-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ମହାନଗର

ସାମ୍ବାଦିକ ଙ୍କ ନାମରେ ଆର୍‌ପିଏଫ ର ସମନ ଜାରି ଘଟଣା କୁ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ର ନିନ୍ଦା, ମାମଲା ପ୍ରତ୍ୟାହାର ଦାବି

21-Jun-2021



 ସମ୍ବଲପୁର,ସଂଜୀବପାଣିଗ୍ରାହୀଙ୍କରିପୋର୍ଟ): ସମ୍ବଲପୁର ଜ଼ିଲ୍ଲା ବାମରା ବ୍ଲକର ବରିଷ୍ଠ  ସାମ୍ବାଦିକ ଜ୍ୟୋତି କୁମାର ଲାଠ ଙ୍କ ନାମରେ ଝାରସୁଗୁଡ଼ା ଆର୍‌ପିଏଫ ପକ୍ଷରୁ ସମନ ଜାରି କରାଯିବା ଘଟଣା କୁ ସାମ୍ବାଦିକ ସଂଘ ଗୁଡ଼ିକ ପକ୍ଷରୁ ଦୃଢ ନିନ୍ଦା କରାଯାଇଛି । ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖା ପକ୍ଷରୁ ସାମ୍ବାଦିକ ଶ୍ରୀ ଲାଠ ଙ୍କ ନାମରେ ଆର୍‌ପିଏଫ ପକ୍ଷରୁ ସମନ ଜାରି ଘଟଣା କୁ ଦୃଢ ନିନ୍ଦା କରାଯିବା ସହିତ ତୁରନ୍ତ କେସ୍ ପ୍ରତ୍ୟାହାର ପାଇଁ ଦାବି ହୋଇଛି I ଏଠାରେ ସୂଚନା ଯୋଗ୍ୟ ଯେ ସମ୍ବଲପୁର ଜ଼ିଲ୍ଲା ବାମରା କ୍ରିୟାନୁଷ୍ଠାନ କମିଟିର ଆହ୍ୱାନ କ୍ରମେ ଗତ ଡିସେମ୍ବର ୧୫ ତାରିଖ ରେ ବାମରା ରେଳ ଷ୍ଟେସନ ଠାରେ ରେଳରୋକୋ କରାଯାଇଥିଲା I ଏଥିରେ କମିଟିର ସଦସ୍ୟଙ୍କ ସମେତ ଶତାଧିକ ଗ୍ରାମବାସୀ ଅଂଶଗ୍ରହଣ କରିଥିଲେ I ଏହି ପରିପ୍ରେକ୍ଷୀରେ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ଓ ସାମ୍ବାଦିକ ଖବର ସଂଗ୍ରହ କରିଥିଲେ I ସେମାନଙ୍କ ମଧରେ ବାମରା ବ୍ଲକର ବରିଷ୍ଠ ସାମ୍ବାଦିକ ଜ୍ୟୋତି କୁମାର ଲାଠ ମଧ୍ୟ ଉପସ୍ଥିତ ଥିଲେ I ଆନ୍ଦୋଳନ ରତ ସଂଗ୍ରାମୀଙ୍କ ସହ ରେଲୱେର ଉଚ୍ଚ ଅଧିକାରୀ, ଆର୍‌ପିଏଫ, ଜିଆର୍‌ପି, ସ୍ଥାନୀୟ ପୋଲିସ, ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହି ଲିଖିତ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଥିଲା। ଏଥିରେ କାହାରି ନାମରେ କୌଣସି ମାମଲା ରୁଜ୍ଜୁ କରାଯିବ ନାହିଁ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ମାତ୍ର ପରବର୍ତ୍ତୀ ସମୟରେ ଆନ୍ଦୋଳନକାରୀ ଙ୍କ ନାମରେ ଆର୍‌ପିଏଫ୍ ପକ୍ଷରୁ ଗୋଟେ ପରେ ଗୋଟିଏ ସମନ ଜାରି କରାଯାଇଥିଲା। ଏହା ସହିତ ସାମ୍ବାଦିକ ଶ୍ରୀ ଲାଠ ଙ୍କ ନାମ ରେ ମଧ୍ୟ ସମନ ଜାରି କରାଯାଇଥିବା ଜଣାପଡ଼ିଛି। ଆଗାମୀ ୨୩ ତାରିଖରେ ଝାରସୁଗୁଡ଼ା ଆର୍‌ପିଏଫ୍ ଥାନାରେ ଉପସ୍ଥିତ ରହି ପକ୍ଷ ରଖିବାକୁ ସମନ ରେ ଉଲ୍ଲେଖ ରହିଛି I
        ଘଟଣାସ୍ଥଳକୁ ଖବର ସଂଗ୍ରହ ପାଇଁ ଯାଇଥିବା ଜଣେ କର୍ତ୍ତବ୍ୟରତ ବରିଷ୍ଠ ସାମ୍ବାଦିକ ଙ୍କ ପ୍ରତି ଆର୍‌ପିଏଫ୍ ର ଏଭଲି ଆଚରଣ କୁ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖା ଜ଼ିଲ୍ଲା ସଭାପତି ହିମାଂଶୁ ଶେଖର ମିଶ୍ର ଏବଂ ଜ଼ିଲ୍ଲା ସମ୍ପାଦକ ସରୋଜ ସାହୁ ଦୃଢ ନିନ୍ଦା କରିବା ସହିତ ସାମ୍ବାଦିକ ଶ୍ରୀ ଲାଠ ଙ୍କ ନାମରେ ରୁଜ୍ଜୁ ମାମଲା ତୁରନ୍ତ ପ୍ରତ୍ୟାହାର କରିବା ପାଇଁ ଦାବି କରିଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like