-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଆଜି  ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକର ତିନି ଗୋଟି ସ୍ଥାନରେ ୧୮ରୁ ଉର୍ଦ୍ଧ୍ୱ ବର୍ଷ ପାଇଁ ଟୀକାକରଣ:   ଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ ହିତାଧିକାରୀ ମଧ୍ୟ ସାମିଲ

24-Jun-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟବିଭାଗ  ତରଫରୁ ଜୁନ୍ ୨୪ ତାରିଖରେ  ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକର ବ୍ୟବସ୍ଥିତ ୩ଟି କେନ୍ଦ୍ରଯଥା-ଡୁଙ୍ଗୁରିପାଲି ୟୁପି ସ୍କୁଲ,ରାମପୁର ପିଏଚସି ଓ ବେହେରାମାଲ  ପିଏଚସି କେନ୍ଦ୍ରରେ ୧୮ ରୁ ଉର୍ଦ୍ଧ ବର୍ଷ ହିତାଧିକାରୀଙ୍କୁ ପ୍ରଥମ ଡୋଜ଼ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ୨ୟ ଡୋଜ଼ ଟୀକା ପ୍ରଦାନ କରାଯିବ l 
୧୮ରୁ  ଧବର୍ଷ ହିତାଧିକାରୀ ଟୀକାକରଣ ନିମନ୍ତେ ପଂଜିକୃତ କରି ନିଯୁକ୍ତି ଚିଠାକୁ ଅନୁସୂଚିତ କରାଇପାରିବେ ଅଥବା ଉକ୍ତଦିନ ନିର୍ଧାରିତ ସମୟ ସକାଳ ୦୮  ଘଣ୍ଟାରେ  କେନ୍ଦ୍ରକୁ ଯାଇ ଟୀକାନିମନ୍ତେ ହିତାଧିକାରୀ ଅଗ୍ରିମଟୋକନ ସଂଗ୍ରହ କରିପାରିବେl ସ୍ଲଟ ବୁକିଂ କରିଥିବା ହିତାଧିକାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଟୀକା ପ୍ରଦାନ କରାଯିବ l ଉକ୍ତ ଦିନ ଗୁଡିକରେ ପ୍ରଥମ ଡୋଜ ଟୀକାକରଣ ପାଇଁ  ଯୋଗ୍ୟ ପଂଜିକୃତ  ହିତାଧିକାରୀ ନିଜର ନିଯୁକ୍ତି ଚିଠା (ମୋବାଇଲ ମେସେଜ/ଚିଠାର ହାର୍ଡ କପି ) ପଞ୍ଜିକରଣ ସମୟରେ ବ୍ୟବହୃତ ପରିଚୟ ପତ୍ର,ସାଙ୍ଗରେ ଆଣି ସୂଚିତ  ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ l ବିନା କୌଣସି ସୂଚନାରେ ଟୀକାକେନ୍ଦ୍ରକୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ରରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଇଛି l ଏହି ଟୀକାକରଣ ଉକ୍ତ ଦିନଗୁଡ଼ିକରେ ସକାଳ ୦୯ ରୁ ସନ୍ଧ୍ୟା ୦୫ ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ l

 ହିତାଧିକାରୀ ଟୀକାକରଣ  ପାଇଁ  ଅନଲାଇନ https://selfregistration.cowin.gov.in ରେ ପଞ୍ଜିକରଣ କରାଇ ସ୍ଲଟ ଅନୁସୂଚିତ କରାଇପାରିବେ l ତା ୨୩/୦୬/୨୧ ରାତ୍ର ୧୦ ଘଣ୍ଟା ରୁ ପଞ୍ଜିକରଣ ନିମନ୍ତେ ସ୍ଲଟ ଖୋଲା ରହିଥିବା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like