-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ରିନବଚନ ଓ ବିରମୁଣ୍ଡାର  ଦୁଇଟି ରାସ୍ତା ଉଦ୍‌ଘାଟନ ଓ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ଦେଲେ ନରସିଂହ, ସବୁ ଗାଁକୁ ରାସ୍ତା ଓ ପାନୀୟ ଜଳକୁ ନିଶ୍ଚିତ କରାଯିବ-ନରସିଂହ

21-Jun-2021



ବଲାଙ୍ଗିର, ଆଜି ଅପରାହ୍ନ ଘ.୫ ସମୟରେ ବଲାଙ୍ଗିର ବ୍ଲକ ସ୍ଥିତ ମାଧିଆପାଲି ପଞ୍ଚାୟତର ରିନବଚନ ଓ ବିରମୁଣ୍ଡା ଠାରେ ଦୁଇଟି ଗ୍ରାମ୍ୟ ରାସ୍ତାର ଉଦ୍‌ଘାଟନ ହୋଇଯାଇଛି । ରୁରାଲ ୱାର୍କ୍ସ ଡିଭିଜନ ଦ୍ୱାରା ନିର୍ମିତ ଏହି ରାସ୍ତା ଯଥାକ୍ରମେ ୨୨ ଲକ୍ଷ ଓ ୨୧ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଛି । ରିନ୍‌ବଚନ ରାସ୍ତାଟି ୮୬୦ମିଟର ଲମ୍ବ ହୋଇଥିବା ସ୍ଥଳେ ବିରମୁଣ୍ଡା ରାସ୍ତା ୧କିମି ୨୦୦ ମିଟର ଅଛି । ଏହା ସାଙ୍ଗେ ଶ୍ରୀ ମିଶ୍ର ନିଜ ନିର୍ବାଚନୀ ପ୍ରତିଶୃତି ମୁତାବକ ପ୍ରତ୍ୟେକ ଗାଁକୁ ପାଇପ ଯୋଗେ ପିଇବା ପାଣି ଯୋଗାଇବା କାର୍ଯ୍ୟକ୍ରମ ଅନୁସାରେ ବିରମୁଣ୍ଡା ଗ୍ରାମ ପାଇଁ ୧କୋଟି ୧୨ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ଏକ ପିଇବା ପାଣି ପ୍ରକଳ୍ପର ଆଜି ଭିତ୍ତିପ୍ରସ୍ତର ଦେଇଛନ୍ତି । ଜଳ ଜିବିକା ମିଶନ ଯୋଜନା ଅନ୍ତର୍ଗତ ବିରମୁଣ୍ଡା ଗ୍ରାମର ପ୍ରତ୍ୟେକ ଘରକୁ ପାଇପ ଯୋଗେ ପିଇବା ପାଣି ଯୋଗାଇ ଦିଆଯିବ । ଭିତ୍ତିପ୍ରସ୍ତର ପରବର୍ତ୍ତି ସଭାରେ ଗ୍ରାମବାସୀମାନେ ଏକ ସ୍କୁଲ ଗୃହ ପାଇଁ ବିଧାୟକ ଶ୍ରୀ ମିଶ୍ରଙ୍କୁ ଅନୁରୋଧ କରିଥିଲେ । ଶ୍ରୀ ମିଶ୍ର ୨ବର୍ଷରୁ ଉର୍ଦ୍ଧ୍ୱ ହେବ ଏକ ନୂତନ ସ୍କୁଲ ଗୃହ ନିର୍ମାଣ ପାଇଁ ଚେଷ୍ଟା ଜାରିରଖିଛନ୍ତି, ଏହା ଭିତରେ ଦେଢବର୍ଷ ହେବ କରୋନା ମହାମାରି ଯୋଗୁଁ ସ୍କୁଲ ଗୃହ ନିର୍ମାଣ ଉପରେ ବାଧା ଉପୁଜୁଛି ।ଗ୍ରାମ୍ୟ  ଗ୍ରାମବାସୀଙ୍କ କହିବା

ମୁତାବକ ଗାଁରେ ଥିବା ନିର୍ବିବାଦିୟ ଜାଗା ମିଳିଲେ ସ୍କୁଲ ଗୃହ ତିଆରି ପାଇଁ ରାସ୍ତା ଖୋଲିଯିବ ବୋଲି ଶ୍ରୀ ମିଶ୍ର କହିଥିଲେ । ରିନବଚନ ସଭାରେ ବ୍ଲକ ତରଫରୁ ହୋଇଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପର ମାନକୁ ନେଇ ଗ୍ରାମବାସୀମାନେ ଅଭିଯୋଗ କରିଥିଲେ । ଏ ସବୁର ଏକ ବିଧିବଦ୍ଧ ତଦନ୍ତ କରାଯିବ ବୋଲି ଉପସ୍ଥିତ ଗ୍ରାମବାସୀଙ୍କୁ ନିର୍ଭର ପ୍ରତିଶୃତି ଦେଇଛନ୍ତି । ଆଜିର ଏହି ଭିତ୍ତିପ୍ରସ୍ତର ତଥା ଉଦ୍‌ଘାଟନି ସଭାମାନଙ୍କରେ ଜଳ ଯୋଗାଣ ଓ ପରିମଣ ବିଭାଗର ଅଧିକ୍ଷଣ ଯନ୍ତ୍ରଣ ବିପିନ ବିହାରୀ ଦାଶ, ସହାୟକ ନିର୍ବାହୀଯନ୍ତ୍ରୀ ପ୍ରମୋଦ କୁମାର ମହାପାତ୍ର, କନିଷ୍ଠ ଯନ୍ତ୍ରୀ ଅଶୋକ ଭୁୟା, ରୁରାଲ ୱାର୍କ୍ସ ଡିଭିଜନର ସହାୟକ ଯନ୍ତ୍ରୀ ବିରେନ୍ଦ୍ର କୁମାର ତ୍ରିପାଠି, ରାଜ୍ୟ କଂଗ୍ରେସ ସଂପାଦକ ଉମାଶଙ୍କର ପଣ୍ଡା, ବ୍ଲକ ସଭାପତି ରାମ ପ୍ରସାଦ ମିଶ୍ର, ଯୁବନେତା ଅଜୟ ବାଲି, ସରପଞ୍ଚ ଦିଲିପ ବିଶ୍ୱାଲ, କମଲ ନନ୍ଦ, ବିଭୁତି ସାହୁ, ରାଧେଶ୍ୟାମ ନାଏକ, ଲବ ବାଗ ଏବଂ ଗ୍ରାମବାସୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like