-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଅପରାଧ

ବଲାଙ୍ଗିର : ଦିନ ଦ୍ୱିପହରରେ ମାରଣାସ୍ତ୍ର ଦେଖାଇ ଟ୍ରକ୍ ଡ୍ରାଇଭର୍ ଙ୍କ ଠାରୁ ଟଙ୍କା ଲୁଟ୍

23-Jun-2021



ବଲାଙ୍ଗୀର(ପ୍ରେରଣା ଖବର) : ବଲାଙ୍ଗିର ସହର ଉପକଣ୍ଠ ଛୁଇବନ୍ଧ ନିକଟରୁ ଜଣେ ଟ୍ରକ୍ ଡ୍ରାଇଭର୍ କୁ ବନ୍ଧୁକ ମୁନରେ ଲୁଟ୍ ଅଭିଯୋଗ ହୋଇଛି l ଆଜି ଅପରାହ୍ନ ପ୍ରାୟ ୩.୩୦ ରେ  ୪ ଜଣ ଦୁର୍ବୃତ୍ତ ଏହି ଟ୍ରକ୍ ଡ୍ରାଇଭର୍ କୁ ଭୟଭୀତ କରାଇ ୬ହଜାର ଟଙ୍କା ଲୁଟି ନେଲେ l ଲୁଟ୍ ର ଶୀକାର ହୋଇଥିବା ଡ୍ରାଇଭର ସୁଦର୍ଶନ ବରିହା ପୁଇଁତଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି l ପୋଲିସ ର ତଦନ୍ତ ଜାରି ରହିଛି l ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ପିସ୍ତଲ ଓ ଆଉ ଜଣେ ଏକ ଭୁଜାଲି ଧରିଥିବା ନେଇ ଟ୍ରକ୍ ଡ୍ରାଇଭର୍  ସୂଚନ  ଦେଇଛନ୍ତି l ଏ ସଂକ୍ରାନ୍ତରେ ଆଜି ସଂଧ୍ୟାରେ ପୁଇଁତଲା ପୋଲିସ ଏକ ମାମଲା ରୁଜୁ  କରିଛି l ଅନୁସନ୍ଧାନରୁ ଜଣାପଡିଛି ଯେ, ସି ଜି ୦୭ ସି ଏ ୬୭୯୮ ନମ୍ବର ବିଶିଷ୍ଟ ୬ ଚକିଆ ଟ୍ରକ୍ ଟି  ବ୍ରେକ୍ ଡାଉନ୍ ଯୋଗୁଁ ଛୁଇବନ୍ଧ ନିକଟରେ ଥିବା ରାଇସମିଲ୍ ପାଖରେ ଅଟକି ରହିଥିଲା ା ଡ୍ରାଇଭର ସୁଦର୍ଶନ ବରିହା ମେକାନିକ୍ ଡାକିବାକୁ ବାହାରୁଥିବା ବେଳେ ଘଟଣା ଟି ଘଟିଥିବା ନେଇ ସୂଚନା ମିଳିଛି l ଗାଡି ମାଲିକ ପିଣ୍ଟୁ ଶର୍ମାଙ୍କ ଠାରୁ ଘଟଣା ସଂପର୍କରେ ସୂଚନା ପାଇ ଜିଲ୍ଲା ଟ୍ରକ୍ ମାଲିକ ସଂଘ ସଭାପତି ବିରେନ୍ ମିଶ୍ର ଉଦବେଗ ପ୍ରକାଶ କରିଛନ୍ତ l ଅଭିଯୁକ୍ତ ମାନଙ୍କ ବିରୁଦ୍ଧରେ ଦ୍ରୁଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀ ମିଶ୍ର  ପୁଇଁତଳା ପୋଲିସ ନିକଟରେ ଦାବୀ କରିଛନ୍ତି ା


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like