-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME    ଅନ୍ୟାନ୍ୟ

ଆଜି ଦିନସାରାର ଖବର ସଂକ୍ଷେପରେ

25-Oct-2020



୧. ଜମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ନେତ୍ରୀ ମେହବୁବା ମୁଫତୀ ତ୍ରିରଙ୍ଗାକୁ ନେଇ ଦେଇଥିବା ବୟାନକୁ ନେଇ ବିବାଦ ବଢିବାରେ ଲାଗିଛି । 

 

 ୨.ପୂର୍ବ ଲଦାଖରେ ଚୀନ ସହିତ ଚାଲିଥିବା ସୀମା ବିବାଦ ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି ସିକ୍କିମରେ ଭାରତୀୟ ସେନାଙ୍କ ସହ ଦଶହରା ପାଳନ କରିଛନ୍ତି।

 

 ୩.ଅଯୋଧ୍ୟାର ଐତିହାସିକ ରାମଲୀଳା ଏକ ନୂଆ ଇତିହାସ ରଚିଛି। ବିଭିନ୍ନ ମାଧ୍ୟମରେ ଏହାର ପ୍ରସାରଣ ଦେଖୁଥିବା ଦର୍ଶକଙ୍କ ସଂଖ୍ୟା ଦଶ କୋଟି ଟପିଛି। 

 

 ୪.ସରିଲା ବଲିଉଡ ସିଙ୍ଗର ନେହା କକ୍କଡଙ୍କ ବାହାଘର। ସେ କଣ୍ଠଶିଳ୍ପୀ ରୋହନ ପ୍ରୀତଙ୍କୁ ଦିଲ୍ଲୀ ଗୁରୁଦ୍ବାରରେ ପୂରା ରୀତିନୀତି ସହ ବିବାହ କରିଛନ୍ତି। 

 

 ୫.ଆଇପିଏଲର ୪୩ ତମ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ କିଙ୍ଗସ୍ ଏକାଦଶ ପଞ୍ଜାବ ୧୨ ରନରେ ପରାସ୍ତ କରିଛି । 

 

୬. ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କର ମୁଖ୍ୟ ପ୍ରତିନ୍ଦ୍ବନ୍ଦୀ ତଥା ଡେମୋକ୍ରେଟ ପ୍ରାର୍ଥୀ ଜୋ ବିଡେନ ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କର ତୀବ୍ର ସମାଲୋଚନା କରିଛନ୍ତି। 

 

 ୭.ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ ୧୬୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୧୨୧୫ରେ ପହଞ୍ଚିଛି । 

 

୮.ଏୟାରଲାଇନ କମ୍ପାନି ର ୯ ଜଣ ସାମ୍ବାଦିକଙ୍କ ଉପରେ ଇଣ୍ଡିଗୋ ଲଗାଇଲା କଟକଣା, କଙ୍ଗନା ରଣାଓ୍ବତଙ୍କ ଫ୍ଲାଇଟରେ କରିଥିଲେ କରୋନାର ନିୟମ ଉଲ୍ଲଘଂନ କରିଛନ୍ତି।

 

 ୯.ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୪୫କୁ ବୃଦ୍ଧି ପାଇଛି । 

 

 ୧୦.ସାରା ଦେଶରେ ପିଆଜ ଦର ବୃଦ୍ଧି ପାଉଥିବା ନେଇ ଲୋକଙ୍କୁ ଅନେକ ସମସ୍ୟା ହେଉଛି। ଗୋଟିଏ ରାଜ୍ୟ ସରକାର ଏମିତି ଅଛନ୍ତି ଯିଏ ପିଆଜ କିଲୋ ପ୍ରତି ୩୫ ଟଙ୍କାରେ ବିକ୍ରି କରୁଛନ୍ତି। 

 

୧୧.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମନ କି ବାତ୍ କାର୍ଯ୍ୟକ୍ରମ ମାଧ୍ୟମରେ ପୁଣି ଥିରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଦୀପାବଳି ଅବସରରେ ଘରେ ସୈନିକଙ୍କ ପାଇଁ ଗୋଟିଏ ଦୀପ ଜାଳିବା ପାଇଁ ସେ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି। 

 

୧୨. ଆଜି ଆଇପିଏଲ୍‌ର ଏକ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗ୍‌ସ ଓ ରୟାଲ୍‌ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଅନୁଷ୍ଠିତ ହୋଇଛି। 

 

 ୧୩.ମେସେଜିଙ୍ଗ ପ୍ଲାଟଫର୍ମ ହ୍ବାଟ୍ସଆପ୍ ବ୍ୟବହାର କରିବା ପାଇଁ ୟୁଜରଙ୍କୁ ଦେବାକୁ ପଡ଼ପାରେ ଟଙ୍କା। କେବଳ ହ୍ବାଟସଆପ ‘ବିଜନେସ ୟୁଜର ଆପ’ ବ୍ୟବହାର କରୁଥିବା ୟୁଜରଙ୍କୁ ଚାର୍ଜ ଦେବାକୁ ପଡ଼ିବ।

 

୧୪.ଆଇପିଏଲ୍‌ ୨୦୨୦: ରୟାଲ୍‌ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ଚେନ୍ନାଇ ସୁପର କିଙ୍ଗସ୍‌ ମୁକାବିଲା, ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା RCB।

 

 ୧୫.ଆଇପିଏଲ ୨୦୨୦ର ୪୪ ତମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଓ ଚେନ୍ନାଇ ସୁପର କିଙ୍ଗସ୍‌(ସିଏସ୍‌କେ) ମୁହାଁମୁହିଁ ହେବେ। ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ଆରସିବି। 

 

୧୬. ୨ ଓ୍ବିକେଟ୍‌ ବିନିମୟରେ ଲକ୍ଷ୍ୟ ହାସଲ କଲା ଚେନ୍ନାଇ ସୁପର କିଙ୍ଗସ୍‌। ୧୮.୪ ଓଭରରେ ୧୫୦ ରନ୍‌ କରି ବେଙ୍ଗାଲୁରୁକୁ ପରାସ୍ତ କଲା ସିଏସ୍‌କେ। 

 

 ୧୭.ଅଗଷ୍ଟ ମାସରେ ହୋଇଥିବା ବର୍ଷା ଓ ବନ୍ୟା ଜନିତ କ୍ଷୟକ୍ଷତି ବାବଦରେ ରାଜ୍ୟ ସରକାର ୧୫୬୯.୫୦ କୋଟି ଟଙ୍କା କେନ୍ଦ୍ର ସରାକରଙ୍କ ନିକଟରେ ଦାବି କରିଛନ୍ତି। 

 

୧୮.କରୋନା ରେ ଆକ୍ରାନ୍ତ ହୋଇଛନ୍ତି ଭାରତୀୟ ରିଜର୍ଭ ବ୍ୟାଙ୍କ( ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। 

 

 ୧୯.ପାକିସ୍ତାନ ପ୍ରାନ୍ତରେ ଅବସ୍ଥିତ ବଲୁଚିସ୍ତାନର ରାଜଧାନୀ କ୍ବେଟାରେ ଭୟଙ୍କର ବିସ୍ଫୋରଣ ଏଥିରେ ୪ ଜଣଙ୍କ ଜୀବନ ଯାଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। 

 

୨୦.ରାଜସ୍ଥାନରେ ୧୮୫୨ ଟି ନୂଆ କରୋନା ମାମଲା ରୁଜୁ ହୋଇଥିଲା ଏବଂ ୧୨ ଜଣଙ୍କର ମୃତ୍ୟୁ ହୋଇଥିଲା। , ଏପର୍ଯ୍ୟନ୍ତ ୧୮୨୬ ସଂକ୍ରମଣ ହୋଇଛନ୍ତି |

 

୨୧. ୬୪୧୭ମହାରାଷ୍ଟ୍ରରେ କରୋନାର ନୂତନ ସଂକ୍ରମିତ ହୋଇଥିବାବେଳେ ୧୩୭ ରୋଗୀଙ୍କ ମୃତ୍ୟୁ ହୋଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like