-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ରାସ୍ତା ଓ ଡ୍ରେନ ନିର୍ମାଣ ପାଇଁ ହେଲା ନିଷ୍ପତ୍ତି- ଇନ୍ଦିରା ଆବାସ, ଗୁହାଳ, ବାର୍ଦ୍ଧକ୍ୟ ଓ ବିକଳାଙ୍ଗ ଭତ୍ତା ତାଲିକା ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ ଦେଲେ ବଲାଙ୍ଗିର ବିଧାୟକ

24-Jun-2021



ବଲାଙ୍ଗିର (ପ୍ରେରଣା ଖବର) : ଆଜି ପୂର୍ବାହ୍ନ ରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ବଲାଙ୍ଗିର ବ୍ଲକ ଅନ୍ତର୍ଗତ ସଦାଇପାଲି ଓ ଚନ୍ଦନଭାଟି ପଞ୍ଚାୟତ ପରିଦର୍ଶନରେ ଯାଇଥିଲେ । ସଦାଇପାଲି ଗାଁ ଭିତରେ ବାକି ରହିଯାଇଥିବା ଡ୍ରେନ ଓ ରାସ୍ତା ପାଇଁ ଲୋକେ ବହୁ ଦିନରୁ ଦାବି କରୁଥିଲେ । ପୂର୍ବରୁ ପୁର୍ତ୍ତ ବିଭାଗ ଦ୍ୱାରା ସେଠାରେ ନିର୍ମିତ ହୋଇଥିବା ରାସ୍ତା ଓ ଡ୍ରେନ ବାହାରେ ଆହୁରି କିଛି ଅଞ୍ଚଳର ରାସ୍ତା ଓ ଡ୍ରେନ ବାକି ରହିଯାଇଥିଲା । ଆଜିର ଗସ୍ତରେ ଶ୍ରୀ ମିଶ୍ର ପୁର୍ତ୍ତ ବିଭାଗର ଏସ୍‌ଡିଓ ଇଞ୍ଜିନିୟର ବି.କେ.ଜେନା, ଜେଇ ଇଞ୍ଜିନିୟର ସିଂହ ତଥା ଉପସ୍ଥିତ ଗ୍ରାମବାସୀଙ୍କ ସହ ଆଲୋଚନା ହୋଇ ରାସ୍ତା ଓ ଡ୍ରେନ ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଥିଲା । ଗାଁର ମହିଳାମାନଙ୍କ ଅନୁରୋଧ କ୍ରମେ ପଞ୍ଚାୟତ ଅଧିନରେ ଥିବା କିଛି ଗଳି ରାସ୍ତାର ମଧ୍ୟ ବ୍ୟୟ ଅଟକଳ ପ୍ରସ୍ତୁତ କରିବାକୁ ଉପସ୍ଥିତ ଥିବା ଯନ୍ତ୍ରୀଙ୍କୁ ବିଧାୟକ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ପରେ ଗାଁ ର ଗରିବଙ୍କ ପାଇଁ ଇନ୍ଦିରା ଆବାସ, ବିକଳାଙ୍ଗ, ବିଧବା ଓ ବାର୍ଦ୍ଧକ୍ୟ ଭତ୍ତା, ଗାଇ ଗୋରୁଙ୍କ ପାଇଁ ଗୁହାଳ ଇତ୍ୟାଦିର ଏକ ତାଲିକା ପ୍ରସ୍ତୁତ ପାଇଁ ଉପସ୍ଥିତ ଥିବା ସରପଞ୍ଚଙ୍କୁ ବିଧାୟକ ଶ୍ରୀ ମିଶ୍ରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ତାଲିକା ତାଙ୍କ ପାଖକୁ ଯେତେ ଶିଘ୍ର ପହଞ୍ôଚବ ସେତେ ଶିଘ୍ର ହିତାଧିକାରୀମାନଙ୍କୁ ତାଙ୍କର ଯୋଗ୍ୟତା ମୁତାବକ ବିଭିନ୍ନ ଭତ୍ତା ମିଳିବା ପାଇଁ ସେ ପ୍ରଚେଷ୍ଟା କରିବେ ବୋଲି ଉପସ୍ଥିତ ଗ୍ରାମବାସୀଙ୍କୁ କହିଥିଲେ । ତା ସହ ସଦାଇପାଲି ପଞ୍ଚାୟତ ତରଫରୁ ଚାଲିଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପ ବାବଦରେ ସରପଞ୍ଚଙ୍କ ସହ ଆଲୋଚନା କରିଥିଲେ । ଏହାପରେ ଚନ୍ଦନଭାଟି ପଞ୍ଚାୟତର

ଚନ୍ଦନଭାଟି ଗାଁରେ ସେଠାକାର ବୁଦ୍ଧିଜିବି, ଶିକ୍ଷକ ତଥା ଗାଁର ଯୁବକମାନଙ୍କ ସହ ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନା କରିଥିଲେ । ଲୋକଙ୍କ ଦାବି ମୁତାବକ ସେଠାରେ ରୋଡ ରାସ୍ତାର ମରାମତି ତଥା ନୁଆ କିଛି ରାସ୍ତା ପାଇଁ ବ୍ୟୟ ଅଟକଳ ପ୍ରସ୍ତୁତ କରିବାକୁ ଉପସ୍ଥିତ ଥିବା ଯନ୍ତ୍ରୀ ଶ୍ରୀ ଜେନାଙ୍କୁ ବିଧାୟକ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ଏହି ଉଭୟ ପଞ୍ଚାୟତରେ ବିଧାୟକ ଶ୍ରୀ ମିଶ୍ରଙ୍କ ସହ ବ୍ଲକ କଂଗ୍ରେସ ସଭାପତି ରାମ ପ୍ରସାଦ ମିଶ୍ର, ସରପଞ୍ଚ ମିନା ଭୋଇ, ଫକିର ଥାଟି, କପିଳେଶ୍ୱର ପାଣିଗ୍ରାହୀ, ଗଉନ୍ତିଆ ବିରଞ୍ôଚ ସାଏ, ରମେଶ ନାଏକ, ଡ. ପ୍ରଶାନ୍ତ ପ୍ରଧାନ, କୈବର୍ତ୍ତ ବାଗ, ସଂର୍କିର୍ତ୍ତନ ମେହେର, ଗୌରହରି ପାଣିଗ୍ରାହୀ, ଅଜିତ ଦଲେଇ, ଦେବ ପ୍ରଧାନ, ରାଜେଶ ସେନାପତି, ନୁଆଖାଉ ବେହେରା, ରମେଶ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like