-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜିରେ ଯୁବ ପିଢିଙ୍କୁ ଟିକା କରଣ ଆରମ୍ଭ

21-Jun-2021



କଣ୍ଟାବାଞ୍ଜି,( ଆନନ୍ଦ କୁମାର ମୋଟେ): ରାଜ୍ୟରେ କ୍ୟାମ୍ପେନ ମୋଡରେ ଆରମ୍ଭ ହୋଇଯାଇଛି କୋଭିଡ-୧୯  ଟିକା କରଣ ପ୍ରକ୍ରିୟା । ୧୮ ରୁ ୪୪ ବର୍ଷ ବୟସ୍କ ମାନଙ୍କୁ ଟିକା ଦେବାର କାର୍ଯକ୍ରମ ଆରମ୍ଭ ହୋଇଯାଇଛି । ରବିବାର ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ଏନେଇ ଟୁଇଟ ଜରିଆରେ ସୁଚନା ଦେଇଥିଲେ । ଏହି ପରିପେକ୍ଷିରେ ସୋମବାର କଣ୍ଟାବାଞ୍ଜି ସହର ତଥା ବିଭିନ୍ନ ବ୍ଲକରେ ଟିକା କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଣ୍ଟାବାଞ୍ଜି ଏନଏସି ପକ୍ଷରୁ ସହରର ୩ ଟି ସ୍ଥାନକୁ ଟିକାକରଣ କେନ୍ଦ୍ର ଭାବେ ଚିହ୍ନଟ କରାଯାଇଛି । ସ୍ଥାନିୟ ହେମାଲ ଭବନ, ଲାୟନ୍ସ ପବ୍ଲିକ ସ୍କୁଲ ଏବଂ ମହିଲା ମହାବିଦ୍ୟାଳୟ । ତେବେ ଟିକା କରଣର ପ୍ରଥମ ଦିନରେ କୌଣସି ଯାନ୍ତ୍ରିକ ତ୍ରୃଟି ଯୋଗୁ କେବଳ ହେମାଲ ଭବନ ଠାରେ ଟିକା କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଟିକା ନେବାକୁ ଯୁବ ପିଢି ମାନଙ୍କରେ ଉତ୍ସାହ ଦେଖିବାକୁ ମିଲିଥିଲା । ଗୋଟିେ ଟିକା କେନ୍ଦ୍ରରେ ଟିକା ଦେଉଥିବା ଯୋଗୁ ଭିଡ ମଧ୍ୟ ପରିଲକ୍ଷିତ ହୋଇଥିଲା । କଣ୍ଟାବାଞ୍ଜି ଏନଏସି କାର୍ଯ୍ୟନିର୍ବାହୀ ଅଧିକାରି ସମ୍ମି ଜୟଶ୍ରୀ ରେଡ୍ଡି ଖୋଦ ଟିକା କରଣ କେନ୍ଦ୍ରରେ ଉପସ୍ଥିତ ରହି ସୁବିଧା ଅସୁବିଧାର ତଦାରକ କରୁଥିଲେ । ଅପରାହ୍ନ ୨ ଟା ସମୟରେ ଯାଏ ୧୮୨ ଜଣ ଟିକା ନେଇଥିବା ଏନଏସି ନୋଡାଲ ଅଫିସର ଚନ୍ଦ୍ରଶେଖର ଭୋଇ ସୁଚନା ଦେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026

You Might Also Like