-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ବିନିକା ଅଞ୍ଚଳରେ ଧାନ ବିକ୍ରି ନେଇ ଲାଗି ରହିଛି ଅଚଳାବସ୍ଥା l ଚାଷୀଙ୍କ ସମସ୍ୟା ସମାଧାନ ନେଇ ବିନିକା କଂଗ୍ରେସ ଦକ ତରଫରୁ ତହସିଲ ଅଫିସ ସମ୍ଭୂଖ ରେ ଧାରଣା ଜାରି

23-Jun-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ବିନିକା ଅଞ୍ଚଳରେ ଧାନବିକ୍ରି ସମସ୍ୟା ନେଇ ଅଚଳାବସ୍ଥା ଲାଗି ରହିଛି l ଚାଷୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ରାଜନୈତିକ ଦଳ ତରଫରୁ ପ୍ରଶାସନ ଠାରେ ଅଭିଯୋଗ ହୋଇଛି l ହେଲେ ସମସ୍ୟା ସମାଧାନ ହୋଇନାହିଁ l ଫଳରେ ଚାଷୀ ଧାନବିକ୍ରି କରି ନ ପାରି ହତାଶ ହୋଇପଡିଛି l ଅନ୍ୟପଟେ କେତେକ ଚାଷୀ ଟୋକନ ପାଇଥିଲେ ମଧ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ମଣ୍ଡିରୁ ଧାନ ନ ଉଠିବାରୁ ଟୋକନ ଲେପସ ଯୋଗୁଁ ବର୍ତ୍ତମାନ ପର୍ଯ୍ୟନ୍ତ

ଧାନବିକ୍ରି କରିବାରୁ ବଞ୍ଚିତ ହୋଇଛନ୍ତି l ପୁଣି କେତେକ ଚାଷୀଙ୍କ ନାମ ପଞ୍ଜିକରଣ ରେ ତ୍ରୁଟି ଯୋଗୁଁ ସେମାନେ ଅଦ୍ୟାବଧି ଟୋକନ ପାଇ ନାହାଁନ୍ତି କି ଧାନବିକ୍ରି ମଧ୍ୟ କରି ପାରିନାହାନ୍ତି l ବିନିକା ର ବିଭିନ୍ନ ମଣ୍ଡିରେ ଏବେବି ସହସହ ବସ୍ତ ଧାନ ବର୍ଷାରେ ଭିଜି ପଡି ରହିଥିବା ଦେଖିବାକୁ ମିଳିଛି l ବର୍ଷାରେ ଭିଜି ଧାନ ଗଜା ହୋଇଯାଇଥିବାରୁ ଚାଷୀ ପାଇଁ ବୋଝ ଉପରେ କରୋଡ଼ା ମାଡ଼ ସଦୃଶ ହୋଇଛି l ଧାନବିକ୍ରି ସମସ୍ୟାର ସମାଧାନ ନେଇ ବିନିକା ର ବିଭିନ୍ନ ସ୍ଥାନରେ ମଣ୍ଡିରେ ତାଲା ମାରିବା, ବିକ୍ଷୋଭ ପ୍ରଦର୍ଶନ,ହୋ ହାଲ୍ଲା,ପ୍ରଶାସନ ଠାରେ ହାରି ଗୁହାରି ଚାଷୀଙ୍କ ତରଫରୁ କରା ଯାଇଥିଲେ ମଧ୍ୟ କେବଳ ପ୍ରତିଶ୍ରୁତି ଛଡ଼ା ଅନ୍ୟ କିଛି ପ୍ରଶାସନ ତରଫରୁ ମିଲୁ ନ ଥିବାରୁ ଦିନକୁ ଦିନ ଚାଷୀର ପରିସ୍ଥିତି ଦୟନୀୟ ହେବାରେ ଲାଗିଛି l ସୂଚନା ଯୋଗ୍ୟ ଯେ ଭଣ୍ଡାର ଗ୍ରାମର ସ୍ବର୍ଗତ ଝାରୁ ଛନ୍ଦଙ୍କ ଗତ 31ତାରିଖରେ କରୋନା ଯୋଗୁଁ ମୃତ୍ୟୁ ହେବାପରେ ତାଙ୍କ ନାମରେ ଥିବା ଟୋକନ ଅବଧି ସରି ଯାଇଥିଲା l ଫଳରେ ତାଙ୍କ ପୁଅ ହରିହର ଛନ୍ଦ  17ତାରିଖରେ ରିଟୋକନ ପାଇଁ ତହସିଲଦାରଙ୍କ ଠାରେ ଆବେଦନ କରିଥିଲେ l ହେଲେ ଆଜି ପର୍ଯ୍ୟନ୍ତ ଟୋକନ ଆସିଲା ନାହିଁ କି ଧାନବିକ୍ରି ମଧ୍ୟ କରି ପାରିଲେ ନାହିଁ l ହରିହର ଙ୍କ ଭଳି ବିନିକା ଅଞ୍ଚଳରେ ଆହୁରି ଅନେକ ଚାଷୀଙ୍କ ଧାନବିକ୍ରି ହୋଇପାରି ନାହିଁ l ଚାଷୀଙ୍କ ସମସ୍ୟା ନେଇ କଂଗ୍ରେସ ତରଫରୁ 

କିଛିଦିନ ତଳେ ସ୍ଥାନୀୟ ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା l ହେଲେ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାଧାନ ନ ହେବାରୁ ବିନିକା କଂଗ୍ରେସ ଦଳ ତରଫରୁ ଚାଷୀ ମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଦୁନିଆ କୁ ଯୋଗାଉଥିବା ଆହାର ଚାଷୀଙ୍କ ପାଇଁ ଆଜି ଧାନବସ୍ତା ଅଫିସ ପରିସରରେ ରଖି ବିନିକା ତହସିଲ ଅଫିସ ସମ୍ଭୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଆନ୍ଦୋଳନ ଆରମ୍ଭ କରିଛନ୍ତି l ସମସ୍ୟା ସମାଧାନ ନ ହେଲେ ଏବଂ ସବୁ ଚାଷୀଙ୍କ ଧାନ ନ ଉଠିଲେ ଆନ୍ଦୋଳନ ଆହୁରି ତୀବ୍ରତର ହେବ ବୋଲି କଂଗ୍ରେସ କର୍ମୀ ମାନେ ପ୍ରଶାସନକୁ ଚେତାବନୀ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like