-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ପୋଲାଣ୍ଡ ଦେଶର ପୋଲିଶ ଭାଷାରେ ଅନୁଦିତ ହେଲା କବି ଭବାନୀ ଶଙ୍କର ନିଆଲଙ୍କ କବିତା

21-Jun-2021



କଳାହାଣ୍ଡି (ପ୍ରେରଣା ଖବର) : ପ୍ରସିଦ୍ଧ ପୋଲାଣ୍ଡ କବି ଜିଜନିଉ ମାଇରୋସ୍ଲୋୱସ୍କି ପୋଲାଣ୍ଡର ପୋଲିଶ ଭାଷାରେ କବି ଭବାନୀ ଶଙ୍କର ନିଆଲଙ୍କର କବିତା ଅନୁଦିତ କରିଛନ୍ତି l ସେ ପୋଲାଣ୍ଡର ବିଖ୍ୟାତ କବି ହେବା ସଙ୍ଗେ ସଙ୍ଗେ ୧୫ଟି ପୁସ୍ତକର ରଚୟିତା ଏବଂ ବିଶ୍ୱର ମହତ୍ୱପୂର୍ଣ୍ଣ ସ୍ଥାନରୁ ପୁରସ୍କୃତ ହୋଇଥିବା ଜଣେ ଅମାୟିକ ବ୍ୟକ୍ତି l ସେ ଏକାଧାରରେ ଜଣେ କବି, ଲେଖକ,ଏବଂ ଇତିହାସକାର ଭାବେ ସୁପରିଚିତ l ବିଶ୍ୱର ବିଭିନ୍ନ ଭାଷାରେ ତାଙ୍କ କୃତି ଅନୁବାଦିତ ହୋଇସାରିଛି l ସେ କବି ଶ୍ରୀ ନିଆଲଙ୍କ " ପୃଥିବୀର ଜଣେ ସୁନ୍ଦର ପୁରୁଷ ବୁଡ଼ିଯାଏ ଏକ କାକର ବିନ୍ଦୁରେ " ଶୀର୍ଷକ କବିତାଟିକୁ ପୋଲିସ ଭାଷାରେ ଅନୁଦିତ କରିଛନ୍ତି  l ଦୀର୍ଘ ତିନି ଦଶନ୍ଧିରୁ ଉଭୟ ହିନ୍ଦୀ ଓ ଓଡ଼ିଆ କବିତାରେ ସକ୍ରିୟ ରହିବା ସହ ଏକାଧିକ ପୁସ୍ତକର ଲେଖକ ତଥା ମହୁରି ପତ୍ରିକାର ମୁଖ୍ୟ ସମ୍ପାଦକ କବି ଭବାନୀଶଙ୍କର ନିଆଲଙ୍କ କବିତା କ୍ରମାଗତ ଭାବେ ଇଂରାଜୀ, ଇଟାଲୀ, ସର୍ବିଆ, ରୁଷ, ଚୀନ ପରେ ଫ୍ରାନ୍ସ ଭାଷାରେ ଅନୂଦିତ ହେବା ଏକ ଗୌରବର ବିଷୟ । ବିଶ୍ୱର ବିଭିନ୍ନ ଭାଷାରେ କବି ଶ୍ରୀ ନିଆଲଙ୍କ କବିତା ଅନୁବାଦ ନିଶ୍ଚୟ ଓଡ଼ିଆ କବିତା ଏବଂ ସାହିତ୍ୟର ଅନ୍ତଃରାଷ୍ଟ୍ରୀୟ ସାହିତ୍ୟ ପ୍ଲାଟଫର୍ମ ରେ ସମ୍ମାନ ବୃଦ୍ଧି ଘଟାଇଛି l ଉକ୍ତ କବିତା ଗୁଡିକୁ ଇଂରାଜୀରେ ଅଧ୍ୟାପକ ବଙ୍କିମ ମୁଣ୍ଡ ଏବଂ ଗୋବିନ୍ଦ ସାହୁ,ଇଟାଲୀରେ କବି ଇମାନୁଏଲା ରିଜୋ,ସର୍ବିଆରେ ପ୍ରଖ୍ୟାତ କବି ତଥା ଅଧ୍ୟାପିକା ସୋଭା ସୋଭକା ସୋଭିକ, ଚୀନ ଭାଷାରେ କବି ଲାଉ ଫୁ ଏବଂ ରୁଷ ଭାଷାରେ ପ୍ରଖ୍ୟାତ ରୁଷ ଲେଖିକା ଏଲିନା ଡାନିସିନା କରିଥିବା ବେଳେ ଫ୍ରାନ୍ସ ଭାଷାରେ ଫ୍ରାନ୍ସସିୟ ପ୍ରସିଦ୍ଧ କବି ତଥା ଚୀନ ଭାଷା ଓ ସଂସ୍କୃତିର ବିଦ୍ୱାନ ଏଲିଜାବେଥ ଗିଓଂ ପ୍ଲେନାଟୋ ଅନୁବାଦ କରିଛନ୍ତି । କବିଙ୍କ ଏହି ସଫଳତାରେ ରାଜ୍ୟ ଓ ରାଜ୍ୟ ବାହାରେ ଖୁସିର ଲହରୀ ଖେଳିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like