-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ଦୁଇ ବର୍ଷ ପୁର୍ବରୁ ସାପ କାମୁଡି ଦେଇଥିଲା- ସତଙ୍କ ଗୋଡରେ ବଢୁଛି ଘା, ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

22-Jun-2021



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା) ଜଙ୍ଗଲକୁ ଗାଇ ଚରାଇବାକୁ ଯାଇଥିଲେ । ଏକ ବିଷଧର ସାପ ଗୋଡରେ  କାମୁଡି ଦେଲା । ଗ୍ରାମଂଚଳଠୁ ଅରମ୍ଭ କରି ଦାକ୍ତରଖାନାରେ ମଧ୍ୟ ଚିକିତ୍ସା କଲେ ହେଲେ ଗୋଡ ଭଲ ହେଲା ନାହିଁ । ଗୋଡକୁ ଭଲ କରିବାକୁ ହେଲେ ଅର୍ଥର ଆବଶ୍ୟକତା ରହିଛି । ହେଲେ ଅର୍ଥ ଅଭାବରୁ ଚିକିତ୍ସା ହୋଇନପାରି ଗୋଡର ଘାତ ବଢିବାରେ ଲାଗିଥିବାରୁ ଠିକ ଭାବରେ ଚାଲିପାରୁ ନାହାନ୍ତି । ଏଭଲି  ଏକ ଘଟଣା ଦେଖିବାକୁ ମିଲିଛି ଉଲୁଣ୍ଡା ବ୍ଲକ ଜଉଁରାଭଉଁରା ପଂଚାୟତର କୃଷ୍ଣପୁର ଗାଁରେ । ଏହି ଗାଁରେ ବସବାସ କରନ୍ତି ସତ କୁମାର ବାରିକ । ବାପା ମାଁ ଆରପାରିକୁ ଚାଲି ଗଲା ପରେ ସେ ଅଶହାୟ ଅବସ୍ଥାରେ ରହୁଛନ୍ତି । ଦୁଇ ବର୍ଷ ପୁର୍ବରୁ ସତ ଜଙ୍ଗଲକୁ ଗାଇ ଚରାଇବାକୁ ଯାଇଥିଲେ । ସେଠାରେ  ତାଙ୍କ ଗୋଡରେ ଏକ ବିଷଧର ସାପ କାମୁଡି ଦେଇଥିଲା । ଗ୍ରାମଂଚଲରେ   ଚିକିତ୍ସା କଲାପରେ ଭଲ ହେବା ବଦଳରେ ଆହୁରି ଗୋଡରେ ଘା ପଚି ଯାଇଥିଲା । ପରେ ସେ ବୁର୍ଲା ଦାକ୍ତରଖାନାକୁ ଯାଇ ଚିକିତ୍ସା କରାଇଥିଲେ ମଧ୍ୟ ଠିକ ହୋଇନଥିଲା । ଘରେ ଯାହା ଥିଲା ଖର୍ଚ କରି ଦେଇଥିବା ବେଳେ ଘୋଡ ଭଲ ହେବା ପାଇଁ ଆହୁରୀ ଅର୍ଥର ଆବଶ୍ୟକତା ରହିଛି । ହେଲେ ଆର୍ଥୀକ ଅନଟନ ଯୋଗୁଁ
 ଚିକିତ୍ସା ହୋଇନପାରି ଗୋଡର ଘା ପଚି ଯାଇ ଘାତକ ସୃଷ୍ଟି ହୋଇ ଗଲାଣି । ଫଳରେ ସେ ଏକ ଆଶା ବାଡି ସାହାରାରେ ଚାଲୁଛନ୍ତି । ଦିନକୁ ଦିନ ତାଙ୍କ ଅବସ୍ଥା ଗୁରୁତର ହେବାକୁ ଲାଗିଥିବା ବେଳେ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ପରିବାରରେ କେହି ନଥିବାରୁ  ଘରେ ରୋଷେଇ କରି ଖାଇବାକୁ ବାଧ୍ୟ ହେଉଛନ୍ତି । କ୍ରମଶଃ ଘା ବଢି ଯାଉଥିବା ବେଲେ ମାନିସିକ ଚିନ୍ତା ଲାଗି ରହିଛି । ଯଥାଶୀଘ୍ର ଉପଯୁକ୍ତ ଚିକିତ୍ସା ନକଲେ ଭବିଶ୍ୟତ ଅନ୍ଧାରକୁ ଠେଲି ହୋଇଜିବା ଆଶଙ୍କା କରାଯାଉଛି । ସ୍ୱାସ୍ଥ୍ୟ ବିଭାଗ ଏଥି ପ୍ରତି ତୁରନ୍ତ ଦୃଷ୍ଟି ଦେଇ ଚିକିତ୍ସା ପାଇଁ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like