-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ବିନିକା ସିଦ୍ଧାର୍ଥ ଜୁନିଅର ଓ ଡିଗ୍ରୀ କଲେଜରେ ପୃଥକ ପୃଥକ ଭାବେ ଭାବେ ୱାବନାର ମାଧ୍ୟମରେ ପାଳିତ ହେଲା ବିଶ୍ଵ ଆନ୍ତର୍ଜାତୀୟ ଯୋଗ ଦିବସ

21-Jun-2021



ବିନିକା (ହିମାଂଶୁ ଶେଖର ପୁଟେଲ) :: ଆଜି ସନ୍ଧ୍ୟାରେ ବିନିକା ସ୍ଥିତ ସିଦ୍ଧାର୍ଥ ଜୁନିଅର ଓ ଡିଗ୍ରୀ କଲେଜରେ ପୃଥକ ପୃଥକ ଭାବରେ ୱାବନାର ମାଧ୍ୟମରେ ପାଳିତ ହୋଇଛି ବିଶ୍ଵ ଆନ୍ତର୍ଜାତୀୟ ଯୋଗ ଦିବସ l ସିଦ୍ଧାର୍ଥ ଜୁନିଅର କଲେଜରେ ଅନୁଷ୍ଟିତ ସପ୍ତମ ଯୋଗ ଦିବସ ଅବସରରେ କଲେଜର ଅଧ୍ୟକ୍ଷା ରେଖା ପ୍ରଧାନ କାର୍ଯ୍ୟକ୍ରମର ସ୍ବାଗତ ଭାଷଣ ପ୍ରଦାନ କରିଥିବା

ବେଳେ ସଂସ୍କୃତ ଅଧ୍ୟାପକ ଧନେଶ୍ଵର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ l ଏଥିରେ ସୋନପୁର ଉପଜିଲ୍ଲାପାଳ ତଥା କଲେଜ ପରିଚାଳନା କମିଟି ଅଧ୍ୟକ୍ଷ  ନିହାର ରଞ୍ଜନ କହଁର ମୁଖ୍ୟ ଅତିଥି,ଯୁବ ରେଡକ୍ରସ ଜିଲ୍ଲା କୋଡିନେଟର ଉମାକାନ୍ତ ନାଗ ମୁଖ୍ୟ ବକ୍ତା,ରମାଦେବୀ ବିଶ୍ଵ ବିଦ୍ୟାଳୟ ସଙ୍ଗୀତ ବିଭାଗ ମୁଖ୍ୟ ତଥା ଯୋଗଗୁରୁ ସୁଶିଲ କୁମାର ପଟନାୟକ ରିସୋରପର୍ସନ ଭାବେ ଯୋଗଦେଇଥିଲେ l ଯୋଗର ଉପକାରିତା ଓ ଯୋଗ ଦ୍ଵାରା ମଣିଷ ଶରୀର କିପରି ସୁରକ୍ଷିତ ରହିବ ସେ ଦିଗରେ ଅତିଥି ମାନେ ପରାମର୍ଶ ଦେଇଥିଲେ lଶେଷରେ ଏନଏସଏସ ପ୍ରୋଗ୍ରାମ ଅଫିସର ଅଧ୍ୟାପକ ରୋହିତ ଧରୁଆ ଧନ୍ୟବାଦ ଅର୍ପଣ କରିଥିଲେ l ସେହିପରି ସିଦ୍ଧାର୍ଥ ଡିଗ୍ରୀ କଲେଜରେ ମଧ୍ୟ କଲେଜ ଅଧ୍ୟକ୍ଷ ଧୀରେନ୍ଦ୍ର କୁମାର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ୱବନାରରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ନିହାର ରଞ୍ଜନ କହଁର, ମୁଖ୍ୟବକ୍ତା ଯୁବ ରେଡକ୍ରସ ରାଜ୍ୟ ସଂଗଠନ ପ୍ରଫେସର ଗୋପାଳ କୃଷ୍ଣ ମିଶ୍ର  ଯୋଗଦେଇ ସ୍ୱାସ୍ଥ୍ୟର ହିତ ପାଇଁ ଯୋଗ ବର୍ତ୍ତମାନ ପରିସ୍ଥିତିରେ ଜରୁରୀ ହୋଇପଡିଛି ବୋଲି କହିଥିଲେ lଅନ୍ୟତମ ମୁଖ୍ୟବକ୍ତା ଭାବେ  

ଯୋଗଗୁରୁ ଡକ୍ତର ସୁଶିଲ କୁମାର ପଟନାୟକ ଯୋଗଦେଇ ଯୋଗ କାର୍ଯ୍ୟକ୍ରମରେ ଆସନ ପ୍ରାଣାୟମ ଉପରେ ଆଲୋକପାତ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଏନଏସଏସ କୋଡ଼ିନେଟର ଅଧ୍ୟାପିକା ମିତାଲି ପ୍ରଧାନ, ଯୁବ ରେଡକ୍ରସ ବିଭାଗ ଲେଡି କାଉନସିଲର ଅଧ୍ୟାପିକା ବିଘେଂସ୍ୱରି ପୂଜାରୀ ଯୋଗଦେଇ ଯୋଗର ମହତ୍ତ୍ୱ ଉପରେ ନିଜର ମତାମତ ରଖିଥିଲେ l ପ୍ରାରମ୍ଭରେ ଯୁବ ରେଡକ୍ରସ କାଉନସିଲର ତଥା ଅଧ୍ୟାପକ ବିଶ୍ଵନାଥ ମିଶ୍ର ଆନ୍ତର୍ଜାତୀୟ ଯୋଗ ଦିବସର ଉଦ୍ଦେଶ୍ୟ ଉପରେ ସୂଚନା ପ୍ରଦାନ ପୂର୍ବକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଅଧ୍ୟାପକ ତଥା  ଏନଏସଏସ ପ୍ରୋଗ୍ରାମ ଅଫିସର ହରିଶ୍ଚନ୍ଦ୍ର ହୋତା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like