-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      Hj   (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||     

HOME   ଜିଲ୍ଲା

ରାମେଶ୍ଵର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଟୀକା କରଣ ଲୋକେ ହନ୍ତସନ୍ତ

23-Jun-2021



କଟକ (ଦୀପକ କୁମାର ଷଡଙ୍ଗୀ) : ଏହା ହେଉଛି କଟକ ଜିଲ୍ଲା ସାଲେପୁର  ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିନରେ ଥିବା ରାମେଶ୍ଵର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଦୃଶ୍ୟ l ଏଠରେ ଟୀକାକରଣ ପାଇଁ ଆସୁଥିବା ଲୋକମାନେ ଘଣ୍ଟା ଘଣ୍ଟା ପାଣିରେ ଠିଆହୋଇ ଲାଇନ୍ ରେ ରହି ଟୀକା ନେବା ପାଇଁ ହନ୍ତସନ୍ତ ହେଉଥିବା ଅଭିଯୋଗ ହେଉଛି l ରାଜନୈତିକ ଦଳର ନେତା ମାନେ ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ଟୀକାକରଣର ବ୍ୟାନର ଟାଙ୍ଗୀ ପ୍ରଚାର ପ୍ରସାର ପାଇଁ ଆଗେଇ ଆସିଛନ୍ତି କିନ୍ତୁ ପରିତାପର ବିଷୟ ଏହି ଡାକ୍ତରଖାନାରେ ରୋଗୀମାନଙ୍କ ଗୃହ, ବେଡ୍, ଡାକ୍ତର, ଷ୍ଟାଫ୍ ନର୍ସ, ଅନ୍ୟାନ୍ୟ କର୍ମଚାରୀ ଭଳି ବହୁ ସମସ୍ୟା ରହିଛି ତାହାଲେ ଏଠାକାର ନେତାମାନେ କରୁଛନ୍ତି କ'ଣ?କେବଳ ଭୋଟ କୁ ଆଖି ଆଗରେ ରଖି ଟୀକାର ବ୍ୟାନର ଟାଙ୍ଗୀ କେବଳ ପ୍ରଚାର ନାଁ ପ୍ରକୃତରେ ଜନତାଙ୍କ ପାଇଁ ଏହି ନେତା ମାନେ କାନ୍ଦୁଛନ୍ତି କି? ବାକି ରହିଲା କେଉଁଦିନ ଏହି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ କେବେ ନେତାମାନେ ସତରେ କାନ୍ଦିବେ?ଓ ଏହି ସମସ୍ୟାକୁ ଦୂର କରିବା ରେ ସକ୍ଷମ ହେବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026
  ଜିଲ୍ଲା  
ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   30-Apr-2026
  ଜିଲ୍ଲା  
*ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   30-Apr-2026
  ଜିଲ୍ଲା  
ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   30-Apr-2026
  ଜିଲ୍ଲା  
Hj   30-Apr-2026
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026

You Might Also Like

                               
  ଜିଲ୍ଲା  

Hj