-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚ ତରଫରୁ ରନ୍ଧାଖାଦ୍ୟ ବଣ୍ଟନ

22-Jun-2021



ବଲାଙ୍ଗିର,(ପ୍ରେରଣା ଖବର)- ଜିଲ୍ଲା ବରିଷ୍ଠ ନାଗରିକ ମଂଚ ତରଫରୁ ତଥା ଜିଲ୍ଲାର ଏକ ଅଗ୍ରଣୀ ସାମାଜିକ ସଂଗଠନ ସ୍ମାଇଲ ଫର ଅଲ୍ ଅନୁଷ୍ଠାନର ସହଯୋଗରେ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲ ପରିସରେ ରୋଗୀମାନଙ୍କ ସହାୟକ ଓ ଅସହାୟ ଲୋକମାନଙ୍କୁ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଥିଲା । ପ୍ରଥମେ ବିଶିଷ୍ଟ ସମାଜସେବୀ ତଥା ଲୋକମାନଙ୍କର ସୁଖ ଦୁଃଖର ସାଥୀ ଶ୍ରମିକ ନେତା ସ୍ୱର୍ଗତ ଲଳିତ ନାୟକଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଏଥିରେ ସହଯୋଗ କରିଥିଲେ ମଂଚର ସଭାପତି ନାରାୟଣ ପାଢୀ, ସାଧାରଣ ସଂପାଦକ ପ୍ରଭାକର ମିଶ୍ର, ଅତିରିକ୍ତ ସାଧାରଣ ସଂପାଦକ ମନୋରଂଜନ ମିଶ୍ର, କୋଷାଧ୍ୟକ୍ଷ ବିରଞô୍ଚ ହୋତା, ସଂଗଠନ ସଂପାଦକ ବିନୟ କୁମାର ମିଶ୍ର, ଯୁଗ୍ମ ସଂପାଦକ ସୁନିଲ ଚନ୍ଦ୍ର ବିଶ୍ୱାଲ, ଉପଦେଷ୍ଟା ପଦ୍ମଚରଣ ଆଚାର‌୍ୟ୍ୟ, ବରିଷ୍ଠ ସଦସ୍ୟ ବିଶ୍ୱନାଥ ମିଶ୍ର ଓ ଚିତ୍ତରଂଜନ ପଟେଲ । ଲଳିତ ନାୟକ ଶ୍ରମିକ କର୍ମଚାରୀ ମହାସଂଘ ତରଫରୁ ସହଯୋଗ କରିଥିଲେ ଅଧ୍ୟକ୍ଷ ଦିପକ କୁମାର ନାୟକ, ଉପାଧ୍ୟକ୍ଷଦ୍ୱୟ ରତନ କୁମାର ମହାରଣା ଓ ପ୍ରଭାସ ପାଣିଗ୍ରାହୀ, କିଶୋର ମିଶ୍ର, ଲମ୍ବୋଦର ସାଏ, ଅବିନ ମହାକୁଡ, ବିଭାସ ଘଡେଇ, ଉପଦେଷ୍ଟା ଦ୍ୱୟ ଶ୍ରୀୟାକାନ୍ତ ପାଣିଗ୍ରାହୀ ଓ ବିନୋଦ ଦାସ । ଏତଦ୍ ବ୍ୟତିତ ସ୍ମଇଲ ଫର ଅଲ୍ ଅନୁଷ୍ଠାନର ସଂପାଦକ ସଂଜୀବ ସାହୁ, ଉପଦେଷ୍ଟା ଅମୁଲ୍ୟ ସେଠ, ରବି ଚାନ୍ଦ, ରିକୁ ଚନ୍ଦନ, ସୁଦର୍ଶନ ଚିରଗୁନ, ଶିବୁ ବଗର୍ତ୍ତି, ରୁନା ବଗର୍ତ୍ତି, ବଣ୍ଟି ଘିବେଲା, ପ୍ରଶାନ୍ତ ବିଶି, ବଣ୍ଟି ବିଶ୍ୱାଲ, ରବିନ୍ଦ୍ର କାଲସାଏ, ପ୍ରଭାତ ମିଶ୍ର, ଟିକୁ ସାହୁ, ସୌଭାଗ୍ୟ ବେହେରା, ସଂଜୁ ନାଏକ, ସୌଦାମିନୀ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ । ବରିଷ୍ଠ ନାଗରିକ ମଂଚ ତଥା ଲଳିତ ନାୟକ ଶ୍ରମିକ କର୍ମଚାରୀ ମହାସଂଘର ସାଧାରଣ ସଂପାଦକ ପ୍ରଭାକର ମିଶ୍ର ଉପସ୍ଥିତ ଥିବା ସମସ୍ତଙ୍କୁ ଅନୁରୋଧ କରିଥିଲେ ଯେ ସମାଜରେ ଅବହେଳିତ ଅସହାୟ ନିଷ୍ପେସିତ ଲୋକମାନଙ୍କର ସାଥି ଥିଲେ ସ୍ୱର୍ଗତ ଲଳିତ ନାୟକ, ସେଥି ପାଇଁ ଏହି ସ୍ଥାନରେ ପ୍ରତିଦିନ ଲଳିତ ନାୟକଙ୍କ ସ୍ମୃତିରେ ତାଙ୍କର ଫଟୋଚିତର ମାଲ୍ୟାର୍ପଣ ତଥା ଶ୍ରଦ୍ଧାଞ୍ଜଳି ଅର୍ପଣ କରି ରନ୍ଧାଖାଦ୍ୟ ବଣ୍ଟନ କରାଯାଉ । ୍େରଶେଷରେ ପଦ୍ମଚରଣ ଆଚାର‌୍ୟ୍ୟ ସ୍ମାଇଲ ଫର ଅଲ ଅନୁଷ୍ଠାନର ସମସ୍ୟ କର୍ମକର୍ତ୍ତା ଓ ସଦସ୍ୟମାନଙ୍କ କାର‌୍ୟ୍ୟକୁ ପ୍ରଶଂସା କରି କୃତଜ୍ଞତା ଜଣାଇଥିଲେ ଓ ଲଳିତ ନାୟକ ଶ୍ରମିକ କର୍ମଚାରୀ ମହାସଂଘର ସମସ୍ତ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like