ରଛାତ୍ରୀଙ୍କ ସମେତ  ଅଧ୍ୟାପକ  ଉମାକାନ୍ତ ନାଗ, ଭାରତୀ ଶତପଥୀ, ପ୍ରତିମା ରଥ, କୈଳାସ ଚାନ୍ଦ, ଶୋଭା ମିଶ୍ର, ଜୋତିର୍ମୟୀ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ଏନ୍ ସିସି ଅଧ୍ୟାପକ ଆଶିଷ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like