-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଜେନାପୁର ଉପଡାକଘରେ ମିଳୁନାହିଁ ଇଣ୍ଡିଆନ ପୋଷ୍ଟାଲ ଅର୍ଡର;କର୍ତ୍ତୃପକ୍ଷଙ୍କ ଦୃଷ୍ଟିପଡିବ କେବେ?

23-Jun-2021



ଯାଜପୁର (ସୁଶାନ୍ତ କୁମାର ଖଟୁଆ): ଡାକବିଭାଗ ସାଧାରଣରେ ଏକ ବିଶ୍ୱସ୍ଥ ସଂସ୍ଥାଭାବେ ପରିଚିତ ହୋଇଥିଲେ ମଧ୍ୟ ବିଭିନ୍ନ ସମୟରେ ଡାକଘରଗୁଡିକରେ ନାନାଦି ସମସ୍ୟା ଉପୁଜୁଥିବାର ଅଭିଯୋଗ ହେଉଛି ।ଫଳସ୍ୱରୂପ ଡାକଘର ଉପରୁ ଗ୍ରାହକ ମାନଙ୍କର ଆସ୍ଥା କ୍ରମଶଃ ତୁଟିଯିବାରେ ଲାଗିଛି ।ଡାକବିଭାଗୀୟ ବିବିଧ ସେଵା ସହଜ ଓ ସୁବିଧାରେ ଉପଲବ୍ଧ କରାଯିବା ନିମିତ୍ତ କଟକ ଉତ୍ତର ଡାକମଣ୍ଡଳ ଅଧୀନ ଜେନାପୁର ଉପଡାକଘରେ କିଛି ମାସ ତଳେ  କୋର ବ୍ୟାଙ୍କିଙ୍ଗ ସିଷ୍ଟମର ବ୍ୟବସ୍ଥା କରାଯାଇଥିଲା ।ଆଶା ଥିଲା ଉନ୍ନତମାନର  ସମସ୍ତ ସେବା ପାଇବେ ଗ୍ରାହକମାନେ ।କିନ୍ତୁ ଆଶା,ଆଶାରେ ହିଁ ରହିଗଲା ।ସୂଚନା ଅଧିକାର ଆଇନ ବଳରେ ତଥ୍ୟ ପାଇବାକୁ ହେଲେ ଆଇପିଓର ନିହାତି ଆବଶ୍ୟକ ରହିଛି ।କିନ୍ତୁ ସେଗୁଡିକ ଉକ୍ତ ଡାକଘରେ ମାସ ମାସ ଧରି ମିଳୁ ନ ଥିବାରୁ ଗ୍ରାହକ ମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଆସୁଛନ୍ତି ।ଏହା ଅଧୀନରେ  ସାଧାରଣତଃ ୧୨ଟି  ଶାଖା ଡାକଘର ନିର୍ଭର କରିଥାଏ ।ତେଣୁ ୧୦ରୁ ଊର୍ଦ୍ଧ୍ୱ ପଂଚାୟତର ଲୋକେ ଉନ୍ନତମାନର ସେବା ପାଇଁ ଉକ୍ତ ଡାକଘର ଉପରେ ଭରସା ରଖୁଥିବାବେଳେ ଏଠାକାର ଅବ୍ୟବସ୍ଥା ଗ୍ରାହକମାନଙ୍କୁ ସର୍ବଦା ନିରାଶ କରୁଥିବା ପରିଲକ୍ଷିତ ହୋଇଛି ।ଏଥିପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ସ୍ୱତନ୍ତ୍ର ଦୃଷ୍ଟି ଦେଇ ଅବିଳମ୍ବେ ଆଇପିଓ ଏବଂ ଅନ୍ୟାନ୍ୟ ସେବାର ସୁବ୍ୟବସ୍ଥା କରିବାକୁ ଗ୍ରାହକମାନେ ଦୃଢ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like