-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ଅନାଥ ଶିଶୁ ଙ୍କ ଭବିଷ୍ୟତ ଗଢ଼ିବ, ଅନାଥ ଙ୍କୁ ନବୀନଙ୍କ ଥଇଥାନ ସ୍ୱାଗତଯୋଗ୍ୟ- ଓଡ଼ିଶା ସାମ୍ବାଦିକ ସଂଘ

22-Jun-2021



 ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ବିଗତ ବର୍ଷରୁ ତଥା କୋଭିଡ଼ ଭଳି ସଙ୍କଟ ବେଳେ  ପିତାମାତା ଉଭୟଙ୍କୁ ହରାଇଥିବା ଅନାଥ ଶିଶୁଙ୍କ ଥଇଥାନ ପାଇଁ କାଲି ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର ତଥା ରାଜ୍ୟ ପ୍ରଶାସନ l ଉଭୟଙ୍କୁ ହରାଇଥିବା ଅନାଥ ଶିଶୁଙ୍କ ଲାଳନ ପାଳନ ଓ ପାଠ ପଢା ପାଇଁ କେୟାର ଟେକରଙ୍କ ଏକାଉଣ୍ଟ ରେ ମାସିକ    ୨୫୦୦ ଟଙ୍କା  ଜମା କରାଯିବାକୁ  ନିଷ୍ପତ୍ତି ହୋଇଥିବା ବେଳେ ପିତା କିମ୍ବା ମାତା ଜଣଙ୍କୁ ହରାଇଥିବା ଅନାଥ ଶିଶୁଙ୍କୁ ମିଳିବ ୧୫୦୦  ଟଙ୍କା l ପିଲାଙ୍କ ଶିକ୍ଷା, ଭରଣ ପୋଷଣ ଓ ଯତ୍ନ ପାଇଁ  18 ବର୍ଷ ଯାଏ ଏଇ ସହାୟତା ରାଶି କେୟାର ଟେକରଙ୍କ  ଆକାଉଣ୍ଟ ରେ ପ୍ରତି ମାସ  ଜମା କରିବ ଜ଼ିଲ୍ଲା ପ୍ରଶାସନ l ଏହା ବ୍ୟତୀତ  ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ  ବୀମା ଯୋଜନା  ଓ  ଖାଦ୍ୟ ସୁରକ୍ଷା  ଯୋଜନାରେ ଶିଶୁ କୁ  ଅନ୍ତର୍ଭୁକ୍ତ କରାଯାଇ କେନ୍ଦ୍ରୀୟ ବିଦ୍ୟାଳୟ  କିମ୍ବା ଆଦର୍ଶ ବିଦ୍ୟାଳୟରେ ଶିଶୁ ପଢିବାକୁ ଚାହିଁଲେ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ମାଗଣାରେ ଶିକ୍ଷା ଲାଭ ପାଇଁ ତାକୁ ପ୍ରଥମେ  ଅଗ୍ରାଧିକାର ଦିଆଯିବ  ଏବଂ  କେୟାର ଟେକରଙ୍କୁ ମଧ୍ୟ ପ୍ରଶାସନ ପକ୍ଷରୁ ସମସ୍ତ ସରକାରୀ ସୁବିଧା ଯୋଗାଇ ଦିଆଯିବାକୁ ଓ ଏଭଳି  ଅସମୟରେ ପିତା ମାତାଙ୍କୁ ହରାଇଥିବା ଜଣେ ବି ଅନାଥ ଶିଶୁ ଯେମିତି "ଆଶୀର୍ବାଦ ଯୋଜନା ରୁ ବାଦ" ନ ପଡିବେ ସେଥିପ୍ରତି ଧ୍ୟାନ ଦେବା ସହ ତତ୍ପରତା ପ୍ରକାଶ କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ 

ମାନଙ୍କୁ କଡା ନିର୍ଦ୍ଦେଶ କରିଛନ୍ତି l ମୁଖ୍ୟମନ୍ତ୍ରୀଙ୍କ ଏଇ ଆଶୀର୍ବାଦ ଯୋଜନା ଭଳି ଏକ ଐତିହାସିକ ପଦକ୍ଷେପକୁ  ଓ  ତାଙ୍କ ମହାନତାକୁ ଓଡିଶା ସାମ୍ବାଦିକ ସଂଘ, ସୁବର୍ଣ୍ଣପୁର ଶାଖା ସମେତ ଜ଼ିଲ୍ଲାର ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ସବୁ ମହଲରେ ଭୂୟସୀ ପ୍ରଶଂସା କରି କୃତଜ୍ଞତା ଜଣାଇଛନ୍ତି  l  କୋଭିଡ ରେ ପିତାଙ୍କୁ ହରାଇଥିବା  ସୁବର୍ଣ୍ଣପୁରର ଏଇ କୁନି ଅନାଥ ବାଳିକାଙ୍କ ଭଳି ରାଜ୍ୟର ଶହ ଶହ ଅନାଥ ପିଲା ଏହି ଯୋଜନାରେ ଉପକୃତ ହେବେ ବୋଲି କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026

You Might Also Like