-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||     

HOME   ଜିଲ୍ଲା

ଭତ୍ତା ଖାଇ ଗଲେ ସରକାରୀ ବାବୁ

22-Jun-2021



, କଳାହାଣ୍ଡି,ଧର୍ମଗଡ଼
(ଜ୍ୟୋତିରଞ୍ଜନ ବେମାଲ)                      
ଭତ୍ତା ଖାଇ ଗଲେ ସରକାରୀ ବାବୁ।ନିରୀହ ବୃଦ୍ଧ, ବୃଦ୍ଧା, ନିରୀହ,ନିଃସହାୟ,ବିଧବା ଙ୍କ ବାର୍ଦ୍ଧକ୍ୟ ଭତ୍ତା ହଡପ ଅଭିଯୋଗ।ଏଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଧଅରପୁର ପଞ୍ଚାୟତ ଆମ୍ବଗୁଡା ଗ୍ରାମରେ।ଲଗଭଗ ୬୦ରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କ ୨ମାସ ର ଭତ୍ତା ଅଦ୍ୟାବଧି ପାଇଁ ନ ଥିବା ଅଭିଯୋଗ ହେଉଛି।ତେବେ ଏଇଠି ପ୍ରଶ୍ନ ଉଠେ-କେଉଁ ପରିସ୍ଥିତି ,କେଉଁ କାରଣ ଯୋଗୁଁ ଏଠାରେ ଭତ୍ତା ବଣ୍ଟନ କରାଯାଇ ନାହିଁ ତାହା ତଦନ୍ତ ସାପେକ୍ଷ ।

ଏଣେ ସରକାର ସାମାଜିକ ସ୍ତର ରେ ବୃଦ୍ଧ, ବୃଦ୍ଧା, ନିରୀହ,ନିଃସହାୟ,ବିଧବା,ବିକଳାଙ୍ଗ ସ୍ୱାଭିମାନ ଭାବେ ବଞ୍ଚିବାକୁ ସହାୟତା ଭାବେ  ମଧୁବାବୁ ପେନସନ,ବାର୍ଦ୍ଧକ୍ୟ, ବିଧବା ,ବିକଳାଙ୍ଗ ଇତ୍ୟାଦି ଭତ୍ତା ଯୋଜନା ନିର୍ମାଣ କରିଛନ୍ତି।ଯାହା ଉଦ୍ଧିଷ୍ଟ ଭାବେ ହିତାଧିକାରୀ ଙ୍କ ସହାଭରଷା ପାଲଟି ଥାଏ।ସେହି ଭତ୍ତା ଖଣ୍ଡିକ ପାଇଁ ତାଙ୍କର ମାସିକ ପ୍ରତିପୋଷଣ ହୋଇଥାଏ।ଏବେ କରୋନା ବେଳ।ଲୋକେ ହନ୍ତସନ୍ତ ପରିସ୍ଥିତି ଗତି କରୁଛନ୍ତି।କାମ ଧନ୍ଦା ଠପ ପଡିଥିବା ବେଳେ ନାଇ ନ ଥିବା ଅସୁବିଧା ରେ ସମ୍ମୁଖୀନ ହେଉଥିବା ନଜର ରହିଛି।ଠିକ ଏତିକି ବେଳେ ନିରୀହ ଙ୍କ ଭତ୍ତା ସରକାରୀ ବାବୁ ହଡପ କରିଥିବା ନେଇ ଗ୍ରାମରେ ଅସନ୍ତୋଷ ଦେଖାଦେଇଛି।ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ୨/୩-ମାସର ଭତ୍ତା ଆତ୍ମସାତ କରିଥିବା ଘଟଣା କୁ ବିଭିନ୍ନ ମହଲରୁ ନିନ୍ଦା କରିବା ସହ ତଦନ୍ତ ର ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026

You Might Also Like