-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ରାଜ୍ୟ

ପ୍ରେମ ପାଇଁ କୋର୍ଟରେ ଲଢି ଜିତିଲେ ଯୁବତୀ: ପରିବାରକୁ ଛାଡିଲେ ଓଡିଆ ପୁଅ ହାତ ଧରିଲେ

22-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ଗତ ୧୫ରେ ଓଡିଆ ଯୁବକଙ୍କୁ ବିବାହ କରିବା ପାଇଁ ଯୁବତୀ ଆକାଂକ୍ଷା ଭୁବନେଶ୍ୱର ଆସିଥିଲେ । ହେଲେ ତାଙ୍କ ପରିବାର ଲୋକ ନାବାଳିକା ଝିଅଙ୍କୁ ଅପହରଣ କରିଥିବା ନେଇ ଥାନରେ ଅଭିଯୋଗ କରିଥିଲେ ।
ଓଡିଆ ଯୁବକଙ୍କୁ ବିବାହ କରିବା ପାଇଁ ପରିବାର ହାତ ଛାଡିଦେଲେ ୟୁପିର ଯୁବତୀ । ନିଜ ପ୍ରେମକୁ ପାଇବା ପାଇଁ ଭୁବନେଶ୍ୱର କୋର୍ଟରେ ଲଢିଲେ ୟୁପି ଗୋରଖପୁରର ଝିଅ ଆକାଂକ୍ଷା ସିଂ । ଶେଷରେ ନିଜ ପ୍ରେମ ପାଇଁ ପରିବାର ଲୋକଙ୍କ ହାତ ଛାଡି  ଭୁବନେଶ୍ୱର ଏୟାରପୋର୍ଟ ଥାନା ଅ ଳରେ  ରହୁଥିବା ପୃଥ୍ୱୀରାଜ ପଣ୍ଡାଙ୍କ ହାତ ଧରିଛନ୍ତି । ଏଥିସହ ତାଙ୍କ ପ୍ରେମକୁ ପାଇ ସେ ନିରାପଦରେ ଓଡିଶାରେ ରହିବେ ବୋଲି କହିଛନ୍ତି । 
ସୂଚନା ମୁତାବକ ପୃଥ୍ୱୀରାଜ ଗୋରଖପୁରରେ ଚାକିରି କରୁଥିବା ବେଳେ ଅକାଂକ୍ଷାଙ୍କ ସହ ଦେଖା ହେବା ପରେ ପ୍ରେମ ସମ୍ପର୍କ ବଢିଥିଲା । ହେଲେ ଆକାଂକ୍ଷାଙ୍କ  ପରିବାର ଲୋକ ପୃଥ୍ୱୀରାଜଙ୍କ ସହ ଝିଅର ବିବାହକୁ  ବାରଣ କରୁଥିଲେ । ମାତ୍ର ଗତ ୧୫ରେ ପୃଥ୍ୱୀରାଜଙ୍କ ସହ ଆକାଂକ୍ଷା ଭୁବନେଶ୍ୱର ଚାଲିଆସିଥିଲେ । ହେଲେ ଅକାାଂକ୍ଷାଙ୍କ ପରିବାର ଲୋକ ଝିଅକୁ ନାବାଳିକା ଦର୍ଶାଇଥିଲେ । ଏଥିସହ ତାଙ୍କ ନାବାଳିକା ଝିଅଙ୍କୁ ଅପହରଣ କରିଥିବା ନେଇ ଥାନରେ ଅଭିଯୋଗ କରିଥିଲେ । ଅଭିଯୋଗକୁ ଆଧାର କରି ୟୁପି ପୋଲିସ ଓଡିଶାରେ ପହଁଚିଥିଲା ।
ଏଥିସହ ପୃଥିରାଜଙ୍କୁ ଗିରଫ କରିବା ସହ ଝିଅକୁ ନେବାକୁ କମିଶନରେଟ ପୋଲିସ ଉପରେ ଚାପ ପକାଇଥିଲା । ମାତ୍ର ଝିଅ ସାବାଳିକା ଥିବା ସହ ୟୁପିରେ ତାଙ୍କ ଜୀବନ ପ୍ରତି ବିପଦ ଥିବା ଦର୍ଶାଇଥିଲେ । ଏୟାରଫିଲ୍ଡ ଥାନା ପୋଲିସ ୟୁପୁ ପୋଲିସକୁ କୌଣସି କାର୍ଯ୍ୟାନୁଷ୍ଠାନ ନେବାକୁ ବାରଣ କରିଥିଲା । ଏଥିସହ ସୋମବାର ସିଜେଏମ କୋର୍ଟରେ ଝିଅର ୧୬୪ ବୟନ ରେକର୍ଡ କରାଯାଇଥିଲା । ଝିଅ କୋର୍ଟରେ ନିଜର ମାଟ୍ରିକ ସାର୍ଟିଫିକେଟ ଦେଖାଇବା ପରେ ସେ ସାବାଳିକା ଥିବା ସ୍ପଷ୍ଟ ହୋଇଥିଲା । ସେ ନିଜ ଇଛାରେ ଘରୁ ଆସିଥିବା କହିଥିଲେ । ଏଥିସହ ପୃଥ୍ୱୀରାଜଙ୍କୁ ମନ୍ଦରରେ ବିବାହ କରି ସ୍ୱାମୀଙ୍କ ସହ ରହିିବାକୁ ଉଚ୍ଛୁକ ।
ଏହା ପରେ ଅକାଂକ୍ଷାଙ୍କୁ ତାଙ୍କ ପରିବାର ଲୋକ ଫେରିଯିବାକୁ ବାଧ୍ୟ କରିଥିଲେ ମଧ୍ୟ ସେ ଫେରିଯିବାକୁ ମନା କରିଦେଇଥିଲେ । ସେ ତାଙ୍କ ସ୍ୱାମୀଙ୍କ ସହ ରହିବାକୁ ଚାହୁଁଥିବା କୋର୍ଟକୁ ଜଣାଇବା ପରେ କୋର୍ଟ ସାବାଳିକା ଦୃଷ୍ଟି କୋଣରୁ ଅନୁମତି ଦେଇଥିଲେ । ଫଳରେ ୟୁପି ପୋଲିସ ଓ ଆକାଂକ୍ଷାଙ୍କ ପରିବାର ଲୋକ ନିରାଶ ହୋଇ ଫେରିଯାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like