-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||     

HOME   ଜିଲ୍ଲା

ବିନିକା - ଧାନବିକ୍ରି ସମସ୍ୟା ନେଇ ଚାଷୀ ଓ କଂଗ୍ରେସ କର୍ମୀଙ୍କ ସହ ପ୍ରଶାସନର ଆଲୋଚନା ବିଫଳ: ତହସିଲ ଅଫିସ ସମ୍ଭୂଖରେ ଧାରଣl ବଳବତ୍ତର

23-Jun-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ବିନିକା ଅଞ୍ଚଳରେ ଧାନବିକ୍ରି ସମସ୍ୟା କୁ ନେଇ ଜାରି ରହିଥିବା ଅଚଳାବସ୍ଥା, ଟୋକନ ଲେପସ ଯୋଗୁଁ  ଧାନବିକ୍ରି କରିବାରୁ ଚାଷୀ ବଞ୍ଚିତ,ଚାଷୀଙ୍କ ନାମ ପଞ୍ଜିକରଣରେ ତ୍ରୁଟି ଆଦି ଅନେକ ସମସ୍ୟାରେ କବଳିତ ଚାଷୀ ତାର କଷ୍ଟପାର୍ଜିତ ଧାନକୁ ବିକ୍ରି କରି ପାରୁନାହିଁ l ପୁଣି ମୌସୁମୀ ବର୍ଷା ଯୋଗୁଁ ଧାନ ଭିଜି ଗଜା ହେଲାଣି l ଫଳରେ ଚାଷୀଙ୍କ ଦୁଃଖ ଆହୁରି ବଡ଼ି ଯାଇଛି l ଚାଷୀଙ୍କ ସମସ୍ୟା ସମାଧାନ ନେଇ ଚାଷୀଙ୍କ ସହିତ ବିନିକା କଂଗ୍ରେସ ଦଳ ସ୍ଥାନୀୟ ତହସିଲ ଅଫିସ ସମ୍ଭୂଖରେ ଆଜି ଠାରୁ ଧାରଣା ଆରମ୍ଭ ହୋଇଛି l ପ୍ରଶାସନ ତରଫରୁ ତହସିଲଦାର ଅଲେଖ ଘୁଟା,ଯୋଗାଣ ଅଧିକାରୀ ରାଜକିଶୋର ସ୍ୱାଇଁ, ଏସଇଏସଓ ତ୍ରିନାଥ ଭୋଇ,ଥାନା ଅଧିକାରୀ ପବିତ୍ର ସାହୁ ଘଟଣାସ୍ଥଳକୁ ଆସି ଚାଷୀ ଓ କଂଗ୍ରେସ କର୍ମୀଙ୍କ ସହ ଆଲୋଚନା କରିଥିଲେ ହେଁ ଧାନ ସବୁ ନ ଉଠିଲେ ଆମ୍ବେ ଧାରଣା ରୁ ଉଠିବୁ ନାହିଁ ବୋଲି ଚାଷୀ ମାନେ ରୋକଠୋକ ପ୍ରଶାସନକୁ ଶୁଣାଇ ଦେଇଥିଲେ l ଫଳରେ ପ୍ରଶାସନିକ ଅଧିକାରୀ ମାନେ ଫେରି ଯାଇଥିଲେ l ଧାରଣାରେ କଂଗ୍ରେସ ନେତା ଗୌରିଶ୍ୟାମ ପଣ୍ଡା,ନରେନ୍ଦ୍ର ପଣ୍ଡା,ରବିନ୍ଦ୍ର ହୋତା,ରାଘବ ଦାସ,ସୁଧାଂଶୁ ପଣ୍ଡା, ଗୋବିନ୍ଦା ଝାଙ୍କର,ପ୍ରଦୀପ ସେଠୀ,ସୁମନ୍ତ ସାହୁ,ସପନେଶ୍ୱର ପୃଷ୍ଟି ପ୍ରମୁଖଙ୍କ ସମେତ ବହୁ ଚାଷୀ ଓ କଂଗ୍ରେସ କର୍ମୀ ଏହି ଧାରଣାରେ ସାମିଲ ହୋଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026

You Might Also Like