-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||     

HOME   ଜିଲ୍ଲା

ଦୁଇ ଅସହାୟାଙ୍କୁ ସହାୟତା କଲେ ସମାଜସେବୀ ଶ୍ରୀକର ମିଶ୍ର

21-Jun-2021



ଇଲାଙ୍ଗିର(ପ୍ରେରଣା ଖବର)-  ବଲାଙ୍ଗିର ଜିଲ୍ଲା ପୁଇନ୍ତଲା ବ୍ଲକ୍ ର ରଣ୍ଡା ଗାଁରେ ରହନ୍ତି ସ୍ୱାମୀହରା ଉରକୁଲି ନନ୍ଦ । ତିନୋଟି ପୁଅ ସହ ତାଙ୍କ ସଂସାର । ବଡପୁଅ ଶମ୍ଭୁର ତିନୋଟି ଝିଅ କୁକୁଡା କୋକାନ କରି ଚଳୁଥିଲେ । ଏକ ଅଜଣା ଗାଡିର ଧକ୍କାରେ ତାଙ୍କର ମେରୁଦଣ୍ଡ ଭାଙ୍ଗିଗଲା । ସାନପୁଅ ରୋହିତ ନିଜ ଘର ଉପର ଛାତ ରେ ଯାଇଥିବା ୩୨ କେଭି ତାର ଲାଗି ଦେହର ୪୦ ପ୍ରରିଶତ ପୋଡି ଯାଇଛନ୍ତି । ବଲାଙ୍ଗିର ର ସ୍ୱେଚ୍ଛାସେବୀ ଅନୁଷ୍ଠାନ ବିଙ୍ଗ୍ ହ୍ୱୁମାନ ଖବର ପାଇ ବର୍ତ୍ତମାନ ଉଭୟ ଙ୍କ ଚିକିତ୍ସାରେ ଲାଗି ପଡିଛନ୍ତି । ଆଜି ବିଙ୍ଗ୍ ହ୍ୱୁମାନ ର ଉପଦେଷ୍ଟା ସମାଜସେବୀ ଡ. ଶ୍ରୀକର ମିଶ୍ର ଏବଂ ଅନୁଷ୍ଠାନର ସଭାପତି ସୋମନାଥ ମିଶ୍ର, ସମ୍ପାଦକ ବ୍ରଜଗୋପାଳ ସିଂହ, ସଭ୍ୟ ପ୍ରୀତମ ବରାଡ ଓ ରୋଶନ ସୁନା ରଣ୍ଡା ଗ୍ରାମକୁ ଯାଇ ଅସହାୟା ଉରକୁଲି ନନ୍ଦ ଙ୍କୁ  ଦଶ ହଜାର ଟଙ୍କା ପ୍ରଦାନ କରିଛନ୍ତି । ଉଭୟ ଙ୍କ ଚିକିତ୍ସା ପାଇଁ ୧୦୮ କୁ ଫୋନ କରି ଭୀମ ଭୋଇ ମେଡିକାଲ କଲେଜ ହସପିଟାଲ ସହ ଯୋଗାଯୋଗ କରିଛନ୍ତି । 
     ପୁନଶ୍ଚ ବଲାଙ୍ଗିର ସଦର ବ୍ଲକ ବୁଡି ଅଂଚଲ ଖୁନ୍‌ଟପାଲି ଗ୍ରାମରେ ରହନ୍ତି ମଞୁଲତା ସାଏ । ତେର ବର୍ଷ ଆଗରୁ ସେ ସ୍ୱାମୀ ହରା । ଶାଶୁ ଫୁଲ ଓ ଶ୍ୱଶୁର ସତ୍ୟାନନ୍ଦ ସହ ତାଙ୍କର ଗୋଟିଏ ଝିଅ ଚିନୁ(୧୫) ଓ ଗୋଟିଏ ପୁଅ ଚନ୍ଦନ(୧୩) । ଝିଅ ଦଶମ ପଢୁଥିବା ବେଳେ ପୁଅ ଅଷ୍ଟମ ଶ୍ରେଣୀରେ ପଢୁଛି । ଚାଷ ଜମି ନ ଥିବାରୁ ଶ୍ୱଶୁର ଅଘରିଆ ଜାତିର ହେଲେ ମଧ୍ୟ ରାଜ ମିସ୍ତ୍ରୀ କାମ କରି ପରିବାର ପୋଷୁଥିଲେ । ଭାଗ୍ୟର ବିଡମ୍ବନା । ରୋଜଗାର କରୁଥିବା ସତ୍ୟାନନ୍ଦ କରୋନା ମହାମାରୀରେ ଆଖି ବୁଜିଲେ । ମଞୁଲତାର

ସଂସାର ରେ ଅକାଳ ଚଡକ ପଡିଲା । କିନ୍ତୁ ଜୀବନ ଯୁଦ୍ଧରେ ହାରି ନ ଯାଇ ସିଲାଇ କାମ କୁ ଆଦରି ନେବା ପାଇଁ ମନସ୍ତ କଲେ ଏବଂ ଗଣମାଧ୍ୟମ ପ୍ରତିନିଧି ମାନଙ୍କ ଯୋଗାଯୋଗ କ୍ରମେ ଆର୍ଷବିଦ୍ୟା ସେବା ସମିଧି ତରଫରୁ ବ୍ରଜଭୁଷଣ ଦାଶ ଏକ ନୂଆ ସିଲାଇ ମେସିନ ଯୋଗାଇ ଦେଲେ । ଏହି ଖବର ଗଣମାଧ୍ୟମରୁ ଜାଣିବା ପରେ  ଆଜି ସମାଜ ସେବୀ ଡ.ଶ୍ରୀକର ମିଶ୍ର ସାମ୍ବାଦିକ ଅରୁଣ ମିଶ୍ର, ବିରେନ୍ଦ୍ର ଝାଙ୍କର ଓ ପ୍ରଶାନ୍ତ ମହାକୁର ଙ୍କ ସହିତ ମଞୁଲତା ଙ୍କ ଘରକୁ ଯାଇ ଦଶ ହଜାର ଟଙ୍କା ପ୍ରଦାନ କରିଛନ୍ତି । ପୁଣି ମଞୁଲତା ର ପୁଅ ଓ ଝିଅର ପଢାଖର୍ଚ୍ଚ ସହ ଝିଅ ବାହାଘରର ସମସ୍ତ ଖର୍ଚ୍ଚ ବହନ କରିବା ପାଇଁ ପ୍ରତିଶୃତି ଦେଇଛନ୍ତି । ପ୍ରତିଶୃତି ପାଇ ମଞୁଲତା ନିଜର ପରିବାରକୁ ବର୍ତ୍ତମାନ ଠିକ୍ ରେ ଚଳେଇ ପାରିବେ ବୋଲି ଆଶା ରଖିଛନ୍ତି । ଏହି କାର୍ଯ୍ୟକ୍ରମରେ ଗ୍ରାମବାସୀ ଙ୍କ ସମେତ ପଣ୍ଡିତ ଅଭିମନ୍ୟୁ ମିଶ୍ର ସହଯୋଗ କରିଥିଲେ ।
     ଏହି ଦୁଇ ଅସହାୟ ପରିବାର କୁ ସହଯୋଗର ହାତ ବଢାଇଥିବାରୁ ସମାଜସେବୀ ଶ୍ରୀ ମିଶ୍ର ଙ୍କୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି । ଗଣମାଧ୍ୟମରୁ ଜାଣି ସହଯୋଗର ହାତ ବଢାଇ ପାରିଥିବାରୁ ପ୍ରତିକ୍ରିୟାରେ ଶ୍ରୀ ମିଶ୍ର ଗଣମାଧ୍ୟମର ପ୍ରତିନିଧି ମାନଙ୍କୁ ମଧ୍ୟ ସାଧୁବାଦ ଜଣାଇଛନ୍ତି ।
    


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026

You Might Also Like