-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି : ଚଟୁଅନକାରେ ଟୀକାକରଣ ଓ ସଚେତନତା

23-Jun-2021



କଣ୍ଟାବାଞ୍ଜି (ଆନନ୍ଦ କୁମାର ମୋଟେ) : ବହୁ ପ୍ରତୀକ୍ଷା ପରେ ଆଜି ତୁରେକେଲା ବ୍ଳକର ଚଟୁଅନକା ଗ୍ରାମ ପଞ୍ଚାୟତର କ୍ଳବଗୃହରେ ୧୮ବର୍ଷରୁ ୪୪ବର୍ଷ ପର୍ଯ୍ୟନ୍ତ ବୟସର ବ୍ୟକ୍ତି ମାନଙ୍କୁ କରୋନା ଟୀକା ପ୍ରଥମ ଥରପାଇଁ  ଦିଆଯାଇଥିଲା।ଲୋକମାନେ ଗୁଜବପାଇଁ ଟୀକାନେବାକୁ ଆଗଭର ହେଉନଥିବାରୁ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା।ମାଝୀପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା

ଜୁନିୟର ରେଡକ୍ରସ ପରାମର୍ଶଦାତା ବିରଞ୍ଚି ନାରାୟଣ ଦାଶ ପୂର୍ବଭଳି ଏକ  ସଚେତନତା କାର୍ଯ୍ୟକ୍ରମ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ସାମ୍ବାଦିକ ଜୀବନାନନ୍ଦ ମହାନ୍ତି, ଗୁରୁଦୟାଲ ହଂସ,ପୁଷ୍ପକେତୁ ବେହେରା,ରଶ୍ମିରଞ୍ଜନ ପୁଟେଲ, ସୁରୁଦାସ ବାଗ,ଦୀପକ ଯାଦବ,ଅନ୍ତିମ ପାଣିଗ୍ରାହୀ, ତୁଳସୀ ରାମ ଜଗତ,ରୋହନ କୁମାର ମହତ,ମୋହନ ସୋନି, କୃତିକର ବାଗ, ଶିକ୍ଷକ କିଶୋର ବରିହା, ଶିକ୍ଷୟିତ୍ରୀ ଦେବକୀ ତାଣ୍ଡି, ଆଶାକର୍ମୀ ସୂର୍ଯ୍ୟକାନ୍ତୀ ମାଝୀ, ଜେମା କଲେତ ଯୋଗଦେଇଥିଲେ।ମାଝୀପଡାର ଘରଘର ବୁଲି ଟୀକାନେବାକୁ ଅନୁରୋଧ କରିବା 

ସହିତ ମାସ୍କ ବଣ୍ଟନ କରାଯାଇଥିଲା।ତାପରେ ଶିକ୍ଷୟିତ୍ରୀ ଦେବକୀ ତାଣ୍ଡି ଓ ବଜରଙ୍ଗ ବଏ ପ୍ରଥମେ ଟୀକାନେଇ ଅନ୍ୟ ମାନଙ୍କୁ ଟୀକାନେବାକୁ ଅନୁରୋଧ କରିଥିଲେ।ସର୍ବମୋଟ ୧୪ରୁ ୪୪ବର୍ଷ ବୟସର ୮୬ଜଣ ଓ ୪୫ବର୍ଷରୁ ଉର୍ଦ୍ଧ୍ବ ୨୦ଜଣ ଟୀକା ନେଇଥିଲେ। ଏହି ଟୀକାକରଣରେ ଦେବୀ ବେହେରା, ନିରନ ବାଗ,ଆଶୁତୋଷ ବହିଦାର,ପ୍ରସନ୍ନ ମହାନନ୍ଦ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like