-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||     

HOME   ଜିଲ୍ଲା

ଅଏଲ୍ ଇଣ୍ଡିଆ କମ୍ପାନୀ ଦ୍ଵାରା ଡେନାମାଇଟ୍ ବିସ୍ପୋରଣ କୁ ନେଇ ଲୋକେ ଆତଙ୍କିତ

22-Jun-2021



କଟକ(ଦୀପକ କୁମାର ଷଡଙ୍ଗୀ) : କଟକ ଜିଲ୍ଲା ର ବିଭିନ୍ନ ସ୍ଥାନରେ ଅଏଲ୍ ଇଣ୍ଡିଆ କମ୍ପାନୀ ଦ୍ଵାରା ଅଏଲ୍ ପେଟ୍ରୋଲ ଡିଜେଲ ଅନୁସନ୍ଧାନ ଆରମ୍ଭ କରାଯାଇଛି।ଏହି ଅନୁସନ୍ଧାନ କରିବା ପାଇଁ ମାଟି ରେ ବୋରିଙ୍ଗ୍ କରି ରାସାୟନିକ ଦ୍ରବ୍ୟ କୁ ନେଇ ବ୍ୟାଟେରୀ କରେଣ୍ଟ ସାହାଯ୍ୟରେ ବ୍ଲାଷ୍ଟ କରାଯାଉଥିବା ବେଳେ ମାଟି ରେ  ସାଧାରଣ କମ୍ପନ କୁ ସାଧାରଣ ଜନତା ଆତଙ୍କିତ ଥିବାବେଳେ ଆମ ପ୍ରତିନିଧି ସ୍ଥାନୀୟ ତହସିଲଦାରଙ୍କ ସହ ଫୋନ୍ ମଧ୍ୟମରେ ଯୋଗାଯୋଗ କରିବା ସହିତ ଅଏଲ୍ ଇଣ୍ଡିଆ କମ୍ପାନୀ ର ଅଧିକାରୀ ଙ୍କୁ ଭେଟି ସମସ୍ତ କାଗଜପତ୍ର ଦେଖିବା ସହିତ ଯାଣିବାକୁ ପାଇଥିଲେ ଯେ ଏହାର ପ୍ରଭାବ ରେ କୌଣସି ଅସୁବିଧା ହେବନାହିଁ ଏବଂ କମ୍ପାନୀ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା ସହିତ ଏହି କାର୍ଯ୍ୟ କରାଯାଇଥାଏ। ଏହାପାଇଁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଅନୁମତି କ୍ରମେ ଏହି କାର୍ଯ୍ୟ କରାଯାଉଛି ଏଥିରେ କୌଣସି ଭୟଭୀତ ହେବାର ଆଶଙ୍କା ଥିବା ନେଇ କମ୍ପାନୀ ର ଅଧିକାରୀ ଶ୍ରୀ ପଣ୍ଡା ସୁଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026
  ଜିଲ୍ଲା  
ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   27-Apr-2026
  ଜିଲ୍ଲା  
ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   27-Apr-2026
  ଜିଲ୍ଲା  
“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   27-Apr-2026
  ଜିଲ୍ଲା  
ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   27-Apr-2026
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026

You Might Also Like