-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||     

HOME   ଜିଲ୍ଲା

ମହିଶରାରେ ଆଦର୍ଶ ପ୍ରେସ କ୍ଲବ ଓ ଉତ୍କଳମଣି ସେବା ସଂଗଠନ ପକ୍ଷରୁ ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

22-Jun-2021



ଯାଜପୁର (ପ୍ରେରଣା ଖବର) : କୋରୋନା ମହାମାରୀ ବିପତ୍ତି ସମୟରେ ସମଗ୍ର ଅଂଚଳବାସୀଙ୍କ ସୁସ୍ଥ ଓ ନିରାମୟ ଜୀବନ କାମନା କରି ଯାଜପୁର ଜିଲ୍ଲାର ଧର୍ମଶାଳା ବ୍ଲକ ଅନ୍ତର୍ଗତ ମହିଶରାଠାରେ ସ୍ଥାନୀୟ ଆଦର୍ଶ ପ୍ରେସ କ୍ଲବ ଓ ଜେନାପୁରସ୍ଥ ଉତ୍କଳମଣି ସେବା ସଂଗଠନର ମିଳିତ ଆନୁକୂଲ୍ୟରେ ଆଜି ଅନ୍ତର୍ଜାତୀୟ ଯୋଗ ଦିବସ କୋରୋନା କଟକଣା ମଧ୍ୟରେ ପାଳିତ ହୋଇଯାଇଛି ।ଏହି ଅବସରରେ ଧର୍ମଶାଳା ଆଦର୍ଶ ପ୍ରେସ କ୍ଲବର ସମ୍ପାଦକ ତଥା ଉତ୍କଳମଣି ସେବା ସଂଗଠନର ସକ୍ରିୟ ସଭ୍ୟ ମୋହନ ମଲ୍ଲିକଙ୍କ ଆବାହକତ୍ଵରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରେସ କ୍ଲବର ଉପସଭାପତି ବଳରାମ ଦାସ ଓ ସଭ୍ୟ ବାବୁଲି ଘଡେଇଙ୍କ ସମେତ ସଂଗଠନର କର୍ମକର୍ତ୍ତା ଏବଂ ସ୍ଥାନୀୟ ଅଞ୍ଚଳବାସୀ ହୃଦାନନ୍ଦ ଘଡେଇ,ସୌମ୍ୟରଂଜନ ଘଡେଇ,କଳ୍ପତରୁ ଘଡେଇ,ବିନାୟକ ଘଡେଇ,ବିନୟ କୁମାର ଦାସ, ରାଜରାମ ଘଡେଇ ଓ ପ୍ରଶାନ୍ତ ଘଡେଇ ପ୍ରମୁଖ ସାମିଲ ହୋଇ ଯୋଗାସନ ଓ ପ୍ରାଣାୟମର ବିବିଧ ଅଭ୍ୟାସ କରିଥିଲେ ।ଏହାଛଡା ସମ୍ପାଦକ ଶ୍ରୀ ମଲ୍ଲିକ ଓ କର୍ମକର୍ତ୍ତାମାନେ  ଗ୍ରାମବାସୀ ଓ ଛାତ୍ରଛାତ୍ରୀମାନଙ୍କୁ ସୁସ୍ଥ ଓ ସୁଖୀ ରହିବାର ଏକମାତ୍ର ମାଧ୍ୟମ ଯୋଗ ଏବଂ ଏହା ଶାରୀରିକ,ମାନସିକ ଓ ଆଧ୍ୟାତ୍ମିକ ଶକ୍ତି ବୃଦ୍ଧି କରିବାର ଏକ ଅଭ୍ୟାସ ବୋଲି ଅଭିହିତ କରିଥିଲେ ।ପୁଣି ଯୋଗାଭ୍ୟାସର ବିବିଧ ଉପାଦେୟତା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ସହ ଏହାକୁ ନିୟମିତ ଜାରି ରଖିଲେ ଯୋଗ ଦିବସ ପାଳନର ଯଥାର୍ଥତା ପ୍ରତିପାଦିତ ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026

You Might Also Like