-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ରାଜ୍ୟ

ସରକାରୀ ଆଇନକୁ ଫୁ କରି ଉଡାଇଦେଲେ ବୃନ୍ଦାଦେଈପୁରର ବାଲିମାଫିଆ : ଭାରିଯାନ ଯୋଗେ ନିର୍ଦ୍ଧାରିତ ପରିମାଣଠାରୁ ୧୦ ଗୁଣ ଅଧିକ ବାଲି ପରିବହନ,ଜଳକା ପାଲଟିଛି ପ୍ରଶାସନ

22-Jun-2021



ଯାଜପୁର (ପ୍ରେରଣା ଖବର) ଯାଜପୁର ଜିଲ୍ଲାର ଧର୍ମଶାଳା ତହସିଲ ଅଧୀନ ବୃନ୍ଦାଦେଈପୁର ବାଲିଘାଟରେ ଦିନକୁ ଦିନ ଲକ୍ଷାଧିକ ଟଙ୍କାର ରାଜସ୍ୱ ହାନି ହେଉଥିବା ଅଭିଯୋଗ ହୋଇଛି ।ରାଜନେତାଙ୍କ ଛତ୍ରଛାୟାତଳେ ରହି ପ୍ରାଶାସନିକ ଅଧିକାରୀଙ୍କ ମଧୁଚନ୍ଦ୍ରିକା ସମ୍ପର୍କ କ୍ରମେ ଏଠାରେ ବାଲିମାଫିଆମାନେ ହୋଇଉଠିଛନ୍ତି ସକ୍ରିୟ । ଲିଜଧାରୀଙ୍କ ଦ୍ୱାରା ଉକ୍ତ ବାଲିଘାଟରୁ  ନିଲାମର ସର୍ତ୍ତାବଳୀ ଅନୁସାରେ ବାଲି ଉଠାଇବାର ନିୟମ ରହିଛି ।କିନ୍ତୁ ସରକାରୀ ନିୟମକୁ ଫୁ କରାଯାଇ ଏଠାରେ ବାଲିମାଫିଆମାନଙ୍କ ଦ୍ୱାରା ନିର୍ଦ୍ଧାରିତ ପରିମାଣଠାରୁ  ୧୦ ଗୁଣ ଅଧିକ ବାଲି ହାଇୱା, ଟ୍ରକ ଆଦି ଭାରିଯାନ ଯୋଗେ ପରିବହନ କରାଯାଉଥିବାର ଦେଖିବାକୁ ମିଳୁଛି ।ପୁଣି ବିନା ୱାଇ ଫର୍ମରେ କରାଯାଉଛି ବାଲି ପରିବହନ।କେବଳ ତଦାରଖର ସୁରାକ ମିଳିଲେ ତରବରିଆଭାବେ ହାତଗଣତି କିଛି ୱାଇ ଫର୍ମ କାଟିଦିଆଯାଇଥାଏ ।ସ୍ପଷ୍ଟ ଦିବାଲୋକରେ ବିଭାଗୀୟ ଅଧିକାରୀ ଓ ତୃଣମୂଳ ସ୍ତରର କର୍ମଚାରୀମାନେ ପ୍ରତିଦିନ ବାଲିଘାଟରେ ହେଉଥିବା ବେଆଇନ କାର୍ଯ୍ୟକୁ ଜଳଜଳ କରି ଦେଖୁଥିଲେ ମଧ୍ୟ ଯଥାସମୟରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବା ୫-ଟି ନୀତିର ସ୍ୱଚ୍ଛତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି ।ନିକଟରେ ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଥିଲେ ମଧ୍ୟ ରାଜସ୍ୱ ନିରୀକ୍ଷକ ବିରାଡ଼ି ଆଖି ବୁଜି କ୍ଷୀର ପିଇବାର ଅଭିନୟ ଅଞ୍ଚଳବାସୀଙ୍କୁ ସଦା କରିଛି ଚକିତ ।ମାସିକ ମୋଟା ଅଙ୍କର ବକ୍ସିସ କାରବାର ଯୋଗୁଁ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଆଦୌ ପାଟି ଖୋଲୁ ନ ଥିବା ବିଷୟ ସାଧାରଣରେ ଚର୍ଚ୍ଚା ଜୋର ଧରିଛି ।ବିଭାଗୀୟ ଅଧିକାରୀଙ୍କ ଦୁର୍ନୀତି ଖୋର ଓ ଅପାରଗତା ମନୋଭାବ ପାଇଁ ରାତିପାହିଲେ ଏଠାରେ ଜମୁଛି ବାଲିମାଫିଆମାନଙ୍କ ଜମାଣିଆ ଆସର ।କଳାପଥର ପରେ ବାଲିମାଫିଆମାନଙ୍କର ଦୌରାତ୍ମ୍ୟ ବର୍ତ୍ତମାନ ଅସହ୍ୟ ହେବାକୁ ଲାଗିଲାଣି ।ଏଥିନେଇ ବାରମ୍ବାର ଅଭିଯୋଗ କଲେ ତାହା ଯଥା ପୂର୍ବାଂ ତଥା ପରଂ ବୋଲି ଅନୁଭୂତ ହେଉଛି ।ଭାରିଯାନ ଯାତାୟାତ କରିବା କାରଣରୁ ବ୍ରାହ୍ମଣୀ ନଦୀବନ୍ଧ କ୍ରମଶଃ  ଦୁର୍ବଳ ହେଉଥିବାରୁ ନଦୀକୂଳବର୍ତ୍ତୀ ଅଞ୍ଚଳର ଲୋକମାନଙ୍କ ଜୀବନ ପ୍ରତି ବିପଦ ଆଶଙ୍କା ଦେଖାଦେଇଛି ।ଏ ସମ୍ପର୍କରେ ଧର୍ମଶାଳା ତହସିଲଦାର ଦେବୀ ପ୍ରସାଦ ମହାନ୍ତିଙ୍କ ସହିତ ଯୋଗାଯୋଗ କରାଯାଇଥିଲେ ସୁଦ୍ଧା କୌଣସି ଉତ୍ତର ମିଳିପାରି ନ ଥିଲା ।ତେଣୁ ଜିଲ୍ଲା ପ୍ରଶାସନ ଏଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେଇ ବିଧିବଦ୍ଧ ସରଜମିନ ତଦନ୍ତ କରିବା ପୂର୍ବକ ବାଲିମାଫିଆମାନଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦୃଢ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like