-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ପରିଦର୍ଶନ କରି ବିଭିନ୍ନ ବିଷୟରେ ସମୀକ୍ଷା କଲେ ବଲାଙ୍ଗୀର ରାଜେନ୍ଦ୍ର ବିଶ୍ଵ ବିଦ୍ୟାଳୟ ସିଡିସି ଚେଆରମେନ

22-Jun-2021



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜକୁ ଆଜି ବଲାଙ୍ଗୀର ରାଜେନ୍ଦ୍ର ବିଶ୍ଵ ବିଦ୍ୟାଳୟର ସିଡିସି ଚେଆରମେନ ଡକ୍ତର ବି.ପି.ମିଶ୍ର ପରିଦର୍ଶନରେ ଆସି ମହାବିଦ୍ୟାଳୟର ବିଭିନ୍ନ ବିଷୟ ଉପରେ ସମୀକ୍ଷା କରିଥିଲେ l ତାଙ୍କ ସହିତ ଡେପୁଟି ରେଜିଷ୍ଟାର ଡକ୍ତର ବି.ବେହେରା ଏବଂ ଷ୍ଟେନୋ ଏସ.କେ.ସାହୁ ମଧ୍ୟ ଆସିଥିଲେ l କଲେଜ ଅଧ୍ୟକ୍ଷ ଧୀରେନ୍ଦ୍ର କୁମାର ନାୟକଙ୍କ ଚ୍ୟାମ୍ବରରେ ଅନୁଷ୍ଟିତ ସମୀକ୍ଷା ଵୈଠକ ପୂର୍ବରୁ 2020-21 ଶିକ୍ଷାବର୍ଷ ନିମନ୍ତେ ରାଜେନ୍ଦ୍ର ବିଶ୍ଵ ବିଦ୍ୟାଳୟ ତରଫରୁ ପ୍ରଥମ କରି ସହବନ୍ଧନ ସକାଶେ ସୁବର୍ଣ୍ଣପୁର ଜିଲ୍ଲାର ବିନିକା ସିଦ୍ଧାର୍ଥ କଲେଜକୁ ପରିଦର୍ଶନ କରିଥିବାରୁ ସିଡିସି ଚେଆରମେନ ଓ ତାଙ୍କ ସାଥିରେ ଆସିଥିବା ଷ୍ଟାଫଙ୍କୁ କଲେଜ କର୍ତୁପକ୍ଷ ସମ୍ବର୍ଦ୍ଧିତ କରିଥିଲେ l ଅନୁଷ୍ଟିତ ଵୈଠକରେ କଲେଜର ଭିତ୍ତିଭୂମି ଲାଇବ୍ରେରି,ଲବୋଟରି, ଶ୍ରେଣୀକକ୍ଷ,କମ୍ପ୍ୟୁଟର ଲାବ,ସାଇକଲ ଷ୍ଟାଣ୍ଡ, କଲେଜ ପାଚେରୀ,କଲେଜର ଆର୍ଥିକ ସ୍ଥିତି ଏବଂ କଲେଜର ଉନ୍ନତି ମୂଳକ କାର୍ଯ୍ୟକ୍ରମ ଉପରେ ବିଶଦ ଆଲୋଚନା କରାଯାଇଥିଲା  ଏହି ଅବସରରେ କଲେଜ ଅଧ୍ୟକ୍ଷ ଧୀରେନ୍ଦ୍ର କୁମାର ନାୟକଙ୍କ ସହ ବରିଷ୍ଠ ଅଧ୍ୟାପକ ଗୋପାଳ କୃଷ୍ଣ ଦାଶ,ରୁଦ୍ର ନାରାୟଣ ଦାଶ, ବାଣୀ ପ୍ରସାଦ ବିଶ୍ଵାଳ,ଭଗବାନ ସାହୁ,ମାନସ ମିଶ୍ର,ବିଶ୍ଵନାଥ ମିଶ୍ର,ପ୍ରିତମ ପଣ୍ଡା,ଅଧ୍ୟାପିକା ଦୀପ୍ତିରାଣୀ ସ୍ୱାଇଁ,ପ୍ରମିତା ମିଶ୍ର,ଦିବ୍ୟାଲୋକା ମହାପାତ୍ର,ରୁବୀ ପୂଜାରୀ, ଦୀପିକା ବାରିକ,ସୁପ୍ରଭା ପୂଜାରୀ, ଲାଇବ୍ରେରିଅନ ଭାରତୀ ବାବୁ,କିରାଣୀ ସନ୍ତୋଷ ପଣ୍ଡା,ପ୍ରକାଶ ଦାଶ,ଲକ୍ଷ୍ମଣ ଝାଂକର,ବିକ୍ରମ ମେହେର,ଶ୍ରୀକାନ୍ତ ମେହେର,ଲକ୍ଷ୍ମୀକାନ୍ତ ନନ୍ଦ,ପୀତବାସ ନେଗି,ମାନସ ତ୍ରିପାଠୀ,ମାନସ ନାୟକ,ସରୋଜ କାଣ୍ଡ,ତପସ୍ଵିନୀ ଖୁର୍ଡିଆ,ସୋନୁ ବେରିହା, ଲବଣୀ ଝରିଆ ପ୍ରମୁଖ ଷ୍ଟାଫ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like