-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

କୁଟିଆ ଆଦିମ ଜନଜାତିଙ୍କୁ ସାହାରା ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

21-Jun-2021



ବାଲିଗୁଡ଼ା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକରେ ବସବାସ କରୁଥିବା ଆଦିମ ଜନଜାତି କୁଟିଆ କନ୍ଧ ଙ୍କୁ ସାହାରା ସ୍ଵେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ମୁଣ୍ଡିଗଡ଼ ପଞ୍ଚାୟତ ର ପାଲକି ପଦର  ଓ ଗୁମା ପଞ୍ଚାୟତ ର ଡୁପି ଓ ମାଦାଗୁଡା ପଞ୍ଚାୟତ ର

ପବନ ଗାଁ ରେ ବସବାସ କରୁଥିବା ଜନଜାତିଙ୍କ ପରିବାର କୁ ସମ୍ପାଦକ ସୁକାନ୍ତ କୁମାର ନାୟକ ସେମାନଙ୍କ ନିକଟରେ ପହଁଚି ଶୁଖିଲା ଖାଦ୍ୟ ପ୍ରଦାନ କରିଥିଲେ। ଏହା ସହ କିଭଳି ୪୫ ବର୍ଷ ରୁ ଉର୍ଦ୍ଧ ମହିଳା ଓ ପୁରୁଷ ସମସ୍ତେ ଟୀକା ନେଇ ସୁରକ୍ଷିତ ରହିପାରିବେ ସେ ସମ୍ପର୍କ ରେ ସ୍ଵେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଏକ ସଚେତନତା ଓ ଲିଫ ଲେଟ ପ୍ରଦାନ କରଯାଇଥିଲା। ତୁମୁଡ଼ିବନ୍ଧ ବ୍ଲକର ମୁଣ୍ଡିଗଡ ପଞ୍ଚାୟତ ର ଘୁମୁରା ଗାଁ, ବିଲାମାଳ ପଞ୍ଚାୟତର ଗରାଙ୍ଗୀ, ବେଲଘର ପଞ୍ଚାୟତ ର ବୁଲୁବାରୁ, ଗୁମା ପଞ୍ଚାୟତର ଡୁପି ଏଭଳି ୧୦ଟିଗାଁର ୩୦୦ପରିବାରକୁ ସଚେତନତା ସହ ସଂପୂର୍ଣ୍ଣ ଟୀକା କାରଣ ଉପରେ ଗୁରୁତ୍ବ ଦେଇ ସଚେତନତା କରିଥଲେ।ତୃତୀୟ ଲହର କିଭଳି କୁଟିଆ କନ୍ଧ ଙ୍କୁ ଛୁଇଁ 

ପାରିବ ନାହିଁ ସେ ନେଇ ଏବେ ଠାରୁ ହିଁ  ପ୍ରସ୍ତୁତ ରହିବାକୁ ସଂପାଦକ ଶ୍ରୀ ନାୟକ କହିଥିଲେ।। ଏଭଳି କରୋନା ମହାମାରୀ ସମୟରେ ସାହାରା ସ୍ଵେଚ୍ଛାସେବୀ ଅନୁଷ୍ଠାନ  ଜିଲ୍ଲର ଦୁର୍ଗମ ଅଞ୍ଚଳ ତୁମୁଡ଼ିବନ୍ଧ ଓ କୋଟଗଡ଼ ସାମ୍ବାଦିକଙ୍କୁ କରୋନା କୀଟ ପ୍ରଦାନ, ଦୁର୍ଗମ ଅଞ୍ଚଳ ରେ ସଚେତନତା ଓ ଶୁଖିଲା ଖାଦ୍ୟ ପ୍ରଦାନ କରି ବୁଦ୍ଧିଜିବୀ , ବନ୍ଧୁ ବର୍ଗ ଓ ସାଧାରଣ ଲୋକଙ୍କ ଠାରୁ ଶୁଭେଚ୍ଛା ସାଉଁଟିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like