-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||     

HOME   ଜିଲ୍ଲା

କର୍କଟ ରୋଗାକ୍ରାନ୍ତଙ୍କୁ ବଲାଙ୍ଗିର ୟୁଥ ଆକ୍ସସନ କମିଟିର ଆର୍ଥିକ ସହାୟତା

23-Jun-2021



ବଲାଙ୍ଗିର (ପ୍ରେରଣା ଖବର)  ଆଜି ଦିନ ୧୧ଟା ସମୟରେ ବଲାଙ୍ଗୀର ସହରର ରାଜେନ୍ଦ୍ର ପଡ଼ା ନିବାସୀ ଶ୍ରୀ ପ୍ରମୋଦ ବାଗ କର୍କଟ ରୋଗାକ୍ରାନ୍ତ ଥିବା ହେତୁ ବଲାଙ୍ଗୀର ୟୁଥ୍ ଏକ୍ସନ କମିଟି ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା l    ସୂଚନାରୁ ପ୍ରକାଶ ଯେ, ବଲାଙ୍ଗୀର ସହରର ରାଜେନ୍ଦ୍ର ପଡ଼ାରେ ରୁହନ୍ତି ଶ୍ରୀ ପ୍ରମୋଦ ବାଗ(ବୟସ ୫୨) l ପ୍ରମୋଦ ପେଶାରେ ଜଣେ ଗାଡି ଡ୍ରାଇଭର ଅଟନ୍ତି । ପରିବାରରେ ତାଙ୍କର ସ୍ତ୍ରୀ, ପୁଅ (୧୭), ଝିଅ (୧୫) ବର୍ଷ ର ରୁହନ୍ତି । ଏମାନେ ସମସ୍ତେ ଶ୍ରୀ ବାଗ ଙ୍କ ଉପରେ ନିର୍ଭରଶୀଳ l ଦୀର୍ଘ ୬ ମାସ ତଳେ ତାଙ୍କର ଦେହ ଅସୁସ୍ଥ ହେଲା ପରେ  ଚିକିତ୍ସା କରିବାରୁ ଜଣାଗଲା ଯେ ପ୍ରମୋଦ କର୍କଟ ରୋଗରେ ଆକ୍ରାନ୍ତ ଅଟନ୍ତି l ତାଙ୍କ ପାଖରେ ଯାହା ପୁଞ୍ଜି ଥିଲା ତାହା ସେ ଚିକିତ୍ସାରେ ସାରି ଦେଇ ସାରିଛନ୍ତି l ତାଙ୍କର ଆଗକୁ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ l ତେଣୁ ତାଙ୍କର ଚିକିତ୍ସା ପାଇଁଁ ଆଜି ବଲାଙ୍ଗୀର ୟୁଥ ଅକ୍ସନ କମିଟି ପକ୍ଷରୁ ୩ହଜାର ଟଙ୍କା ଆର୍ଥିକ ସହାୟତା

 

ଯୋଗାଇ ଦିଆଯାଇଛି । ତାଙ୍କର ଚିକିତ୍ସା ପାଇଁ ଜିଲ୍ଲା ପ୍ରଶାସନ ଏବଂ ଜନସାଧାରଣ ସମସ୍ତେ ସାହାଯ୍ୟ ସହଯୋଗ କରିବାକୁ ବଲାଙ୍ଗିର ୟୁଥ ଏକସନ୍ କମିଟିର ସଭାପତି ବିନୋଦ କାଲସାଏ ଅନୁରୋଧ କରିଛନ୍ତି ।

ଆଜିର ଏହି ସହାୟତା କାର୍ଯ୍ୟକ୍ରମରେ  ସଂଯୋଜକ ରିଲୁ ରଥ, ଅପ୍ରମିତ ପରିଚ୍ଛା ଓ ଶ୍ୟାମସୁନ୍ଦର ଗହିର ତାଙ୍କ‌ ଘରକୁ ଯାଇ ‌ସାହାଯ୍ୟ ସହଯୋଗ ଯୋଗେଇ ଦେଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026

You Might Also Like