-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ମହାନଗର

ସ୍ବାମୀର ଦ୍ବିତୀୟ ବିବାହକୁ ବିରୋଧ କରି ଥାନା ରେ ମାମଲା

24-Jun-2021



 ସମ୍ବଲପୁର, (ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ସଦର ଥାନା ଅଞ୍ଚଳରେ ଜଣେ ଯୁବକ ପ୍ରଥମ ସ୍ତ୍ରୀ ଥାଇ ମଧ୍ୟ ଦ୍ବିତୀୟ ବିବାହ କରିବାକୁ ଉଦ୍ୟମ କରୁଥିବା ନେଇ ମଙ୍ଗଳବାର ଅଭିଯୋଗ ହୋଇଛି I ଏସଂକ୍ରାନ୍ତରେ ଜମନକିରା ଥାନା ସାନକୁଣ୍ଡେସରା ର ମହିଳାଜଣଙ୍କ ସଦର ଥାନାରେ ଲିଖିତ ଅଭିଯୋଗ କରିବା ସହ ମାମଲାର ସମାଧାନ ପାଇଁ ଦାବି କରିଛନ୍ତି।  ପ୍ରଥମ ପତ୍ନୀଙ୍କ ଅଭିଯୋଗ କ୍ରମେ ପୋଲିସ ଦ୍ଵିତୀୟ ବିବାହକୁ ଅଟକାଇଛି। ମିଳିଥିବା ସୂଚନା ଅନୁଯାୟୀ ଜମନକିରା ଥାନା ସାନକୁଣ୍ଡେସରା ଗାଁର ବିଜୟିନୀ ସେଟ୍ ସମ୍ବଲପୁର ସଦରଥାନା ଅନ୍ତର୍ଗତ କୁଦୋପାଲି ଗାଁର ବିଜୟ ସେଟ୍‌ଙ୍କୁ ୨୦୧୨ ମସିହା ଜୁନ୍ ୮ ତାରିଖରେ ପ୍ରେମ ବିବାହ କରିଥିଲେ I କିନ୍ତୁ, ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ କାରଣରୁ ମାମଲା କୋର୍ଟକୁ ଯାଇଥିଲା। ବର୍ତ୍ତମାନ ବି ପରିବାର ଅଦାଲତରେ ଏହି ମାମଲା (୩୪/୨୦୧୬) ଚାଲୁଛି । ହେଲେ ଇତି ମଧ୍ୟରେ ବିଜୟ ଦ୍ବିତୀୟ ବିବାହ କରିବାକୁ ସଜବାଜ କରିଥିଲେ। ନିଜ ଗାଁର ଜଣେ ଯୁବତୀଙ୍କ ସହ ଆସନ୍ତା ଜୁଲାଇ ୭ ତାରିଖ ଦିନ ତାଙ୍କର ଦ୍ଵିତୀୟ ବିବାହ ଧାର୍ଯ୍ୟ ହୋଇଥିଲା। କାର୍ଡ ବଣ୍ଟା ବି ସରିଥିଲା I  ଏ ସଂପର୍କରେ ଖବର ପାଇ ପ୍ରଥମ ପତ୍ନୀ ବିଜୟିନୀ ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି I ସଦର ଥାନା ଅଧିକାରୀ ଜ୍ୟୋତ୍ସ୍ନାରାଣୀ ବେହେରା ଉଭୟ ପରିବାରବର୍ଗଙ୍କୁ ଥାନାକୁ ଡକାଇ ବେଆଇନ୍‌ ଦ୍ଵିତୀୟ ବିବାହକୁ ବନ୍ଦ କରାଇଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like